ନକ୍ସଲଙ୍କ ହିଂସାକାଣ୍ଡରେ ଜଣେ ଆଇଟିବିପି ଯବାନ ଶହୀଦ
by Argus News
Fri, Nov 17 | 9:32 p.m.

ଅର୍ଗସ ବ୍ୟୁରୋ : ଛତିଶଗଡରେ ଦ୍ୱିତୀୟ ପର୍ଯ୍ୟାୟରେ ନିର୍ବାଚନ ପାଇଁ ମତଦାନ ଚାଲିଥିବା ବେଳେ ନକ୍ସଲମାନେ ଶୁକ୍ରବାର ଛତିଶଗଡର ଧାମଟାରୀ ଠାରେ ଆଇଡି ବିସ୍ଫୋରଣ କରିଛନ୍ତି । ବିସ୍ଫୋରଣ ସମୟରେ ବାଇକରେ ଯାଉଥିବା ଦୁଇଜଣ ସିଆରପିଏଫ ଯବାନଙ୍କ ମଧ୍ୟରୁ ଜଣେ ସହିଦ ହୋଇଥିବା ବେଳେ ଆଉ ଜଣେ ଆହତ ହୋଇଥିବା ସୂଚନା ମିଳିଛି । ଆଇଡି ବିସ୍ଫୋରଣରେ ଜଣେ ଯବାନ ଶହୀଦ ହୋଇଛନ୍ତି । 

ଅଧିକ ପଢନ୍ତୁ : ଛତିଶଗଡ଼ ବିଧାନସଭା ପାଇଁ ଦ୍ବିତୀୟ ପର୍ଯ୍ୟାୟ ମତଦାନ ଜାରି

ଭୋଟ ଗ୍ରହଣ ଶେଷ ହେବା ପରେ ସୁରକ୍ଷା ଦାୟିତ୍ବରେ ଥିବା ଏହି ଯବାନ ଫେରୁଥିବା ସମୟରେ ଗୋବରା ନିକଟରେ ନକ୍ସଲମାନେ ସେମାନଙ୍କୁ ଆକ୍ରମଣ କରିଥିଲେ । ଆହତ ଆଇଟିବିପି ଯବାନଙ୍କୁ ସଙ୍ଗେ ସଙ୍ଗେ ଗରିୟାବନ୍ଦ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା । ତେବେ ଚିକିତ୍ସାଧୀନ ଅବସ୍ଥାରେ ଯବାନଙ୍କର ମୃତ୍ୟୁ ଘଟିଥିବା ଜଣାପଡ଼ିଛି ।
 

ମୃତ୍ୟୁ
ଗାଁ ନାଳରେ ବୁଡି ୨ଭଉଣୀଙ୍କ ମୃତ୍ୟୁ
ଯାଜପୁର: ଗାଁ ନାଳରେ ବୁଡି ସମ୍ପର୍କୀୟ ୨ଭଉଣୀଙ୍କ ମୃତ୍ୟୁ । ଯାଜପୁର ଜିଲ୍ଲା ବିଂଝାରପୁର ବ୍ଲକ ଅଳକୁଣ୍ଡ ଥାନା ଅନ୍ତର୍ଗତ ରାହାସ ଗୁହାଳି ଗାଁ ହନୁମନ୍ତିଆ ଗଣ୍ଡରେ ଘଟିଛି ଏଭଳି ଅଘଟଣ
ଚୁଆପାଣି
ଲୋକଙ୍କ ଶୋଷ ମେଣ୍ଟାଉଛି ଚୁଆପାଣି
ସମ୍ବଲପୁର: ୨୫ ବର୍ଷର ଅପାରଗତାର ନମୁନା । ରେଢ଼ାଖୋଲ ଗୋପାଳପୁର ଗାଁରେ ପଡ଼ିନି ବିକାଶର ପାଦଚିହ୍ନ । ପକ୍କା ଘର ଦିବା ସ୍ବପ୍ନ, ନାହିଁ ସବୁଦିନିଆ ରାସ୍ତା । ଚୁଆ ପାଣିରେ ମେଣ୍ଟୁଛ
ଟେନସନ
ବିଜେପି ତୁଙ୍ଗ ନେତାଙ୍କ ଘନ ଘନ ଆକ୍ରମଣ ବଢ଼ାଇଛି ବିଜେଡିର ଟେନସନ
ଭୁବନେଶ୍ୱର: ତୃତୀୟ ପର୍ଯ୍ୟାୟ ନିର୍ବାଚନ ପୂର୍ବରୁ ଓଡ଼ିଶା ଆସିବେ ଆହୁରି ଅନେକ କେନ୍ଦ୍ରୀୟ ନେତା । 23ରେ ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ, ବିଜେପି ରାଷ୍ଟ୍ରୀ