ସାର୍ବଜନୀନ ହେବ ଜଷ୍ଟିସ ରଘୁବୀର ଦାସ କମିଶନ ରିପୋର୍ଟ
by Argus News
Wed, Jun 19 | 6:14 p.m.

ଅର୍ଗସ ବ୍ୟୁରୋ : ଶ୍ରୀମନ୍ଦିର ରତ୍ନଭଣ୍ଡାର ଚାବି ହଜିବା ଘଟଣା। ସାର୍ବଜନୀନ ହେବ ଜଷ୍ଟିସ ରଘୁବୀର ଦାସ କମିଶନ ରିପୋର୍ଟ। ଆସନ୍ତା କ୍ୟାବିନେଟ ବୈଠକରେ ଉପସ୍ଥାପନ ହେବ ତଦନ୍ତ କମିଶନ ରିପୋର୍ଟ। ଏନେଇ ହାଇକୋର୍ଟଙ୍କୁ ଅବଗତ କଲେ ସରକାର। 3 ସପ୍ତାହ ପରେ ହେବ ପରବର୍ତ୍ତୀ ଶୁଣାଣି।  

ଅଧିକ ପଢନ୍ତୁ : ରଥଯାତ୍ରା ପରଦିନ ଖୋଲିବ ରତ୍ନଭଣ୍ଡାର , ସୂଚନା ଦେଲେ ASI ସୁପରିଟେଣ୍ଡେଣ୍ଟ

ସେପଟେ ଶ୍ରୀମନ୍ଦିର ପରିଚାଳନା କମିଟି ବୈଠକରେ ଆସନ୍ତା ଜୁଲାଇ ୮ ତାରିଖରେ ରତ୍ନଭଣ୍ଡାର ଖୋଲାଯିବାକୁ ନିଷ୍ପତ୍ତି ନିଆଯାଇଛି । ରଥଯାତ୍ରା ପରଦିନ ଖୋଲାଯିବ ରତ୍ନଭଣ୍ଡାର । 2018 ରିପୋର୍ଟ ଓ ଲେଜର ସ୍କାନିଂ ରିପୋର୍ଟ ଆଧାରରେ ଖୋଲିବ ରତ୍ନଭଣ୍ଡାର । ରତ୍ନଭଣ୍ଡାରର ବାହାର ପାର୍ଶ୍ବ କାନ୍ଥ ଲେଜର ସ୍କାନିଂ କରାଯାଇଛି । ଅନୁଧ୍ୟାନ ପରେ କରାଯିବ ମରାମତି । ରତ୍ନଭଣ୍ଡାର ଖୋଲିବାକୁ ସ୍ବତନ୍ତ୍ର SOP ପାଳନ କରାଯିବ । ASI ବୈଷୟିକ ଟିମ ଓ ରତ୍ନଭଣ୍ଡାର କମିଟି ଉପସ୍ଥିତ ରହିବେ । 

କଂଗ୍ରେସକୁ
କଂଗ୍ରେସକୁ ଜୋରଦାର୍‌ ଝଟ୍‌କା: ଏନସିପିରେ ଯୋଗ ଦେଲେ ବାବା ସିଦ୍ଦିକିଙ୍କ ପୁଅ
ଅର୍ଗସ ବ୍ୟୁରୋ: ମହାରାଷ୍ଟ୍ର ବିଧାନସଭା ନିର୍ବାଚନ ପ୍ରଚାର ମଧ୍ୟରେ କଂଗ୍ରେସକୁ ବଡ଼ ଝଟ୍‌କା ଲାଗିଛି। ତାଙ୍କ ପିତାଙ୍କ ପଥ ଅନୁସରଣ କରି ବରିଷ୍ଠ କଂଗ୍ରେସ ନେତା ବାବା ସିଦ୍ଦିକିଙ୍କ ପୁ
ସଡକ ଦୁର୍ଘଟଣାରେ
ସଡକ ଦୁର୍ଘଟଣାରେ ଯୁବକ ମୃତ
ଅର୍ଗସ ବ୍ୟୁରୋ: ଖଲ୍ଲିକୋଟ ଥାନା ଅନ୍ତର୍ଗତ ଆଇତିପୁର ପଞ୍ଚାୟତର ବଡଖେତା ଗ୍ରାମର ରାଜେଶ ମିଶ୍ର ଓରଫ ମୁନା ଆଜି ଆଇତିପୁର ଗ୍ରାମରୁ ଏକ ସ୍କୁଟି ଚଲାଇ ଦେବୀଝର ଅଭିମୁଖେ ଯାଉଥିଲେ। ତେବ
କୋହଲିଙ୍କୁ
କୋହଲିଙ୍କୁ ନଚାଉଛନ୍ତି ସ୍ପିନର୍ସ: ୨୬ ପାଳିରେ ୨୧ଥର ଆଉଟ୍‌
ଅର୍ଗସ ବ୍ୟୁରୋ: ପୁଣେର ମହାରାଷ୍ଟ୍ର କ୍ରିକେଟ୍ ଆସୋସିଏସନ୍ ଷ୍ଟାଡିୟମ୍‌ରେ ଖେଳାଯାଉଛି ଭାରତ ଏବଂ ନ୍ୟୁଜିଲାଣ୍ଡ ମଧ୍ୟରେ ତିନି ମ୍ୟାଚ୍ ବିଶିଷ୍ଟ ଟେଷ୍ଟ ସିରିଜ । ଶୁକ୍ରବା