୨୮ ରେ ଓଡିଶା ଆସୁଛନ୍ତି ଜେ.ପି. ନଡ୍ଡା
by Argus News
Fri, Apr 26 | 1:07 p.m.

ଅର୍ଗସ ବ୍ୟୁରୋ : ଦିନିକିଆ ଓଡିଶା ଗସ୍ତରେ ଆସୁଛନ୍ତି ନଡ୍ଡା । ୨୮ ତାରିଖ ଦିନ ନିର୍ବାଚନୀ ପ୍ରଚାରରେ ଓଡ଼ିଶା ଆସୁଛନ୍ତି ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେ.ପି. ନଡ୍ଡା । ନବରଙ୍ଗପୁର ଓ ବ୍ରହ୍ମପୁର ଲୋକସଭା କ୍ଷେତ୍ରର ଗସ୍ତରେ ଆସିବେ ରାଷ୍ଟ୍ରୀୟ ଅଧ୍ୟକ୍ଷ । ପ୍ରଥମେ ବ୍ରହ୍ମପୁର ଯିବେ ଓ ତାପରେ ନବରଙ୍ଗପୁର ଗସ୍ତ କରିବାର କାର୍ଯ୍ୟକ୍ରମ ରହିଛି ।

ଅଧିକ ପଢନ୍ତୁ : ଭାଷଣ ଆରମ୍ଭରୁ ବର୍ଷିଲେ ଶାହ : କହିଲେ, ନବୀନ ସରକାରକୁ ଉଠାଇ ଫୋପାଡିବାକୁ ପଡ଼ିବ

ବ୍ରହ୍ମପୁରରେ ନଡ୍ଡା କରିବେ ବିଶାଳ ଜନସଭା । ତାପରେ ନବରଙ୍ଗପୁର କର୍ମୀ ସମ୍ମିଳନୀରେ ଯୋଗଦେବାର କାର୍ଯ୍ୟକ୍ରମ ରହିଛି । ଏ ନେଇ ସୂଚନା ଦେଇଛନ୍ତି ପୂର୍ବତନ ବିଜେପି ରାଜ୍ୟ ସଭାପତି ସମୀର ମହାନ୍ତି ।

MOTHER-IN-LAW
9m ago
ବୋହୂର ମାଡରେ ଶାଶୂ ଗୁରୁତର, ଭାଇରାଲ ହେଉଛି ମାଡ଼ ବେଳର ଦୃଶ୍ୟ
ଅର୍ଗସ ବ୍ୟୁରୋ : ବୋହୂର ମାଡରେ ୬୫ବର୍ଷୀୟ ଶାଶୂ ଗୁରୁତର । ଗୁରୁତର ଶାଶୂଙ୍କୁ ଉଦ୍ଧାର କରି ବାସୁଦେବପୁର ମେଡିକାଲରେ ଗ୍ରାମବାସୀ ମାନେ ଭର୍ତ୍ତି କରିଛନ୍ତି । ସେଠାରେ ତାଙ୍କ ଚିକିତ୍ସା ଜାର
MANMOHAN SAMAL
37m ago
କାର୍ଯ୍ୟକ୍ରମରେ ଯୋଗଦେବା ସହ ଦଳୀୟ କର୍ମୀ ଓ ପ୍ରାର୍ଥୀଙ୍କ ମନୋବଳକୁ ସୁଦୃଢ କଲେ
ଅର୍ଗସ ବ୍ୟୁରୋ : ଆଜି ଦିନିକିଆ ଗସ୍ତରେ ମୟୂରଭଞ୍ଜ ଗସ୍ତରେ ଅଛନ୍ତି ବିଜେପି ରାଜ୍ୟ ସଭାପତି ମନମୋହନ ସାମଲ । ଦୁଇ ଦୁଇଟି କାର୍ଯ୍ୟକ୍ରମରେ ଯୋଗଦେଇ ଦଳୀୟ କର୍ମୀ ଓ ପ୍ରାର୍ଥୀଙ୍କ ମନବଳକୁ ସୁଦୃ
ନିଯୁକ୍ତି ନାଁରେ ଗୋଚର
ନିଯୁକ୍ତି ନାଁରେ ଗୋଚର ଜମି ହଡ଼ପ କରୁଛନ୍ତି କନ୍ଧମାଳ ସାଂସଦ
ଅର୍ଗସ ବ୍ୟୁରୋ: ସ୍କୁଲ ଭିତରକୁ ଧସେଇ ପଶିଲେ ଲୋକେ , ସାଇନ ବୋର୍ଡ ଭାଙ୍ଗିଲେ। ଜମି ମାଫିଆ କହି ଦେଲେ ନାରାବାଜି l ଏଭଳି ଘଟଣା ବର୍ତ୍ତମାନ ସାରା ଜିଲ୍ଲାରେ ଚର୍ଚ୍ଚା ହୋଇଥିବା ବେଳେ ଘଟଣାକ