କର୍ଣ୍ଣିସେନା ସଭାପତିଙ୍କୁ ହତ୍ୟା : ସିସିଟିଭି ଫୁଟେଜ୍ ଆଧାରରେ ପୋଲିସର ତନାଘନା
by Argus News
Tue, Dec 05 | 5:29 p.m.

ଅର୍ଗସ ବ୍ୟୁରୋ : କର୍ଣ୍ଣିସେନା ମୁଖ୍ୟଙ୍କ ଘରେ ପଶି ହତ୍ୟା । ଶ୍ରୀ ରାଷ୍ଟ୍ରୀୟ ରାଜପୁତ କର୍ଣ୍ଣି ସେନା ସଭାପତିଙ୍କୁ ଗୁଳି କରି ହତ୍ୟା । କର୍ଣ୍ଣିସେନା ସଭାପତି ସୁଖଦେବ ସିଂ ଗୋଗାମେଡ଼ିଙ୍କୁ ଘରେ ପଶି ହତ୍ୟା । ଏହି ଘଟଣାରେ ୨ ଜଣ ଆହତ ମଧ୍ୟ ହୋଇଛନ୍ତି। ଗୁଳିମା଼ଡ଼ ପରେ ସୁଖଦେବଙ୍କୁ ହସପିଟାଲରେ ଭର୍ତ୍ତି କରାଯାଇଥିଲେ ବି ଡାକ୍ତର ମୃତ ଘୋଷଣା କରିଥିଲେ ।

ଅଧିକ ପଢନ୍ତୁ ଭାରତ ଖବର

ଖବରପାଇ ଶ୍ୟାମ ନଗର ଥାନା ପୁଲିସ ଘଟଣାସ୍ଥଳରେ ପହଞ୍ଚିଛି । ପୋଲିସ ସିସିଟିଭି ଭିଡିଓ ଦେଖି ତଦନ୍ତ କରୁଛି । ଶ୍ୟାମ ନଗରରେ ଥିବା ଦାନା ପାଣି ରେଷ୍ଟୁରାଣ୍ଟ ପଛରେ ଏହି ଘଟଣା ଘଟିଛି । ଲରେନ୍ସ ବିଷ୍ଣୋଇ ଗ୍ୟାଙ୍ଗର ସମ୍ପତ୍ ନେହେରା ପୂର୍ବରୁ ତାଙ୍କୁ ଧମକ ଦେଇଥିଲେ । 
 

ସିଏମ୍ କିଷାନ
କାଲି ସମ୍ବଲପୁରରେ ସିଏମ୍ କିଷାନ ଯୋଜନାର ଶୁଭାରମ୍ଭ
ଭୁବନେଶ୍ୱର: ଗଣପର୍ବ ନୂଆଁଖାଇକୁ ନେଇ ଉତ୍ସବ ମୁଖର ସମଗ୍ର ପଶ୍ଚିମ ଓଡ଼ିଶା। ଇଷ୍ଟଦେବୀଙ୍କୁ ନବାନ୍ନ ଅର୍ପଣ ପରେ ନୁଆଁ ଖାଇବେ ଲୋକେ। କାଲି ସମ୍ବଲପୁରରେ ସିଏମ୍ କିଷାନ ଯୋଜନା
ଧର୍ମେନ୍ଦ୍ର
ତିନି ଦିନିଆ ଓଡ଼ିଶା ଗସ୍ତରେ ଧର୍ମେନ୍ଦ୍ର
ଭୁବନେଶ୍ୱର: ତିନି ଦିନିଆ ଓଡ଼ିଶା ଗସ୍ତରେ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ। ସନ୍ଧ୍ୟାରେ ଭୁବନେଶ୍ବରରେ ପହଞ୍ଚିଛନ୍ତି କେନ୍ଦ୍ରମନ୍ତ୍ରୀ। ଆଜି ଟ୍ରେନ୍ ଯୋଗ
ମହିଳା ଲାଭାର୍ଥୀ
ଓଡିଶା ଇତିହାସର ଗୋଟିଏ ଯୋଜନାରେ ସବୁଠୁ ଅଧିକ ମହିଳା ଲାଭାର୍ଥୀ
ଭୁବନେଶ୍ୱର: ସୁଭଦ୍ରା, ଓଡ଼ିଶା ଇତିହାସରେ ଗୋଟିଏ ଯୋଜନାରେ ସର୍ବାଧିକ ମହିଳା ଲାଭାର୍ଥୀ । ସାରା ରାଜ୍ୟରେ ଉଛୁଳା ଉତ୍ସାହ । ସୁଭଦ୍ରା ରଥର ଉଦଘାଟନ କଲେ ମୁଖ୍ୟମନ୍ତ୍ରୀ, କହିଲେ