ସୀମାନ୍ତ ଜଙ୍ଗଲରେ ସ୍ପାଇକ୍‌ ହୋଲ୍‌ ଠାବ କଲେ ଯବାନ
by Argus News
Tue, Jun 11 | 11:03 a.m.

ଅର୍ଗସ ବ୍ୟୁରୋ: ସୀମାନ୍ତ ଜଙ୍ଗଲରେ ସ୍ପାଇକ୍‌ ହୋଲ୍‌ ଠାବ କଲେ ଯବାନ । ତେଲେଙ୍ଗାନା ଭଦ୍ରାଡି କଥାଗୁଡୁମ ଜିଲ୍ଲା ପୁସୁଗୁପା ଜଙ୍ଗଲରେ ଠାବ କରିଲେ ଯବାନ । ସର୍ଚ୍ଚ ଅପରେସନ ବେଳେ ୪, ୩୯୬ଟି ଲୁହାର ସ୍ପାଇକ ଜବତ ହୋଇଥିବା ସୂଚନା । ନକ୍ସଲଙ୍କ ଏହି ଘଟଣାର ପର୍ଦାଫସ କରିଛନ୍ତି ଭଦ୍ରାଦି କଥାଗୁଡ଼ୁମ ଜିଲ୍ଲାର ଏସପି ପରିତୋଷ ପଙ୍କଜ ।

ପୂର୍ବରୁ ଜଙ୍ଗଲକୁ ବିଭିନ୍ନ କାମରେ ଯାଉଥିବା ବେଳେ ନକ୍ସଲଙ୍କ ଦ୍ୱାରା ଖଞ୍ଜା ଯାଇଥିବା ମରଣ ଯନ୍ତାରେ ଫସି ମୃତ୍ୟୁବରଣ କରିଛନ୍ତି ସୀମାନ୍ତବର୍ତ୍ତୀ ଗ୍ରାମର ଲୋକେ । ଉକ୍ତ ଜଙ୍ଗଲରୁ ପୋଲିସ ୪୩୯୬ଟି ଲୁହାର ସ୍ପାଇକ ଗୁଡିକ ଜବତ କରିଛି । ସେପଟେ ଏନେଇ ସୀମାନ୍ତ ଅଞ୍ଚଳରେ ଜୋରଦାର ସର୍ଚ୍ଚ ଅପରେସନ ଜାରିରଖିଛନ୍ତି ତିନି ରାଜ୍ୟର ପୋଲିସ। 

ଅଧିକ ପଢ଼ନ୍ତୁ ଓଡ଼ିଶା ଖବର 
 

ଆଜିଠାରୁ ଏକମାସ
ଆଜିଠାରୁ ଏକମାସ ଧରି କାର୍ତ୍ତିକ ବ୍ରତ ପାଳନ କରିବେ ହବିଷ୍ୟାଳି
ଅର୍ଗସ ବ୍ୟୁରୋ: ଆଜିଠାରୁ ଆରମ୍ଭ ହୋଇଛି କାର୍ତ୍ତିକ ବ୍ରତ। 12 ମାସ ମଧ୍ୟରୁ ଧର୍ମ ଓ ପୂଣ୍ୟର ମାସ ହେଉଛି କାର୍ତ୍ତିକ ମାସ। ଏଥିପାଇଁ ଶ୍ରୀକ୍ଷେତ୍ର ସମ୍ପୂର୍ଣ୍ଣ ଚଳଚଞ୍ଚଳ ହୋଇଛି। ସକାଳ
ମୁମ୍ବାଇରୁ ଲଣ୍ଡନ
ମୁମ୍ବାଇରୁ ଲଣ୍ଡନ ଅଭିମୁଖେ ଯାଉଥିବା ଏୟାର ଇଣ୍ଡିଆ ବିମାନକୁ ବୋମା ଧମକ
ଅର୍ଗସ ବ୍ୟୁରୋ: ପୁଣି ଗୋଟିଏ ବିମାନକୁ ବୋମା ଧମକ। ମୁମ୍ବାଇରୁ ଲଣ୍ଡନ ଅଭିମୁଖେ ଯାଉଥିବା ଏୟାର ଇଣ୍ଡିଆ ବିମାନକୁ ବୋମା ଧମକ ମିଳିବା ପରେ ଏହାକୁ ଜରୁରୀ ଅବତରଣ କରାଯାଇଛି। ତେବେ ଗୁରୁବାର 9ଟ
ଓଡ଼ିଶା ପ୍ରଦେଶ କଂଗ୍ରେସ
ଓଡ଼ିଶା ପ୍ରଦେଶ କଂଗ୍ରେସ ସଭାପତି ଚୟନ ପାଇଁ ଏଆଇସିସି ପ୍ରକ୍ରିୟା ଆରମ୍ଭ
ଅର୍ଗସ ବ୍ୟୁରୋ: ଓଡି଼ଶା ପ୍ରଦେଶ କଂଗ୍ରେସ ସଭାପତି ଚୟନ ପାଇଁ ଏଆଇସିସି ପ୍ରକ୍ରିୟା ଆରମ୍ଭ କରିଛି । ଛତିଶଗଡ଼ କଂଗ୍ରେସ ବିଧାୟକ ଦଳ ନେତା ଚରଣ ଦାସ ମହନ୍ତଙ୍କୁ ଓଡ଼ିଶା ପିସିସିର ସାଙ୍ଗଠନି