ଆସିଲା ରାୟ, ୧୭ ଜଣଙ୍କୁ ଆଜୀବନ କାରାଦଣ୍ଡାଦେଶ
by Argus News
Thu, Nov 16 | 6:36 p.m.

ଅର୍ଗସ ବ୍ୟୁରୋ : ଦମ୍ପତିଙ୍କୁ ପୋଡ଼ି ହତ୍ୟା କରିଥିବା ୧୭ ଜଣ ଦୋଷୀଙ୍କୁ ଆଜୀବନ ଜେଲ୍‌ । ଯାଜପୁର ରୋଡରେ ଘଟିଥିବା  ଲୋମଟାଙ୍କୁରା ଘଟଣାରେ ରାୟ ପ୍ରକାଶ ପାଇଛି । ୨୦୨୦ ଯାଜପୁର ରୋଡ ଅଞ୍ଚଳରେ ଦମ୍ପତିଙ୍କୁ ପୋଡ଼ି ମାରିବା ଘଟଣାର ରାୟ ଶୁଣାଇଛନ୍ତି ଅତିରିକ୍ତ ଜିଲ୍ଲା ଦୌରାଜଜ୍ । 

ଅଧିକ ପଢନ୍ତୁ ଓଡ଼ିଶା ଖବର

୧୭ ଜଣଙ୍କୁ ଆଜୀବନ କାରାଦଣ୍ଡାଦେଶ ନେଇ କୋର୍ଟଙ୍କ ନିର୍ଦ୍ଦେଶ । ସମସ୍ତ ଅଭିଯୁକ୍ତଙ୍କୁ ୧୦ ହଜାର ଟଙ୍କା ଲେଖାଏଁ ଜରିମାନା ଦେବାକୁ ନିର୍ଦ୍ଦେଶ ଦେଇଛନ୍ତି ଅତିରିକ୍ତ ଜିଲ୍ଲା ଦୌରା ଜଜ୍ । ଗୁଣି ଗାରେଡି ସନ୍ଦେହରେ ଦମ୍ପତିଙ୍କୁ କରିଥିଲେ ହତ୍ୟା । ୩ ବର୍ଷ ତଳେ କଳିଙ୍ଗନଗର ଥାନା ସୁରେଇସାଇରେ ଘଟିଥିଲା ଏଭଳି ଜଘନ୍ୟ ହତ୍ୟାକାଣ୍ଡ ।
 

ଉଚ୍ଚ ଜୁଆର
12m ago
ଉଚ୍ଚ ଜୁଆର ମାଡ଼ରେ ଭାଙ୍ଗିଲା ମତ୍ସ୍ୟଜୀବୀଙ୍କ ଆଶ୍ରୟସ୍ଥଳ
ଅର୍ଗସ ବ୍ୟୁରୋ: ଗଞ୍ଜାମରେ ଅଶାନ୍ତ ସମୁଦ୍ର। ଉଚ୍ଚ ଜୁଆର ମାଡ଼ରେ ଭାଙ୍ଗିଲା ମତ୍ସ୍ୟଜୀବୀଙ୍କ ଆଶ୍ରୟସ୍ଥଳ। ଗଞ୍ଜାମ ଜିଲ୍ଲା ଆର୍ଯ୍ୟପଲ୍ଲୀ ସମୁଦ୍ରରେ ଏଭଳି ଦୃଶ୍ୟ ଦେଖିବାକୁ ମିଳିଛି
ରାଇବଣିଆ ଅଞ୍ଚଳରେ
16m ago
ରାଇବଣିଆ ଅଞ୍ଚଳରେ ୭୦ ଟିକିଆ ଝାଡ଼ଖଣ୍ଡି ହାତୀପଲଙ୍କ ଉପଦ୍ରବ
ଅର୍ଗସ ବ୍ୟୁରୋ: ବାଲେଶ୍ବର ଜିଲ୍ଲା ଜଳେଶ୍ଵର ବ୍ଲକ ରାଇବଣିଆ ଅଞ୍ଚଳରେ ୭୦ ଟିକିଆ ଝାଡ଼ଖଣ୍ଡି ହାତି ପଲର ଉପଦ୍ରବ। ଲୋକେ ଭୟଭୀତ ଅଛନ୍ତି। ସୂଚନା ଅନୁଯାୟୀ ଗତକାଲି ରାତିରେ ରାଇବଣିଆର ଲୁହାପଡ
ଆଜିଠାରୁ ଏକମାସ
ଆଜିଠାରୁ ଏକମାସ ଧରି କାର୍ତ୍ତିକ ବ୍ରତ ପାଳନ କରିବେ ହବିଷ୍ୟାଳି
ଅର୍ଗସ ବ୍ୟୁରୋ: ଆଜିଠାରୁ ଆରମ୍ଭ ହୋଇଛି କାର୍ତ୍ତିକ ବ୍ରତ। 12 ମାସ ମଧ୍ୟରୁ ଧର୍ମ ଓ ପୂଣ୍ୟର ମାସ ହେଉଛି କାର୍ତ୍ତିକ ମାସ। ଏଥିପାଇଁ ଶ୍ରୀକ୍ଷେତ୍ର ସମ୍ପୂର୍ଣ୍ଣ ଚଳଚଞ୍ଚଳ ହୋଇଛି। ସକାଳ