ଉତ୍ୟକ୍ତ ଗ୍ରାମବାସୀଙ୍କ ଦ୍ଵାରା ଶବ ରଖି ରାସ୍ତା ଅବରୋଧ
by Argus News
Tue, Apr 23 | 2:45 p.m.

ଅର୍ଗସ ବ୍ୟୁରୋ : କଳାହାଣ୍ଡି ଜିଲ୍ଲା ଧର୍ମଗଡ ଥାନା ଗଡ଼ିଆଜୋର୍ ବନ୍ଧପଡ଼ା ଠାରେ ଏକ ଅଜଣା ଗାଡ଼ି ଧକ୍କାରେ ଜଣେ ବୃଦ୍ଧଙ୍କ ମୃତ୍ୟୁ ଘଟିଛି । ମୃତକ ଜଣକ ହେଲେ ଉକ୍ତ ଗାଁର ଲକ୍ଷ୍ମୀଧର ନାଏକ । 

ଅଧିକ ପଢନ୍ତୁ ଓଡ଼ିଶା ଖବର

ସେ ରାସ୍ତା କଡ଼ରେ ବସି ଥିବା ସମୟରେ ଏକ ଗାଡ଼ି ତାଙ୍କୁ ଧକ୍କା ଦେଇ ଫେରାର ମାରିଥିଲା । ବୃଦ୍ଧ ଜଣକର ଘଟଣା ସ୍ଥଳରେ ହିଁ ମୃତ୍ୟୁ ଘଟିଛି । ତେବେ ଉତ୍ୟକ୍ତ ଗ୍ରାମବାସୀ ମାନେ ବୃଦ୍ଧଙ୍କ ଶବକୁ ରଖି କ୍ଷତିପୂରଣ ଦାବିରେ ଧର୍ମଗଡ ଆମପାଣି ବିଜୁ ଏକ୍ସପ୍ରେସ ରାସ୍ତାକୁ ଅବରୋଧ କରିଛନ୍ତି ।

ଆଜିଠାରୁ ଏକମାସ
9m ago
ଆଜିଠାରୁ ଏକମାସ ଧରି କାର୍ତ୍ତିକ ବ୍ରତ ପାଳନ କରିବେ ହବିଷ୍ୟାଳି
ଅର୍ଗସ ବ୍ୟୁରୋ: ଆଜିଠାରୁ ଆରମ୍ଭ ହୋଇଛି କାର୍ତ୍ତିକ ବ୍ରତ। 12 ମାସ ମଧ୍ୟରୁ ଧର୍ମ ଓ ପୂଣ୍ୟର ମାସ ହେଉଛି କାର୍ତ୍ତିକ ମାସ। ଏଥିପାଇଁ ଶ୍ରୀକ୍ଷେତ୍ର ସମ୍ପୂର୍ଣ୍ଣ ଚଳଚଞ୍ଚଳ ହୋଇଛି। ସକାଳ
ମୁମ୍ବାଇରୁ ଲଣ୍ଡନ
31m ago
ମୁମ୍ବାଇରୁ ଲଣ୍ଡନ ଅଭିମୁଖେ ଯାଉଥିବା ଏୟାର ଇଣ୍ଡିଆ ବିମାନକୁ ବୋମା ଧମକ
ଅର୍ଗସ ବ୍ୟୁରୋ: ପୁଣି ଗୋଟିଏ ବିମାନକୁ ବୋମା ଧମକ। ମୁମ୍ବାଇରୁ ଲଣ୍ଡନ ଅଭିମୁଖେ ଯାଉଥିବା ଏୟାର ଇଣ୍ଡିଆ ବିମାନକୁ ବୋମା ଧମକ ମିଳିବା ପରେ ଏହାକୁ ଜରୁରୀ ଅବତରଣ କରାଯାଇଛି। ତେବେ ଗୁରୁବାର 9ଟ
ଓଡ଼ିଶା ପ୍ରଦେଶ କଂଗ୍ରେସ
33m ago
ଓଡ଼ିଶା ପ୍ରଦେଶ କଂଗ୍ରେସ ସଭାପତି ଚୟନ ପାଇଁ ଏଆଇସିସି ପ୍ରକ୍ରିୟା ଆରମ୍ଭ
ଅର୍ଗସ ବ୍ୟୁରୋ: ଓଡି଼ଶା ପ୍ରଦେଶ କଂଗ୍ରେସ ସଭାପତି ଚୟନ ପାଇଁ ଏଆଇସିସି ପ୍ରକ୍ରିୟା ଆରମ୍ଭ କରିଛି । ଛତିଶଗଡ଼ କଂଗ୍ରେସ ବିଧାୟକ ଦଳ ନେତା ଚରଣ ଦାସ ମହନ୍ତଙ୍କୁ ଓଡ଼ିଶା ପିସିସିର ସାଙ୍ଗଠନି