ସମ୍ବଲପୁରରେ ଜମ୍ମୁତାୟି ଏକ୍ସପ୍ରେସ ଟ୍ରେନ ଲାଇନଚ୍ୟୁତ
by Argus News
Thu, Nov 30 | 8:06 a.m.

ଅର୍ଗସ ବ୍ୟୁରୋ: ସମ୍ବଲପୁରରେ ଜମ୍ମୁତାୟି ଏକ୍ସପ୍ରେସ ଟ୍ରେନ ଲାଇନଚ୍ୟୁତ ହୋଇଛି। ସମ୍ବଲପୁର ଜଙ୍କସନରୁ ସମ୍ବଲପୁର ସିଟି ଷ୍ଟେସନ ମଧ୍ୟରେ ଏହି ଅଘଟଣ ଘଟିଛି। ଜମ୍ମୁତାୟି ଏକ୍ସପ୍ରେସ ପାଣ୍ଟ୍ରିକାର ବଗି ଟ୍ରାକରୁ ଲାଇନଚ୍ୟୁତ ହୋଇଛି। 

ଗୋଟିଏ ବଗି ଲାଇନଚ୍ୟୁତ ହୋଇଥିବା ସୂଚନା ମିଲିଛି । ତେବେ ଗାଡ଼ିରେ କେହି ନ ଥିବାରୁ କାହାର କୌଣସି କ୍ଷତି ହୋଇନାହି । ଘଟଣାସ୍ଥଳରେ ସମ୍ବଲପୁର ରେଳ ବିଭାଗ କର୍ମଚାରୀ ପହଞ୍ଚି ଟ୍ରାକ ମରାମତି କାମ ଜାରି ରଖିଛନ୍ତି। 

ଅଧିକ ପଢ଼ନ୍ତୁ ଓଡ଼ିଶା ଖବର 
 

ଉଚ୍ଚ ଜୁଆର
16m ago
ଉଚ୍ଚ ଜୁଆର ମାଡ଼ରେ ଭାଙ୍ଗିଲା ମତ୍ସ୍ୟଜୀବୀଙ୍କ ଆଶ୍ରୟସ୍ଥଳ
ଅର୍ଗସ ବ୍ୟୁରୋ: ଗଞ୍ଜାମରେ ଅଶାନ୍ତ ସମୁଦ୍ର। ଉଚ୍ଚ ଜୁଆର ମାଡ଼ରେ ଭାଙ୍ଗିଲା ମତ୍ସ୍ୟଜୀବୀଙ୍କ ଆଶ୍ରୟସ୍ଥଳ। ଗଞ୍ଜାମ ଜିଲ୍ଲା ଆର୍ଯ୍ୟପଲ୍ଲୀ ସମୁଦ୍ରରେ ଏଭଳି ଦୃଶ୍ୟ ଦେଖିବାକୁ ମିଳିଛି
ରାଇବଣିଆ ଅଞ୍ଚଳରେ
19m ago
ରାଇବଣିଆ ଅଞ୍ଚଳରେ ୭୦ ଟିକିଆ ଝାଡ଼ଖଣ୍ଡି ହାତୀପଲଙ୍କ ଉପଦ୍ରବ
ଅର୍ଗସ ବ୍ୟୁରୋ: ବାଲେଶ୍ବର ଜିଲ୍ଲା ଜଳେଶ୍ଵର ବ୍ଲକ ରାଇବଣିଆ ଅଞ୍ଚଳରେ ୭୦ ଟିକିଆ ଝାଡ଼ଖଣ୍ଡି ହାତି ପଲର ଉପଦ୍ରବ। ଲୋକେ ଭୟଭୀତ ଅଛନ୍ତି। ସୂଚନା ଅନୁଯାୟୀ ଗତକାଲି ରାତିରେ ରାଇବଣିଆର ଲୁହାପଡ
ଆଜିଠାରୁ ଏକମାସ
ଆଜିଠାରୁ ଏକମାସ ଧରି କାର୍ତ୍ତିକ ବ୍ରତ ପାଳନ କରିବେ ହବିଷ୍ୟାଳି
ଅର୍ଗସ ବ୍ୟୁରୋ: ଆଜିଠାରୁ ଆରମ୍ଭ ହୋଇଛି କାର୍ତ୍ତିକ ବ୍ରତ। 12 ମାସ ମଧ୍ୟରୁ ଧର୍ମ ଓ ପୂଣ୍ୟର ମାସ ହେଉଛି କାର୍ତ୍ତିକ ମାସ। ଏଥିପାଇଁ ଶ୍ରୀକ୍ଷେତ୍ର ସମ୍ପୂର୍ଣ୍ଣ ଚଳଚଞ୍ଚଳ ହୋଇଛି। ସକାଳ