ତେଲେଙ୍ଗାନା କଂଗ୍ରେସ ଅଧ୍ୟକ୍ଷଙ୍କୁ ଭେଟି ଶୁଭେଚ୍ଛା ଜଣାଇବା ମହଙ୍ଗା ପଡ଼ିଲା
by Argus News
Sun, Dec 03 | 7:51 p.m.

ଅର୍ଗସ ବ୍ୟୁରୋ: ତେଲେଙ୍ଗାନାରେ କଂଗ୍ରେସ ବାଜିମାତ କରିଛି। ଏହାରି ଭିତରେ ନିର୍ବାଚନ ଆୟୋଗ ଏକ ବଡ଼ ପଦକ୍ଷେପ ଗ୍ରହଣ କରିଛନ୍ତି। ହାଇଦ୍ରାବାଦରେ ତେଲେଙ୍ଗାନା କଂଗ୍ରେସ ମୁଖ୍ୟ ରେବାନ୍ଥ ରେଡ୍ଡିଙ୍କୁ ଭେଟି ତାଙ୍କୁ ଶୁଭେଚ୍ଛା ଜଣାଇବା ଡିଜିପି ଅଞ୍ଜନି କୁମାରଙ୍କୁ ମହଙ୍ଗା ପଡ଼ିଛି। ନିର୍ବାଚନ ଆୟୋଗ ରବିବାର ତାଙ୍କୁ ସସପେଣ୍ଡ କରିଛନ୍ତି। ନିର୍ବାଚନ ଆଚରଣ ସଂହିତା ଉଲ୍ଲଘଂନ କରିବା ଅଭିଯୋଗ ପରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛନ୍ତି। 

 

ତେଲେଙ୍ଗାନା ଡିଜିପି ଅଞ୍ଜନି କୁମାର, ପୋଲିସ ନୋଡାଲ ଅଫିସର ସଞ୍ଜୟ ଜୈନ ଓ ଅନ୍ୟଜଣେ ହାଇଦ୍ରାବାଦରେ ତେଲେଙ୍ଗାନା କଂଗ୍ରେସ ମୁଖ୍ୟ ରେବାନ୍ଥ ରେଡ୍ଡିଙ୍କୁ ଭେଟିଥିଲେ। ଏହି ସମୟରେ ପୋଲିସ ଡିଜିପି ଫୁଲତୋଡ଼ା ଦେଇ କଂଗ୍ରେସ ଅଧ୍ୟକ୍ଷଙ୍କୁ ଶୁଭେଚ୍ଛା ଜଣାଇଥିଲେ। ଏହାପରେ ରବିବାର ସନ୍ଧ୍ୟାରେ ଭାରତୀୟ ନିର୍ବାଚନ ଆୟୋଗ ଆଦର୍ଶ ଆଚରଣ ବିଧି ଓ ନିୟମ ଉଲ୍ଲଘଂନ ପାଇଁ ତେଲେଙ୍ଗାନା ପୋଲିସ ଡିଜିପିଙ୍କୁ ନିଲମ୍ବିତ କରିଛନ୍ତି। 

ଅଧିକ ପଢ଼ନ୍ତୁ ରାଜନୀତି ଖବର 
 

ସିଏମ୍ କିଷାନ
କାଲି ସମ୍ବଲପୁରରେ ସିଏମ୍ କିଷାନ ଯୋଜନାର ଶୁଭାରମ୍ଭ
ଭୁବନେଶ୍ୱର: ଗଣପର୍ବ ନୂଆଁଖାଇକୁ ନେଇ ଉତ୍ସବ ମୁଖର ସମଗ୍ର ପଶ୍ଚିମ ଓଡ଼ିଶା। ଇଷ୍ଟଦେବୀଙ୍କୁ ନବାନ୍ନ ଅର୍ପଣ ପରେ ନୁଆଁ ଖାଇବେ ଲୋକେ। କାଲି ସମ୍ବଲପୁରରେ ସିଏମ୍ କିଷାନ ଯୋଜନା
ଧର୍ମେନ୍ଦ୍ର
ତିନି ଦିନିଆ ଓଡ଼ିଶା ଗସ୍ତରେ ଧର୍ମେନ୍ଦ୍ର
ଭୁବନେଶ୍ୱର: ତିନି ଦିନିଆ ଓଡ଼ିଶା ଗସ୍ତରେ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ। ସନ୍ଧ୍ୟାରେ ଭୁବନେଶ୍ବରରେ ପହଞ୍ଚିଛନ୍ତି କେନ୍ଦ୍ରମନ୍ତ୍ରୀ। ଆଜି ଟ୍ରେନ୍ ଯୋଗ
ମହିଳା ଲାଭାର୍ଥୀ
ଓଡିଶା ଇତିହାସର ଗୋଟିଏ ଯୋଜନାରେ ସବୁଠୁ ଅଧିକ ମହିଳା ଲାଭାର୍ଥୀ
ଭୁବନେଶ୍ୱର: ସୁଭଦ୍ରା, ଓଡ଼ିଶା ଇତିହାସରେ ଗୋଟିଏ ଯୋଜନାରେ ସର୍ବାଧିକ ମହିଳା ଲାଭାର୍ଥୀ । ସାରା ରାଜ୍ୟରେ ଉଛୁଳା ଉତ୍ସାହ । ସୁଭଦ୍ରା ରଥର ଉଦଘାଟନ କଲେ ମୁଖ୍ୟମନ୍ତ୍ରୀ, କହିଲେ