ଯାଜପୁର ଜିଲ୍ଲା ଛାତ୍ର ବିଜେଡି ସଭାପତି ସୋମ୍ୟ ପ୍ରକାଶ ବିଶ୍ୱାଳ ଗିରଫ
by Argus News
Wed, Aug 07 | 4:31 p.m.

ଯାଜପୁର: ଗିରଫ ହେଲେ ଯାଜପୁର ଜିଲ୍ଲା ଛାତ୍ର ବିଜେଡି ସଭାପତି ସୋମ୍ୟ ପ୍ରକାଶ ବିଶ୍ୱାଳ । ସୋସିଆଲ ମିଡିଆରେ ବିଧାୟକଙ୍କ ସମର୍ଥକଙ୍କ ବିରୋଧରେ ଅଶ୍ଳୀଳ ମନ୍ତବ୍ୟ ଦେଇ ଗିରଫ ହୋଇଥିବା ସୂଚନା ରହିଛି । ସୋମ୍ୟ ସୋସିଆଲ ମିଡ଼ିଆରେ ବିଧାୟକଙ୍କ ସମର୍ଥକଙ୍କ ବିରୁଦ୍ଧରେ ଅଶ୍ଳୀଳ ମନ୍ତବ୍ୟ ପୋଷ୍ଟ  କରିଥିବା ନେଇ ଥାନାରେ ଅଭିଯୋଗ ହୋଇଥିଲା । 

ଏନେଇ ପୁଲିସ ଏକ ମାମଲା ରୁଜୁ କରି ତଦନ୍ତ କରିବା ସହ ଆଜି ସକାଳେ ଧର୍ମଶାଳା  ଥାନା  ବଡ଼ ମଙ୍ଗଳପୁର ସ୍ଥିତ ତାଙ୍କ ଘରୁ ଉଠାଇ ଆଣି ଥାନାରେ ଅଟକ ରଖି ପଚରା ଉଚରା ପରେ ତାଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଥିବା  ଧର୍ମଶାଳା ଥାନା ଅଧିକାରୀ ସୂଚନା ଦେଇଛନ୍ତି । 

ଆହୁରି ପଢନ୍ତୁ ଓଡିଶା ଖବର...
 

HOROSCOPE
21m ago
ଆଜି ଦିନଟି କେମିତି କଟିବ ଦେଖନ୍ତୁ...
ଅର୍ଗସ ବ୍ୟୁରୋ: ଆଜି କେମିତି କଟିବ ଆପଣଙ୍କ ଦିନ । କଣ କହୁଛି ଆପଣଙ୍କ ରାଶିଫଳ ପଢନ୍ତୁ... ମେଷ- ଘର ପାଇଁ କିଛି ଆସବାବ କ୍ରୟ କରି ପାରନ୍ତି । ଆପଣଙ୍କ କଥାକୁ ଲୋକ
ଶପଥ ନେବେ ଅତିଶୀ
26m ago
ଆଜି ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେବେ ଆମ ଆଦମୀ ପାର୍ଟୀର ନେତ୍ରୀ ଅତିଶୀ
ଅର୍ଗସ ବ୍ୟୁରୋ: ଆଜି ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେବେ ଆମ ଆଦମୀ ପାର୍ଟୀର ନେତ୍ରୀ ଅତିଶୀ। ଶୁକ୍ରବାର ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ତାଙ୍କ ସରକାର ଗଢ଼ିବା ପ୍ରସ୍ତାବକୁ ସ୍ବୀକା
ଆମେରିକା ଗସ୍ତ
ବାର୍ଷିକ କ୍ବାଡ୍ ସମ୍ମିଳନୀରେ ଯୋଗ ଦେବେ ପିଏମ ମୋଦି
ଅର୍ଗସ ବ୍ୟୁରୋ: ତିନି ଦିନିଆ ଆମେରିକା ଗସ୍ତରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ବାର୍ଷିକ କ୍ବାଡ୍ ସମ୍ମିଳନୀରେ ଯୋଗ ଦେବେ ପିଏମ ମୋଦି। ଏଥି ସହ ପ୍ରଧାନମନ୍ତ୍ରୀଙ୍କ ଏଜେଣ୍ଡାରେ ରହିଛି ଅନେ