ଜମ୍ମୁ କଶ୍ମୀର ସେନା ଆକ୍ରମଣରେ ୫ ଆତଙ୍କବାଦୀ ନିହତ
by Argus News
Fri, Nov 17 | 3:11 p.m.

ଅର୍ଗସ ବ୍ୟୁରୋ : ଜମ୍ମୁ କାଶ୍ମୀରର କୁଲଗାମରେ ସୁରକ୍ଷା ବାହିନୀଙ୍କୁ ବଡ ସଫଳତା । ଗୁଳିବିନିମୟରେ ଲସ୍କର-ଏ-ତୈବା’ର ୫ ଜଣ ଆତଙ୍କବାଦୀ ନିପାତ । ଜମ୍ମୁ ଓ କଶ୍ମୀର ଅନ୍ତର୍ଗତ କୁଲଗାମରେ ଚାଲିଥିବା ଗୁଳିବିନିମୟ ଦ୍ଵିତୀୟ ଦିନରେ ପହଞ୍ଚିଛି । ଭାରତୀୟ ସେନାର ନିରାପତ୍ତା ବଳର ଏନକାଉଣ୍ଟରରେ ଆଜି ୫ ଜଣ ଆତଙ୍କବାଦୀ ନିହତ ହୋଇଛନ୍ତି । ଗୁରୁବାର ଦିନ କୁଲ୍‌ଗାମରେ ସୁରକ୍ଷା ବାହିନୀ ଏବଂ ଆତଙ୍କବାଦୀଙ୍କ ମଧ୍ୟରେ ଗୁଳି ବିନିମୟ  ଆରମ୍ଭ ହୋଇଥିଲା ।

ଅଧିକ ପଢନ୍ତୁ ଭାରତ ଖବର

ନିହତ ସମସ୍ତ ଆତଙ୍କବାଦୀ ନିଷିଦ୍ଧ ଆତଙ୍କବାଦୀ ସଙ୍ଗଠନ ‘ଲସ୍କର-ଏ-ତାଇବା’ର । ସେନା ବର୍ତ୍ତମାନ ସର୍ଚ୍ଚ ଅପରେସନ ଜାରି ରଖିଛି । କୁଲଗାମର ସାମନୁ ଅଞ୍ଚଳରେ ସୁରକ୍ଷା ବାହିନୀର ମିଳିତ ଅପରେସନ୍ ଚାଲିଛି । ସେନାର ୩୪ ରାଷ୍ଟ୍ରୀୟ ରାଇଫଲ୍ସ, ଏଲିଟ୍ ସ୍ପେଶାଲ୍ ଫୋର୍ସ ୟୁନିଟ୍, ପୋଲିସ୍ ଏବଂ ସିଆର୍‌ପିଏଫ୍‌ ମିଳିତ ଭାବେ ଆତଙ୍କବାଦୀଙ୍କୁ ଖୋଜୁଛନ୍ତି ।

ସିଏମ୍ କିଷାନ
କାଲି ସମ୍ବଲପୁରରେ ସିଏମ୍ କିଷାନ ଯୋଜନାର ଶୁଭାରମ୍ଭ
ଭୁବନେଶ୍ୱର: ଗଣପର୍ବ ନୂଆଁଖାଇକୁ ନେଇ ଉତ୍ସବ ମୁଖର ସମଗ୍ର ପଶ୍ଚିମ ଓଡ଼ିଶା। ଇଷ୍ଟଦେବୀଙ୍କୁ ନବାନ୍ନ ଅର୍ପଣ ପରେ ନୁଆଁ ଖାଇବେ ଲୋକେ। କାଲି ସମ୍ବଲପୁରରେ ସିଏମ୍ କିଷାନ ଯୋଜନା
ଧର୍ମେନ୍ଦ୍ର
ତିନି ଦିନିଆ ଓଡ଼ିଶା ଗସ୍ତରେ ଧର୍ମେନ୍ଦ୍ର
ଭୁବନେଶ୍ୱର: ତିନି ଦିନିଆ ଓଡ଼ିଶା ଗସ୍ତରେ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ। ସନ୍ଧ୍ୟାରେ ଭୁବନେଶ୍ବରରେ ପହଞ୍ଚିଛନ୍ତି କେନ୍ଦ୍ରମନ୍ତ୍ରୀ। ଆଜି ଟ୍ରେନ୍ ଯୋଗ
ମହିଳା ଲାଭାର୍ଥୀ
ଓଡିଶା ଇତିହାସର ଗୋଟିଏ ଯୋଜନାରେ ସବୁଠୁ ଅଧିକ ମହିଳା ଲାଭାର୍ଥୀ
ଭୁବନେଶ୍ୱର: ସୁଭଦ୍ରା, ଓଡ଼ିଶା ଇତିହାସରେ ଗୋଟିଏ ଯୋଜନାରେ ସର୍ବାଧିକ ମହିଳା ଲାଭାର୍ଥୀ । ସାରା ରାଜ୍ୟରେ ଉଛୁଳା ଉତ୍ସାହ । ସୁଭଦ୍ରା ରଥର ଉଦଘାଟନ କଲେ ମୁଖ୍ୟମନ୍ତ୍ରୀ, କହିଲେ