୮୭ ବର୍ଷ ବୟସରେ ଶେଷ ନିଶ୍ବାସ ତ୍ୟାଗ କଲେ ସାମ୍ବାଦିକ ଶରତ ମିଶ୍ର
by Argus News
Thu, Nov 02 | 9:45 p.m.

ଅର୍ଗସ ବ୍ୟୁରୋ : ପରଲୋକରେ ବର୍ଷିଆନ ସାମ୍ବାଦିକ ଶରତ ମିଶ୍ର । ୮୭ ବର୍ଷ ବୟସରେ ଶେଷ ନିଶ୍ବାସ ତ୍ୟାଗ କଲେ । ୧୯୩୬ରେ ଗଞ୍ଜାମ ଜିଲ୍ଲା ସୋରଡ଼ାରେ ଜନ୍ନ ଗ୍ରହଣ କରିଥିଲେ । ସମାଜର ସମ୍ପାଦକ ଥିଲେ ଶ୍ରୀଯୁକ୍ତ ମିଶ୍ର । ଅନୁପମ ଭାରତ'ର ପ୍ରତିଷ୍ଠାତା ସମ୍ପାଦକ ମଧ୍ୟ ଥିଲେ ଶରତ ମିଶ୍ର । 

ଅଧିକ ପଢନ୍ତୁ ଓଡ଼ିଶା ଖବର

କଟକରେ Eastern Times groupରୁ ଆରମ୍ଭ ହୋଇଥିଲା ତାଙ୍କର ସାମ୍ବାଦିକତା ଜୀବନ । ସମ୍ବାଦ ଖବରକାଗଜ ଆରମ୍ଭ ବେଳେ ସେ ଥିଲେ ବାର୍ତ୍ତା ସମ୍ପାଦକ । ସମାଜରୁ ଅବସର ପରେ ଫିଚର ପତ୍ରିକା "ଆମ ସମୟର ପ୍ରତିନିଧି"ର ସମ୍ପାଦକ ଥିଲେ । ଇଂରାଜୀ, ଓଡ଼ିଆ ଏବଂ ବଙ୍ଗଳା ଭାଷାରେ ତାଙ୍କର ବେଶ ପାରଦର୍ଶିତା ରହିଥିଲା ।

ସିଏମ୍ କିଷାନ
କାଲି ସମ୍ବଲପୁରରେ ସିଏମ୍ କିଷାନ ଯୋଜନାର ଶୁଭାରମ୍ଭ
ଭୁବନେଶ୍ୱର: ଗଣପର୍ବ ନୂଆଁଖାଇକୁ ନେଇ ଉତ୍ସବ ମୁଖର ସମଗ୍ର ପଶ୍ଚିମ ଓଡ଼ିଶା। ଇଷ୍ଟଦେବୀଙ୍କୁ ନବାନ୍ନ ଅର୍ପଣ ପରେ ନୁଆଁ ଖାଇବେ ଲୋକେ। କାଲି ସମ୍ବଲପୁରରେ ସିଏମ୍ କିଷାନ ଯୋଜନା
ଧର୍ମେନ୍ଦ୍ର
ତିନି ଦିନିଆ ଓଡ଼ିଶା ଗସ୍ତରେ ଧର୍ମେନ୍ଦ୍ର
ଭୁବନେଶ୍ୱର: ତିନି ଦିନିଆ ଓଡ଼ିଶା ଗସ୍ତରେ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ। ସନ୍ଧ୍ୟାରେ ଭୁବନେଶ୍ବରରେ ପହଞ୍ଚିଛନ୍ତି କେନ୍ଦ୍ରମନ୍ତ୍ରୀ। ଆଜି ଟ୍ରେନ୍ ଯୋଗ
ମହିଳା ଲାଭାର୍ଥୀ
ଓଡିଶା ଇତିହାସର ଗୋଟିଏ ଯୋଜନାରେ ସବୁଠୁ ଅଧିକ ମହିଳା ଲାଭାର୍ଥୀ
ଭୁବନେଶ୍ୱର: ସୁଭଦ୍ରା, ଓଡ଼ିଶା ଇତିହାସରେ ଗୋଟିଏ ଯୋଜନାରେ ସର୍ବାଧିକ ମହିଳା ଲାଭାର୍ଥୀ । ସାରା ରାଜ୍ୟରେ ଉଛୁଳା ଉତ୍ସାହ । ସୁଭଦ୍ରା ରଥର ଉଦଘାଟନ କଲେ ମୁଖ୍ୟମନ୍ତ୍ରୀ, କହିଲେ