ଚର୍ଚ୍ଚାରେ IRS ଅଧିକାରୀ...ଲିଙ୍ଗ ପରିବର୍ତ୍ତନ କରିବେ ଜଏଣ୍ଟ କମିଶନର
by Argus News
Wed, Jul 10 | 7:11 p.m.

ଅର୍ଗସ ବ୍ୟୁରୋ: ଭାରତ ସରକାରଙ୍କ ଅର୍ଥ ମନ୍ତ୍ରଣାଳୟର ଜଣେ ରାଜସ୍ବ ସେବା ଅଧିକାରୀଙ୍କୁ ଲିଙ୍ଗ ପରିବର୍ତ୍ତନ ପାଇଁ ଅନୁମତି ମିଳିଛି । ଅଫିସିଆଲ୍‌ ରେକର୍ଡରେ ନାମ ଓ ଲିଙ୍ଗ ପରିବର୍ତ୍ତନ କରିବାକୁ ମିଳିଲା ଅନୁମତି ।  ଅର୍ଥ ମନ୍ତ୍ରଣାଳୟର ନିର୍ଦ୍ଦେଶ ଅନୁଯାୟୀ ଆଇଆରଏସ ଅଧିକାରୀ ଏମ. ଅନୁସୁୟା ତାଙ୍କ ଲିଙ୍ଗ ପରିବର୍ତ୍ତନ ପାଇଁ ସରକାରଙ୍କ ନିକଟରେ ଆବେଦନ କରିଥିଲେ । 

ସେ ନିଜକୁ ମହିଳାରୁ ପୁରୁଷକୁ ପରିବର୍ତ୍ତନ କରିବାକୁ ଚାହୁଁଥିଲେ । ଗଣମାଧ୍ୟମର ରିପୋର୍ଟ ଅନୁଯାୟୀ, ଏହି ଆବେଦନ ଉପରେ ନିଷ୍ପତ୍ତି ନେଇ ଅର୍ଥ ମନ୍ତ୍ରଣାଳୟ ତାଙ୍କୁ ଏହି ଅନୁମତି ଦେଇଛନ୍ତି । ନାଗରିକ ସେବା ଇତିହାସରେ ପ୍ରଥମ ଥର ପାଇଁ ଜଣେ ଅଧିକାରୀଙ୍କୁ ତାଙ୍କ ନାମ ଏବଂ ଲିଙ୍ଗ ପରିବର୍ତ୍ତନ କରିବାର ଅନୁମତି ମିଳିଛି ।

ଆହୁରି ପଢନ୍ତୁ ଭାରତ ଖବର...

କଂଗ୍ରେସକୁ
କଂଗ୍ରେସକୁ ଜୋରଦାର୍‌ ଝଟ୍‌କା: ଏନସିପିରେ ଯୋଗ ଦେଲେ ବାବା ସିଦ୍ଦିକିଙ୍କ ପୁଅ
ଅର୍ଗସ ବ୍ୟୁରୋ: ମହାରାଷ୍ଟ୍ର ବିଧାନସଭା ନିର୍ବାଚନ ପ୍ରଚାର ମଧ୍ୟରେ କଂଗ୍ରେସକୁ ବଡ଼ ଝଟ୍‌କା ଲାଗିଛି। ତାଙ୍କ ପିତାଙ୍କ ପଥ ଅନୁସରଣ କରି ବରିଷ୍ଠ କଂଗ୍ରେସ ନେତା ବାବା ସିଦ୍ଦିକିଙ୍କ ପୁ
ସଡକ ଦୁର୍ଘଟଣାରେ
ସଡକ ଦୁର୍ଘଟଣାରେ ଯୁବକ ମୃତ
ଅର୍ଗସ ବ୍ୟୁରୋ: ଖଲ୍ଲିକୋଟ ଥାନା ଅନ୍ତର୍ଗତ ଆଇତିପୁର ପଞ୍ଚାୟତର ବଡଖେତା ଗ୍ରାମର ରାଜେଶ ମିଶ୍ର ଓରଫ ମୁନା ଆଜି ଆଇତିପୁର ଗ୍ରାମରୁ ଏକ ସ୍କୁଟି ଚଲାଇ ଦେବୀଝର ଅଭିମୁଖେ ଯାଉଥିଲେ। ତେବ
କୋହଲିଙ୍କୁ
କୋହଲିଙ୍କୁ ନଚାଉଛନ୍ତି ସ୍ପିନର୍ସ: ୨୬ ପାଳିରେ ୨୧ଥର ଆଉଟ୍‌
ଅର୍ଗସ ବ୍ୟୁରୋ: ପୁଣେର ମହାରାଷ୍ଟ୍ର କ୍ରିକେଟ୍ ଆସୋସିଏସନ୍ ଷ୍ଟାଡିୟମ୍‌ରେ ଖେଳାଯାଉଛି ଭାରତ ଏବଂ ନ୍ୟୁଜିଲାଣ୍ଡ ମଧ୍ୟରେ ତିନି ମ୍ୟାଚ୍ ବିଶିଷ୍ଟ ଟେଷ୍ଟ ସିରିଜ । ଶୁକ୍ରବା