ବସିବ ଶ୍ରୀମନ୍ଦିର ନୀତି ସବ୍ କମିଟି ଓ ଛତିଶା ନିଯୋଗର ଯୁଗ୍ମ ବୈଠକ
by Argus News
Mon, Jun 24 | 2:32 p.m.

ପୁରୀ:  ଆଜି ବସିବ ଶ୍ରୀମନ୍ଦିର ନୀତି ସବ୍ କମିଟି ଓ ଛତିଶା ନିଯୋଗର ଯୁଗ୍ମ ବୈଠକ। ଆସନ୍ତାକାଲି ଶ୍ରୀମନ୍ଦିର ପରିଚାଳନା କମିଟି ବୈଠକ । ରଥଯାତ୍ରା ଓ ବ୍ୟବସ୍ଥାବଳି ଅନୁମୋଦନ ସମ୍ପର୍କରେ ନିଆଯିବ ନିଷ୍ପତ୍ତି ।

ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକଙ୍କ ଅଧ୍ୟକ୍ଷତାରେ ଛତିଶା ନିଯୋଗ ଓ ନୀତି ସବ୍ କମିଟି ବୈଠକରେ ହେବ ରଥଯାତ୍ରା ସମ୍ପର୍କିତ ଗୁରୁତ୍ବପୂର୍ଣ୍ଣ ଆଲୋଚନା । ଅପରାହ୍ନ ୪ଟାରେ ନୀଳାଦ୍ରି ଭକ୍ତ ନିବାସରେ ହେବାକୁ ଥିବା ଏହି ବୈଠକରେ ଆଗାମୀ ରଥଯାତ୍ରାଠାରୁ ନୀଳାଦ୍ରି ବିଜେ ପର୍ଯ୍ୟନ୍ତ ସମସ୍ତ ନୀତିକାନ୍ତି ନେଇ ଆଲୋଚନା ହେବ। ବୈଠକରେ ରଥଯାତ୍ରା ଓ ବାହୁଡା଼ ଯାତ୍ରା ବ୍ୟବସ୍ଥାବଳୀ ଉପରେ ମଧ୍ୟ ଆଲୋଚନା କରାଯିବ।

ଅଧିକ ପଢନ୍ତୁ ଓଡ଼ିଶା ଖବର 

କଂଗ୍ରେସକୁ
କଂଗ୍ରେସକୁ ଜୋରଦାର୍‌ ଝଟ୍‌କା: ଏନସିପିରେ ଯୋଗ ଦେଲେ ବାବା ସିଦ୍ଦିକିଙ୍କ ପୁଅ
ଅର୍ଗସ ବ୍ୟୁରୋ: ମହାରାଷ୍ଟ୍ର ବିଧାନସଭା ନିର୍ବାଚନ ପ୍ରଚାର ମଧ୍ୟରେ କଂଗ୍ରେସକୁ ବଡ଼ ଝଟ୍‌କା ଲାଗିଛି। ତାଙ୍କ ପିତାଙ୍କ ପଥ ଅନୁସରଣ କରି ବରିଷ୍ଠ କଂଗ୍ରେସ ନେତା ବାବା ସିଦ୍ଦିକିଙ୍କ ପୁ
ସଡକ ଦୁର୍ଘଟଣାରେ
ସଡକ ଦୁର୍ଘଟଣାରେ ଯୁବକ ମୃତ
ଅର୍ଗସ ବ୍ୟୁରୋ: ଖଲ୍ଲିକୋଟ ଥାନା ଅନ୍ତର୍ଗତ ଆଇତିପୁର ପଞ୍ଚାୟତର ବଡଖେତା ଗ୍ରାମର ରାଜେଶ ମିଶ୍ର ଓରଫ ମୁନା ଆଜି ଆଇତିପୁର ଗ୍ରାମରୁ ଏକ ସ୍କୁଟି ଚଲାଇ ଦେବୀଝର ଅଭିମୁଖେ ଯାଉଥିଲେ। ତେବ
କୋହଲିଙ୍କୁ
କୋହଲିଙ୍କୁ ନଚାଉଛନ୍ତି ସ୍ପିନର୍ସ: ୨୬ ପାଳିରେ ୨୧ଥର ଆଉଟ୍‌
ଅର୍ଗସ ବ୍ୟୁରୋ: ପୁଣେର ମହାରାଷ୍ଟ୍ର କ୍ରିକେଟ୍ ଆସୋସିଏସନ୍ ଷ୍ଟାଡିୟମ୍‌ରେ ଖେଳାଯାଉଛି ଭାରତ ଏବଂ ନ୍ୟୁଜିଲାଣ୍ଡ ମଧ୍ୟରେ ତିନି ମ୍ୟାଚ୍ ବିଶିଷ୍ଟ ଟେଷ୍ଟ ସିରିଜ । ଶୁକ୍ରବା