ଜମ୍ମୁ କାଶ୍ମୀର ଭୋଟ୍:ପ୍ରଥମ ପର୍ଯ୍ୟାୟରେ ୨୪ଟି ଆସନରେ ୨୯୨ ପ୍ରାର୍ଥୀଙ୍କ ଭାଗ୍ୟ ପରୀକ୍ଷା 
by Argus News
Wed, Sep 18 | 8:10 a.m.

ଅର୍ଗସ ବ୍ୟୁରୋ:ଦୀର୍ଘ ୧୦ ବର୍ଷ ପରେଭୋଟ୍ ଦେଉଛି ଜମ୍ମୁ କାଶ୍ମୀର। ପ୍ରଥମ ପର୍ଯ୍ୟାୟରେ ୨୪ଟି ବିଧାନସଭା ଆସନରେ ଚାଲିଛି ଭୋଟିଂ। ଭାଗ୍ୟ ନିର୍ଦ୍ଦାରଣ କରିବେ ୨୩ ଲକ୍ଷ ଭୋଟର। ୨୯୨ ପ୍ରାର୍ଥୀଙ୍କରହେଉଛି ଭାଗ୍ୟ ପରୀକ୍ଷା,ଏଥିରେ କେବଳ ୯୦ ଜଣ ସ୍ବାଧୀନ ପ୍ରାର୍ଥୀ ରହିଛନ୍ତି । ଭୋଟ୍‌ ଗ୍ରହଣ ହେବାକୁ ଥିବା ୨୪ଟି ଆସନ ମଧ୍ୟରୁ ୮ଟି ଆସନ ଜମ୍ମୁ ଅଞ୍ଚଳର ୩ଟି ଜିଲ୍ଲାରେ ଥିବାବେଳେ ୧୬ଟି ଆସନ କଶ୍ମୀରର ୪ଟି ଜିଲ୍ଲାରେ ଅବସ୍ଥିତ।  ପ୍ରଥମ ପର୍ଯ୍ୟାୟରେ ମୋଟ୍‌ ୨୩,୨୭,୫୮୦  ଜଣ ଭୋଟର ଅଛନ୍ତି। ସେମାନଙ୍କ ମଧ୍ୟରେ ୧୧,୭୬,୪୬୨ ପୁରୁଷ,୧୧,୫୧,୦୫୮ ଜଣ ମହିଳା ଭୋଟର ଏବଂ ୬୦ ଜଣ ତୃତୀୟ ଲିଙ୍ଗୀ ଭୋଟର ରହିଛନ୍ତି । ନିର୍ବାଚନ କମିସନ୍‌ ଭୋଟ୍‌ ଗ୍ରହଣ ପାଇଁ ୩୨୭୬  ବୁଥ୍‌ ବ୍ୟବସ୍ଥା କରିଛନ୍ତି। ଅକ୍ଟୋବର ୪ ତାରିଖରେ ପ୍ରକାଶ ପାଇବ ରେଜଲ୍ଟ 

ବାଲେଶ୍ବର ବନ୍ୟା
ବାଲେଶ୍ବର ଭୋଗରାଇରେ ବନ୍ୟା ବିଭୀଷିକା,ଉଦ୍ଧାର କାର୍ଯ୍ୟ ଜାରି
ଅର୍ଗସ ବ୍ୟୁରୋ:ବାଲେଶ୍ବର ଭୋଗରାଇରେ ବନ୍ୟା ବିଭୀଷିକା ଦେଖିବାକୁ ମିଳିଛି । ୫୦ରୁ ଅଧିକ ଗାଁ ବାହ୍ୟଜଗତରୁ ବିଚ୍ଛିନ୍ନ ହୋଇଛି। ସ୍କୁଲ ଓ ବାତ୍ୟା ଆଶ୍ରୟସ୍ଥଳୀରେ ଆଶ୍ରୟ ନେଇଛନ୍ତି ୪ହଜାର ୫୦
ଅଙ୍କିତା
ଗଣମାଧ୍ୟମ ଆଗରେ ଛତିଥରା କାହାଣୀ ବଖାଣିଲେ ଅଙ୍କିତା
ଭୁବନେଶ୍ୱର: ଗଣମାଧ୍ୟମ ଆଗରେ ଛତିଥରା କାହାଣୀ ବଖାଣିଲେ ଅଙ୍କିତା । ସାମ୍ନାକୁ ଆସିଲା ଭରତପୁର ପୋଲିସର ତାଲିବାନୀ ଅତ୍ୟାଚାର । ପୋଲିସର ଅକଥନୀୟ ଅତ୍ୟାଚାର କଥା କହିଲେ ମେଜରଙ୍
ମମିତା ମେହେର
ପୁଣି ଖୋଲିବ କି ବହୁ ଚର୍ଚ୍ଚିତ ମମିତା ମେହେର ହତ୍ୟା ଫାଇଲ ?
ଭୁବନେଶ୍ୱର: ପୁଣି ଖୋଲିବ କି ବହୁ ଚର୍ଚ୍ଚିତ ମମିତା ମେହେର ହତ୍ୟା ଫାଇଲ । ପୂର୍ବତନ ସାଂସଦ ସୁଜିତ କୁମାରଙ୍କ ବୟାନ ପରେ ଜୋର ଧରିଛି ଏ ଦାବି । ସେପଟେ ମମିତାଙ୍କ ଦୋଷୀଙ୍କ