ବ୍ରିଜ ତଳକୁ ଖସିଲା ବସ୍ : ୪ ମୃତ, ଅନେକ ଆହତ
by Argus News
Mon, Apr 15 | 9:46 p.m.

ଅର୍ଗସ ବ୍ୟୁରୋ : ବ୍ରିଜ ତଳକୁ ଖସିଲା । ବସଯାଜପୁର କୁଆଖିଆ ନିକଟରେ ଓଲଟିଲା ଯାତ୍ରୀବାହୀ ବସ୍ । ଭାରସାମ୍ୟ ଓଭର ବ୍ରିଜ ତଳକୁ ଖସିପଡିଲା ବସ୍ । ବାରବାଟୀ ପୋଲରେ ଭାରସାମ୍ୟ ହରାଇ ଓଲଟିପଡିଲା ବସ୍ । ଯାତ୍ରୀଙ୍କୁ ନେଇ ପୁରୀରୁ କୋଲକାତା ଯିବା ବେଳେ ଏଭଳି ଅଘଟଣ ଘଟିଛି । 

ଅଧିକ ପଢନ୍ତୁ ଓଡ଼ିଶା ଖବର

ବସରେ ୫୦ରୁ ୬୦ ଯାତ୍ରୀ ରହିଥିବା ବେଳେ ୪୦ ଯାତ୍ରୀ ଆହତ ହୋଇଥିବା ବେଳେ ୪ଜଣଙ୍କ ମୃତ୍ୟୁ ହୋଇଛି । ସେମାନଙ୍କ ମଧ୍ୟରୁ ୨୫ ଜଣଙ୍କୁ କଟକ ବଡ଼ ମେଡିକାଲକୁ ସ୍ଥାନାନ୍ତର କରାଯାଇଛି । ୫ ଜଣଙ୍କ ଅବସ୍ଥା ଗୁରୁତର ଥିବା କୁହାଯାଇଛି । କିଛି ଯାତ୍ରୀ ବସ ତଳେ ଚାପି ହୋଇ ରହିଥିବା ସୂଚନା । ଆହତ ଯାତ୍ରୀଙ୍କୁ ଉଦ୍ଧାର କରାଯାଇ ନିକଟସ୍ଥ ହସ୍ପିଟାଲରେ ଭର୍ତ୍ତି କରାଯାଇଛି । ଅଗ୍ନିଶମବାହିନୀ ଘଟଣାସ୍ଥଳରେ ପହଞ୍ଚି ଉଦ୍ଧାର କାର୍ଯ୍ୟକୁ ତ୍ୱରାନ୍ୱିତ କରିଛନ୍ତି ।

PM
ମୁଁ ଏହି କୁନି ପିଲା ଦୁଇଜଣଙ୍କ ବଡ଼ ପ୍ରଶଂସକ ପାଲଟି ଯାଇଛି : ପ୍ରଧାନମନ୍ତ୍ରୀ
ଅର୍ଗସ ବ୍ୟୁରୋ : ପୁଣି ଚର୍ଚ୍ଚାରେ ପ୍ରଧାନମନ୍ତ୍ରୀ । ସବୁବେଳେ ଚର୍ଚ୍ଚା ରହି ଆସିଛନ୍ତି ଆମ ପ୍ରଧାନମନ୍ତ୍ରୀ । ଆମେ ଆଜି କୋହୁଛି କୁନି ପ୍ରଧାନମନ୍ତ୍ରୀଙ୍କ କଥା । ଆଉ ଏହି କୁନ
MODI
ଆଜି ୟୁପିର ଲାଲଗଞ୍ଜ, ଭଦହୀ, ଜୈନପୁର ଓ ଆଜମଗଡ଼ରେ ମୋଦିଙ୍କ ମାରାଥନ ପ୍ରଚାର
ଅର୍ଗସ ବ୍ୟୁରୋ : ଉତ୍ତର ପ୍ରଦେଶର ମୋଦିଙ୍କ ମାରାଥନ ପ୍ରଚାର । ଆଜି ୟୁପିର ଲାଲଗଞ୍ଜ, ଭଦହୀ, ଜୈନପୁର ଓ ଆଜମଗଡ଼ରେ ନିର୍ବାଚନୀ ଜନସଭାରୁ ବିରୋଧୀ ସମାଜବାଦୀ ପାର୍ଟି ସମେତ ଇଣ୍ଡି ମେଣ୍
AMIT SHAH
'ଓଡ଼ିଶାରେ ଚାଲିଛି ଠେଲା ସରକାର '
ଅର୍ଗସ ବ୍ୟୁରୋ : ଓଡ଼ିଶା ଆସିଲେ, ନବୀନଙ୍କ ଉପରେ ବର୍ଷିଲେ । କେନ୍ଦ୍ରୀୟ ଯୋଜନାର ହିସାବ ଦେଲେ, ରାଜ୍ୟର ପାରିବାପଣିଆ ଦେଖାଇଦେଲେ । ରାଜ୍ୟରେ ପ୍ରଥମ ପର୍ଯ୍ୟାୟ ନିର୍ବାଚନ ସରିବା ପର