ଧରାପୃଷ୍ଠରୁ ମେଲାଣି ନେବେ ଜଗତ ଜନନୀ ମା' ଦୁର୍ଗା
by Argus News
Mon, Oct 14 | 7:41 a.m.

ଅର୍ଗସ ବ୍ୟୁରୋ:  ସରିଛି ଦୁର୍ଗା ପୂଜା ଧରାପୃଷ୍ଠରୁ ମେଲାଣି ନେବେ ଜଗତ ଜନନୀ ମା ଦୁର୍ଗା । କଟକରେ  170 ରୁ ଉର୍ଦ୍ଧ୍ବ ମେଢ଼ ଆଜି ବିସର୍ଜନ ହେବେ । ସେଥିପାଇଁ ଦେବା ଗଡାରେ ସମସ୍ତ ବେବସ୍ଥା କରାଯାଇଛି। ତେବେ ମାଆଙ୍କ ବିସର୍ଜନ ପାଇଁ କଟକ ମହାନଗର ନିଗମ ପକ୍ଷରୁ ଦେବୀଗଡାରେ 3ଟି ଅସ୍ଥାୟୀ ପୋଖରୀ ନିର୍ମାଣ ହୋଇଛି। ଯେଉଟି ମାଆଙ୍କୁ ବିସର୍ଜନ କରାଯିବ । ଏହାଛଡ଼ା ପରିମଳ ଦୃଷ୍ଟିକୋଣରୁ ସବୁ ଯୋଜନା ହାତକୁ ମଧ୍ୟ ନିଆଯାଇଥିବା କହିଛନ୍ତି ମେୟର। ରାସ୍ତା ଘାଟଠାରୁ ଆରମ୍ଭ କରି ପରିମଳ, ଦେବୀଗଡା ସଫେଇ ଅଲୋକି କରଣ ବ୍ୟବସ୍ଥା ହୋଇଛି। ସେପଟେ ଭାଷଣୀ ଶୋଭାଯାତ୍ରାକୁ ଶାନ୍ତି ଶୃଙ୍ଖଳାରେ ସରିବା ପାଇଁ କମିଶନରେଟ ପୋଲିସ ପକ୍ଷରୁ ବ୍ୟାପକ ବ୍ୟବସ୍ଥା କରାଯାଇଛି ଶୋଭାଯାତ୍ର ବେଳେ  70 ପ୍ଲାଟୁନ ପୋଲିସ ଫୋର୍ସ ସହ 35 ଟି ଏଡ ପୋଷ୍ଟ କରଯାଇଛି।

ଅଧିକ ପଢ଼ନ୍ତୁ ଓଡିଶା ଖବର:
 

ଗ୍ୟାସ ସିଲିଣ୍ଡର
ଗ୍ୟାସ ସିଲିଣ୍ଡର ବିସ୍ଫୋରଣ: ୬ ମୃତ
ଅର୍ଗସ ବ୍ୟୁରୋ: ଉତ୍ତର ପ୍ରଦେଶ ସିକନ୍ଦରାବାଦର ଆଶାପୁରୀ କଲୋନୀରେ ଏକ ଘରେ ଘଟିଥିବା ସିଲିଣ୍ଡର ବିସ୍ଫୋରଣରେ ଅତି କମରେ ୬ଜଣଙ୍କର ମୃତ୍ୟୁ ଘଟିଛି। ବୁଲନ୍ଦସହର ଜିଲା ମାଜିଷ୍ଟ୍ରେଟ ଏଏନଆ
ବେଙ୍ଗାଲୁରୁରେ ନିର୍ମାଣ
ବେଙ୍ଗାଲୁରୁରେ ନିର୍ମାଣାଧୀନ କୋଠା ଭୁଶୁଡ଼ିଲା: ଜଣେ ମୃତ
ଅର୍ଗସ ବ୍ୟୁରୋ: ବେଙ୍ଗାଲୁରୁରେ ଗତ କିଛି ଦିନ ହେଲା ପ୍ରବଳ ବର୍ଷା ଜାରି ରହିଛି । ଏଥିପାଇଁ ଜନଜୀବନ ପ୍ରଭାବିତ ହୋଇଛି । ପ୍ରବଳ ବର୍ଷା ଯୋଗୁଁ ସହରରେ ଏକ ନିର୍ମାଣାଧୀନ ବହୁତଳ କୋଠା ଭୁଶୁଡ଼
AUSTRALIA
ଅଷ୍ଟ୍ରେଲିଆରେ କେନ୍ଦ୍ରମନ୍ତ୍ରୀଙ୍କୁ ଭବ୍ୟ ସ୍ୱାଗତ
ଅର୍ଗସ ବ୍ୟୁରୋ: ଅଷ୍ଟ୍ରେଲିଆରେ ପହଞ୍ଚିଲେ କେନ୍ଦ୍ର ଶିକ୍ଷାମନ୍ତ୍ରୀ । ଗତ ଦୁଇ ଦିନ ଧରି ସିଙ୍ଗାପୁରରେ ସମସ୍ତ ସରକାରୀ କାର୍ଯ୍ୟକ୍ରମରେ ଯୋଗଦେବା ପରେ ଆଜି ଅଷ୍ଟ୍ରେଲିଆର ମେଲବର୍ଣ୍ଣର