ଆଇସିସି ମହିଳା ଟି-୨୦ ବିଶ୍ୱକପ, ଭାରତ ଜିତିଲା ପ୍ରଥମ ମ୍ୟାଚ  
by Argus News
Sun, Oct 06 | 9:03 p.m.

ନୂଆଦିଲ୍ଲୀ:  ଆଇସିସି ମହିଳା ଟି-୨୦ ବିଶ୍ୱକପରେ ଭାରତ ଜିତିଲା ପ୍ରଥମ ମ୍ୟାଚ । ଭାରତ ପାକିସ୍ତାନକୁ ୬ ୱିକେଟରେ ହରାଇ ତାର ବିଜୟ ଅଭିଯାନ ଆରମ୍ଭ କରିଛି । ଭାରତ ତାର ପ୍ରଥମ ମ୍ୟାଚରେ ପରାଜୟ ହୋଇଥିବା ବେଳେ ଏବେ ବିଜୟ ଅଭିଯାନ ଆରମ୍ଭ କରିଛି । ସେହିପରି ପାକିସ୍ତାନ ତାର ପ୍ରଥମ ମ୍ୟାଚ ଜିତିଥିବା ବେଳେ ଏବେ ତାର ବିଜୟଧାରରେ ବ୍ରେକ ଲାଗିଛି ।

ପାକିସ୍ତାନ ଏହି ମ୍ୟାଚରେ ଟସ ଜିତି ପ୍ରଥମେ ବ୍ୟାଟିଂ ନିଷ୍ପତ୍ତି ନେଇଥିଲା । ପ୍ରଥମେ ବ୍ୟାଟିଂ କରୁଥିବା ପାକିସ୍ତାନ ଦଳ ୨୦ ଓଭରରେ ୮ ୱିକେଟ ହରାଇ ମାତ୍ର ୧୦୫ ରନ କରିଥିଲା । ସେହିପରି ଭାରତ ୧୦୬ ରନର ବିଜୟ ଲକ୍ଷ୍ୟ ନେଇ ମୈଦାନକୁ ଓହ୍ଲାଇଥିଲା । ୧୮ ଓଭର ୫ଟି ବଲ ଖେଳି ୪ ୱିକେଟ ହରାଇ ଦଳ ବିଜୟ ଲକ୍ଷ୍ୟ ପୂରଣ କରିଥିଲା । 

ଅଧିକ ପଢନ୍ତୁ କ୍ରୀଡା ଖବର 

ମ୍ୟାଚ
ଆଇସିସି ମହିଳା ଟି-୨୦ ବିଶ୍ୱକପ, ଭାରତ ଜିତିଲା ପ୍ରଥମ ମ୍ୟାଚ
ନୂଆଦିଲ୍ଲୀ: ଆଇସିସି ମହିଳା ଟି-୨୦ ବିଶ୍ୱକପରେ ଭାରତ ଜିତିଲା ପ୍ରଥମ ମ୍ୟାଚ । ଭାରତ ପାକିସ୍ତାନକୁ ୬ ୱିକେଟରେ ହରାଇ ତାର ବିଜୟ ଅଭିଯାନ ଆରମ୍ଭ କରିଛି । ଭାରତ ତାର ପ୍ରଥମ ମ୍ୟାଚର
ବେଆଇନ୍ ମେଡିସିନ୍
କାହା ସୁରକ୍ଷାରେ ବେଆଇନ୍ ମେଡିସିନ୍ ପ୍ରସ୍ତୁତ କରୁଥିଲା ମାସୁମ୍ ଖାନ୍ ?
ମାଲକାନଗିରି : କାହା ସୁରକ୍ଷାରେ ବେଆଇନ୍ ମେଡିସିନ୍ ପ୍ରସ୍ତୁତ କରୁଥିଲା ମାସୁମ୍ ଖାନ୍। ମାଲକାନଗିରି ମୋଟୁ ଇସଲାମନଗରର ବେଆଇନ୍ କାରବାର ପଛର କିଏ ସେହି ସଇତାନ୍। ମାସୁମ
ଆକ୍ସନ୍
ଭବାନୀପାଟଣା ଫରେଷ୍ଟର୍ ସଞ୍ଜୟ ନାୟକ ଆତ୍ମହତ୍ୟା ମାମଲାରେ ଆକ୍ସନ୍
କଳାହାଣ୍ଡି: ଚାରା ଦୁର୍ନୀତି କରୁଥିଲେ, ପିସି କାରବାର ପାଇଁ ଅଧନସ୍ଥ କର୍ମଚାରୀଙ୍କ ଉପରେ ମାନସିକ ଚାପ ପକାଉଥିଲେ। ଶେଷରେ ଅତିଷ୍ଠ ହୋଇ ଆତ୍ମହତ୍ୟା କଲେ କଳାହାଣ୍ଡି ଜାରିଙ୍ଗି ହାଇଟେକ