ମଧ୍ୟପ୍ରାଚ୍ୟରେ ଆଉ ଏକ ଯୁଦ୍ଧ ଆରମ୍ଭ, ତେଜିଲା ଇରାନ-ଇସ୍ରାଏଲ ଯୁଦ୍ଧ
by Argus News
Sun, Apr 14 | 10:06 a.m.

ଅର୍ଗସ ବ୍ୟୁରୋ:  ମଧ୍ୟପ୍ରାଚ୍ୟରେ ଆଉ ଏକ ଯୁଦ୍ଧ ଆରମ୍ଭ । ତେଜିଲା ଇରାନ-ଇସ୍ରାଏଲ ଯୁଦ୍ଧ ପରିସ୍ଥିତି । ଇସ୍ରାଏଲ ଉପରେ ଇରାନର ଆକ୍ରମଣ । ଏକ ସଙ୍ଗେ ଇରାନର ଡ୍ରୋନ ଓ ମିସାଇଲ ଆଟାକ ହୋଇଛି । ୨୦୦ରୁ ଅଧିକ ଡ୍ରୋନ ଓ ମିସାଇଲ ଆକ୍ରମଣ କରିଛି ଇରାନ୍ । ଇସ୍ରାଏଲ ସୀମାରେ ଇରାନର ସିଧା ଆକ୍ରମଣ ହୋଇଛି । ସମସ୍ତ ପ୍ରକାର ବିମାନ ଚଳାଚଳ ବନ୍ଦ କରିଛି ଇସ୍ରାଏଲ । ଏଭଳି ପରିସ୍ଥିତିରେ ୱାର କ୍ୟାବିନେଟ ଡାକିଛନ୍ତି ଇସ୍ରାଏଲ ପ୍ରଧାନମନ୍ତ୍ରୀ । ଇସ୍ରାଏଲ ଉପରେ ଇରାନର ୨୦୦ କ୍ଷେପଣାସ୍ତ୍ର ଓ ଡ୍ରୋନ ଆକ୍ରମଣ ପରେ ଆମେରିକା ରାଷ୍ଟ୍ରପତିଙ୍କ ସହ ଫୋନରେ କଥା ହେଲେ ଇସ୍ରାଏଲ ପ୍ରଧାନମନ୍ତ୍ରୀ ବେଞ୍ଜାମିନ ନେତାନ୍ୟାହୁ ।

ଅଧିକ ପଢ଼ନ୍ତୁ ବିଦେଶ ଖବର:

HEALTH
8m ago
୪୧ ଔଷଧର ବଦଳିଲା ମୂଲ୍ୟ
ଅର୍ଗସ ବ୍ୟୁରୋ: ମଧୁମେହ, ଶରୀରର ଯନ୍ତ୍ରଣା, ହୃଦ୍‌ରୋଗ, ଯକୃତ ସମସ୍ୟା, ଆଣ୍ଟାସିଡ୍‌, ସଂକ୍ରମଣ, ଏବଂ ଆଲର୍ଜି, ମଲ୍ଟିଭାଇଟାମିନ୍ ଏବଂ ଆଣ୍ଟିବାୟୋଟିକ୍ ପରିନ କେତକ ଔଷଧର ମୂଲ୍
ଖଲ୍ଲିକୋଟ
47m ago
ଖଲ୍ଲିକୋଟ ରାଜନୈତିକ ହିଂସା ହତ୍ୟାକାଣ୍ଡ ଘଟଣାରେ କାର୍ଯ୍ୟାନୁଷ୍ଠାନ କେବେ ?
ବ୍ରହ୍ମପୁର: କାହା ଚାପରେ ଚୁପ ଗଞ୍ଜାମ ପୋଲିସ । ଖଲ୍ଲିକୋଟ ରାଜନୈତିକ ହିଂସା ହତ୍ୟାକାଣ୍ଡ ଘଟଣାରେ କାର୍ଯ୍ୟାନୁଷ୍ଠାନ କେବେ । ବିଜେପିର ଅଭିଯୋଗ ପରେ ବି ଚୁପ ବସିଛି ପୋଲିସ
ନୋଟ୍ ବଣ୍ଟା
53m ago
ହାରିବା ଭୟରେ ବିଜେଡିର ଟଙ୍କା ବଣ୍ଟା ଅଭିଯାନ
ସମ୍ବଲପୁର: ଅର୍ଗସ ହାତରେ ଲାଗିଲା ପୁଣି ଏକ ଏକ୍ସକ୍ଲୁସିଭ୍ ଭିଯୁଆଲ । 500 ଟଙ୍କିଆ ନୋଟ୍ ବଣ୍ଟା ହେବା ବେଳେ ଛିଡୁ ନାହିଁ ଭାଗ । କିଏ କେତେ ନେବ ତାକୁ ନେଇ ଚାଲିଥିଲା ଯୁକ୍ତି