ବଜେଟ ୨୦୨୪: ଦେଶରେ ଆଉ ୧୨ଟି ଇଣ୍ଡଷ୍ଟ୍ରିଆଲ ପାର୍କ ପ୍ରତିଷ୍ଠା
by Argus News
Tue, Jul 23 | 12:53 p.m.

ଅର୍ଗସ ବ୍ୟୁରୋ: ସାଂସଦରେ ବଜେଟ ଉପସ୍ଥାପନ କରିଛନ୍ତି ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ । ଏଥର ବଜେଟରେ ପୂର୍ବାଞ୍ଚଳ ରାଜ୍ୟର ବିକାଶ ପାଇଁ ଆରମ୍ଭ ହେବ ପୂର୍ବୋଦୟ । ପୂର୍ବାଞ୍ଚଳ ରାଜ୍ୟ ସହ ଆଉ ୫ଟି ରାଜ୍ୟ ସାମିଲ ହେବେ। ସ୍କିମରେ ସାମିଲ ହେବେ ଓଡ଼ିଶା, ବିହାର, ପଶ୍ଚିମବଙ୍ଗ, ଆନ୍ଧ୍ରପ୍ରଦେଶ । ଏହାସହ ଦେଶର ବିଭିନ୍ନ ସହରରେ ନିର୍ମାଣ ହେବ ୧୦୦ ଷ୍ଟ୍ରିଟ୍‌ଫୁଡ୍‌ ହବ୍‌ । ବଛା ବଛା ସହରରେ ୧୦୦ ଷ୍ଟ୍ରିଟ୍‌ଫୁଡ୍‌ ହବ୍‌ ଓ ହାଟ ନିର୍ମାଣ ହେବ । ସେପଟେ ଦେଶରେ ଆଉ ୧୨ଟି ଇଣ୍ଡଷ୍ଟ୍ରିଆଲ ପାର୍କ ପ୍ରତିଷ୍ଠା ହେବ । ଶିଳ୍ପ କାରଖାନାରେ କାର୍ଯ୍ୟରତ ଶ୍ରମିକଙ୍କ ପାଇଁ ବିଶେଷ ବ୍ୟବସ୍ଥା ହେବ । ପିପିପି ମୋଡ୍‌ରେ ନିର୍ମାଣ ହେବ ରେଣ୍ଟାଲ ହାଉସିଂ ବ୍ୟବସ୍ଥା । ଡର୍ମିଟୋରୀ ବ୍ୟବସ୍ଥା ରହିବ, ସୁବିଧାରେ ରହିପାରିବେ ଶ୍ରମିକ ।

ଅଧିକ ପଢ଼ନ୍ତୁ ଦେଶ ଖବର:

 

ନାବାଳକ
16m ago
୧୧ ବର୍ଷ ନାବାଳକର ମୃତ ଦେହ ଉଦ୍ଧାର, ବଳି ଦିଆଯାଇଥିବା ସନ୍ଦେହ
ବଲାଙ୍ଗୀର : ୧୧ ବର୍ଷର ନାବାଳକକୁ ବଳି । ଏଭଳି ସାଘାଂତିକ ଅଭିଯୋଗ ଆସିଛି ବଲାଙ୍ଗୀର ଜିଲ୍ଲା ଜଳପାକେର ଗାଁରୁ । ଘଟଣାକୁ ନେଇ ଉତ୍ତେଜନା ଦେଖାଦେଇଛି । ଅଭିଯୁକ୍ତକୁ ଗିରଫ ଦାବିରେ ଗ୍ରାମବାସ
CHOLESTEROL
43m ago
କୋଲେଷ୍ଟ୍ରଲ କମାଇବା ପାଇଁ କେଉଁ ରୁଟି ଖାଇବା?
ଅର୍ଗସ ବ୍ୟୁରୋ: ଆଜିକାଲି ସମସ୍ତେ ଖରାପ ଜୀବନଶୈଳୀ ହେତୁ ଅନେକ ପ୍ରକାରର ରୋଗରେ ପଡୁଛନ୍ତି । ଜୀବନଶୈଳୀ ସମ୍ବନ୍ଧୀୟ ରୋଗ ମଧ୍ୟରେ ମୋଟାପଣ ହେଉଛି ସବୁଠାରୁ ବଡ ସମସ୍ୟା ଯାହା ଅନ୍ୟ ବିପଜ୍ଜନ
ଥାନା ନିର୍ଯାତନା
43m ago
ଭରତପୁର ଥାନା ନିର୍ଯାତନା ଘଟଣାର ସମୀକ୍ଷା କରିଛନ୍ତି କମିଶନ
ଭୁବନେଶ୍ୱର: ଭରତପୁର ଥାନା ନିର୍ଯାତନା ଘଟଣାର ସମୀକ୍ଷା କରିଛନ୍ତି କମିଶନ । ଗୃହ ସଚିବ, ସ୍ବତନ୍ତ୍ର ସଚିବଙ୍କ ସହ କ୍ରାଇମବ୍ରାଞ୍ଚ୍ ଏଡିଜି ଓ ତଦନ୍ତକାରୀ ଅଧିକାରୀ ଯୋଗ ଦେଇଥିଲେ । ତଦନ୍