ଦିଲ୍ଲୀ-ବାରଣାସୀ ଇଣ୍ଡିଗୋ ବିମାନରେ ବୋମା ଆତଙ୍କ
by Argus News
Tue, May 28 | 7:49 a.m.

ଅର୍ଗସ ବ୍ୟୁରୋ: ଦିଲ୍ଲୀରେ ବିମାନରେ ବୋମା ଆତଙ୍କ । ନୂଆଦିଲ୍ଲୀରୁ ବାରାଣସୀ ଯିବାକୁ ଥିବା ଏକ ବିମାନରେ ବୋମା ଥିବା ନେଇ ଫୋନ କଲ ଆସିଥିଲା । ଏହାପରେ ବିମାନକୁ ତୁରନ୍ତ ଅଲଗା କରାଯାଇ ସ୍ବତନ୍ତ୍ର ସ୍ଥାନକୁ ନିଆଯାଉଥିଲା।

 

ସେଠାରେ  ଯାତ୍ରୀମାନଙ୍କୁ ଓହ୍ଲାଇ ଦିଆଯାଇ ବିମାନକୁ ତନ୍ନ ତନ୍ନ ଯାଞ୍ଚ କରାଯାଇଥିଲା । ଯାତ୍ରୀମାନଙ୍କୁ ଏମର୍ଜେନସି ଗେଟ୍ ଦେଇ ବାହାରକୁ ଅଣାଯାଇଥିଲା । ବର୍ତ୍ତମାନ ସୁଦ୍ଧା ବିମାନରେ କୌଣସି ସନ୍ଦେହଜନକ ସାମଗ୍ରୀ ଠାବ କରାଯାଇନାହିଁ। ଘଟଣାସ୍ଥଳରେ ଏଭିଏସନ୍ ସିକ୍ୟୁରିଟ. ଡଗ୍ ସ୍କ୍ୱାର୍ଡ ଓ ବମ୍ ସ୍କ୍ୱାର୍ଡ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛନ୍ତି । ଏହି ଘଟଣା ଜଣାପଡ଼ିବା ପରେ ଯାତ୍ରୀଙ୍କ ମଧ୍ୟରେ ଆତଙ୍କ ସୃଷ୍ଟି ହୋଇଥିଲା । କିଛି ଯାତ୍ରୀ ଏମରଜେନ୍ସି ଗେଟ୍ ଓ କିଛି ଯାତ୍ରୀ ୱିଣ୍ଡୋ ପଟେ ବାହାରକୁ ପଳାଇ ଆସିଥିଲେ ।

ଅଧିକ ପଢ଼ନ୍ତୁ ଭାରତ ଖବର 

ପେଟ୍ରୋଲ ଢାଳି
11m ago
ପେଟ୍ରୋଲ ଢାଳି ଆଥଲେଟଙ୍କୁ ନିର୍ମମ ହତ୍ୟା
ଅର୍ଗସ ବ୍ୟୁରୋ: ନିର୍ଯାତନା ଏ ଶବ୍ଦ କେବଳ ଭାରତ ଭିତରେ ସୀମିତ ନୁହେଁ। ଏ ଶବ୍ଦ ସାରା ବିଶ୍ବରେ ନାରୀ ସମାଜ ଉପରେ ପ୍ରଭାବ ପକାଉଛି। ପୁରୁଷ କେବଳ ନିଜର ସୀମିତ ସ୍ବାର୍ଥ ପାଇଁ ନାରୀର ସ୍ବପ୍ନକ
ସିଏମ୍ କିଷାନ
କାଲି ସମ୍ବଲପୁରରେ ସିଏମ୍ କିଷାନ ଯୋଜନାର ଶୁଭାରମ୍ଭ
ଭୁବନେଶ୍ୱର: ଗଣପର୍ବ ନୂଆଁଖାଇକୁ ନେଇ ଉତ୍ସବ ମୁଖର ସମଗ୍ର ପଶ୍ଚିମ ଓଡ଼ିଶା। ଇଷ୍ଟଦେବୀଙ୍କୁ ନବାନ୍ନ ଅର୍ପଣ ପରେ ନୁଆଁ ଖାଇବେ ଲୋକେ। କାଲି ସମ୍ବଲପୁରରେ ସିଏମ୍ କିଷାନ ଯୋଜନା
ଧର୍ମେନ୍ଦ୍ର
ତିନି ଦିନିଆ ଓଡ଼ିଶା ଗସ୍ତରେ ଧର୍ମେନ୍ଦ୍ର
ଭୁବନେଶ୍ୱର: ତିନି ଦିନିଆ ଓଡ଼ିଶା ଗସ୍ତରେ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ। ସନ୍ଧ୍ୟାରେ ଭୁବନେଶ୍ବରରେ ପହଞ୍ଚିଛନ୍ତି କେନ୍ଦ୍ରମନ୍ତ୍ରୀ। ଆଜି ଟ୍ରେନ୍ ଯୋଗ