ସେନା ଗାଡ଼ି ଓଲଟି 3 BSF ଯବାନ ସହିଦ, 32 ଯବାନ ଆହତ
by Argus News
Fri, Sep 20 | 9:20 p.m.

ଅର୍ଗସ ବ୍ୟୁରୋ: ଜମ୍ମୁ କାଶ୍ମୀରରେ ବଡ଼ ଦୁର୍ଘଟଣା । ବଡ଼ଗାମରେ ସେନା ଗାଡ଼ି ଓଲଟି ପଡ଼ିବାରୁ 3 ଜଣ BSF ଯବାନ ସହିଦ ହେବା ସହ 32 ଯବାନ ଆହତ ହୋଇଛନ୍ତି । ଦୁର୍ଘଟଣା ପରେ ତୁରନ୍ତ 6 ଗୁରୁତରଙ୍କ ସମେତ ସମସ୍ତ ଆହତଙ୍କୁ ସ୍ଥାନୀୟ ବଡ଼ଗାମ ହସପିଟାଲ ଏବଂ SDH ଖାନ ହସପିଟାଲରେ ଭର୍ତ୍ତି କରାଯାଇଛି ।   

ରାଜ୍ୟରେ ଦ୍ବିତୀୟ ପର୍ଯ୍ୟାୟ ନିର୍ବାଚନରେ ସୁରକ୍ଷା ଦାୟିତ୍ବରେ ନିୟୋଜିତ ଥିଲେ ଯବାନ ।  ବଡ଼ଗାମର ବ୍ରେଲ୍ ୱାଟର ହେଲ ଅଞ୍ଚଳରେ 4 ଶହ ଫୁଟ ଖାଇକୁ ଖସି ପଡ଼ିଥିଲା ବସ । ଦୁର୍ଘଟଣାଗ୍ରସ୍ତ ବସରେ ମୋଟ 35 ଜଣ ଯବାନ ଥିଲେ ।  

 

ପଞ୍ଚାୟତ ସମିତି
ରୋଷଣୀ କରି ଆସିଲେ ତିର୍ତ୍ତୋଲ ବିଜେଡ଼ି ବିଧାୟକ ରମାକାନ୍ତ ଭୋଇ
ଜଗତସିଂହପୁର: ପଞ୍ଚାୟତ ସମିତି ବୈଠକକୁ ରୋଷଣୀ କରି ଆସିଲେ ତିର୍ତ୍ତୋଲ ବିଜେଡ଼ି ବିଧାୟକ ରମାକାନ୍ତ ଭୋଇ । ତିର୍ତ୍ତୋଲ ବ୍ଲକ ସମ୍ମିଳନୀ କକ୍ଷରେ ଚତୁର୍ଥ ପଞ୍ଚାୟତ ସମିତି ସାଧାର
TUMBBAD
Tumbbad: 2018ରେ ଯେତିକି କମେଇ ଥିଲା ତା ଠୁ ଅଧିକ ରି-ରିଲିଜ୍ ରେ କମେଇ ସାରିଲାଣି
ଅର୍ଗସ ବ୍ୟୁରୋ: Tumbbad । ଏହି ଫିଲ୍ମର ନାଁ ଶୁଣିବା ମାତ୍ରେ ସମସ୍ତଙ୍କ ମୁହଁରେ ଗୋଟିଏ କଥା । ମୁଭି ଟା ମାଷ୍ଟରପିସ୍ । ପୁରା ପୈସା ଅସୁଲ୍ । ଯିଏ ଥରେ ଦେଖିଛି ସିଏ ବାରମ୍ବାର ଦେଖିବାକ
ACCIDENT
ସେନା ଗାଡ଼ି ଓଲଟି 3 BSF ଯବାନ ସହିଦ, 32 ଯବାନ ଆହତ
ଅର୍ଗସ ବ୍ୟୁରୋ: ଜମ୍ମୁ କାଶ୍ମୀରରେ ବଡ଼ ଦୁର୍ଘଟଣା । ବଡ଼ଗାମରେ ସେନା ଗାଡ଼ି ଓଲଟି ପଡ଼ିବାରୁ 3 ଜଣ BSF ଯବାନ ସହିଦ ହେବା ସହ 32 ଯବାନ ଆହତ ହୋଇଛନ୍ତି । ଦୁର୍ଘଟଣା ପରେ ତୁରନ୍ତ 6