ଶୌର୍ଯ୍ୟ ଓ ପରାକାଷ୍ଠା ଦେଖାଇବାର ଦିନ 
by Argus News
Mon, Dec 04 | 9:16 a.m.

ନୂଆଦିଲ୍ଲୀ: ଆଜି ଭାରତୀୟ ନୌସେନା ଦିବସ । ଶୌର୍ଯ୍ୟ ଓ ପରାକାଷ୍ଠା ଦେଖାଇବାର ଦିନ । ଏଥିପାଇଁ ମହାରାଷ୍ଟ୍ରର ସିନ୍ଧୁଦର୍ଗରେ ସ୍ବତନ୍ତ୍ର କାର୍ଯ୍ୟକ୍ରମର ଆୟୋଜନ କରାଯାଉଛି । ଯେଉଁଠି ନୌବୀର ମାନେ ନିଜର ପରାକାଷ୍ଠା ଦେଖାଇବେ । ଏହି କାର୍ଯ୍ୟକ୍ରମରେ ଯୋଗ ଦେବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ଏହି ଅବସରରେ ରାଜକୋଟ ଦୁର୍ଗରେ ଛତ୍ରପତି ଶିବାଜୀ ମହାରାଜାଙ୍କ ଏକ ପ୍ରତିମୂର୍ତ୍ତି ଉନ୍ମୋଚନ କରିବେ ପିଏମ୍ ।

ପ୍ରତିବର୍ଷ ଡିସେମ୍ବର ୪କୁ ନୌସେନା ଦିବସ ଭାବେ ପାଳନ କରାଯାଏ । ଆଜିର କାର୍ଯ୍ୟକ୍ରମରେ ନୌବୀରମାନେ ନିଜର ପରାକାଷ୍ଠା ଦେଖାଇବେ । ଏହାସହ ନୌସେନାର ଅନେକ ୱାର୍ ସିପ୍ ନିଜର ପରାକ୍ରମ ଦେଖାଇବେ ।  ଏହି ଅବସରରେ ରାଜକୋଟ ଦୁର୍ଗରେ ଛତ୍ରପତି ଶିବାଜୀ ମହାରାଜାଙ୍କ ଏକ ପ୍ରତିମୂର୍ତ୍ତି ଉନ୍ମୋଚନ କରିବେ ପିଏମ୍ । ପ୍ରତିବର୍ଷ ଡିସେମ୍ବର ୪କୁ ନୌସେନା ଦିବସ ଭାବେ ପାଳନ କରାଯାଏ । ଆଜିର କାର୍ଯ୍ୟକ୍ରମରେ ନୌବୀରମାନେ ନିଜର ପରାକାଷ୍ଠା ଦେଖାଇବେ । ଏହାସହ ନୌସେନାର ଅନେକ ୱାର୍ ସିପ୍ ନିଜର ପରାକ୍ରମ ଦେଖାଇବେ ।

ଅଧିକ ପଢନ୍ତୁ ଭାରତ ଖବର

ସିଏମ୍ କିଷାନ
କାଲି ସମ୍ବଲପୁରରେ ସିଏମ୍ କିଷାନ ଯୋଜନାର ଶୁଭାରମ୍ଭ
ଭୁବନେଶ୍ୱର: ଗଣପର୍ବ ନୂଆଁଖାଇକୁ ନେଇ ଉତ୍ସବ ମୁଖର ସମଗ୍ର ପଶ୍ଚିମ ଓଡ଼ିଶା। ଇଷ୍ଟଦେବୀଙ୍କୁ ନବାନ୍ନ ଅର୍ପଣ ପରେ ନୁଆଁ ଖାଇବେ ଲୋକେ। କାଲି ସମ୍ବଲପୁରରେ ସିଏମ୍ କିଷାନ ଯୋଜନା
ଧର୍ମେନ୍ଦ୍ର
ତିନି ଦିନିଆ ଓଡ଼ିଶା ଗସ୍ତରେ ଧର୍ମେନ୍ଦ୍ର
ଭୁବନେଶ୍ୱର: ତିନି ଦିନିଆ ଓଡ଼ିଶା ଗସ୍ତରେ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ। ସନ୍ଧ୍ୟାରେ ଭୁବନେଶ୍ବରରେ ପହଞ୍ଚିଛନ୍ତି କେନ୍ଦ୍ରମନ୍ତ୍ରୀ। ଆଜି ଟ୍ରେନ୍ ଯୋଗ
ମହିଳା ଲାଭାର୍ଥୀ
ଓଡିଶା ଇତିହାସର ଗୋଟିଏ ଯୋଜନାରେ ସବୁଠୁ ଅଧିକ ମହିଳା ଲାଭାର୍ଥୀ
ଭୁବନେଶ୍ୱର: ସୁଭଦ୍ରା, ଓଡ଼ିଶା ଇତିହାସରେ ଗୋଟିଏ ଯୋଜନାରେ ସର୍ବାଧିକ ମହିଳା ଲାଭାର୍ଥୀ । ସାରା ରାଜ୍ୟରେ ଉଛୁଳା ଉତ୍ସାହ । ସୁଭଦ୍ରା ରଥର ଉଦଘାଟନ କଲେ ମୁଖ୍ୟମନ୍ତ୍ରୀ, କହିଲେ