ଆ-କା-ମା- ବୈ, ପାନ ଗୁଆ ଥୋଇ...
by Argus News
Mon, Nov 27 | 7:31 a.m.

ଅର୍ଗସ ବ୍ୟୁରୋ:  ଆ-କା-ମା- ବୈ ..  ପାନ ଗୁଆ ଥୋଇ .. ପାନ ଗୁଆ ତୋର, ମାସକ ଧରମ ମୋର .. । ଆଜି ପବିତ୍ର କାର୍ତ୍ତିକ ପୂର୍ଣ୍ଣିମା । ଧୁମଧାମରେ ପାଳନ ହେଉଛି ବର୍ଷର ପୂଣ୍ୟମାସ । ଜଳାଶୟ ସାଙ୍ଗକୁ ଦେବାଳୟ ମାନଙ୍କରେ ଶ୍ରଦ୍ଧାଳୁଙ୍କ ଭିଡ଼ । ନଦୀ, ପୋଖରୀ ଏବଂ ଜଳାଶୟ ପଠାରେ ଡଙ୍ଗା ଭସାଉଛନ୍ତି ହିନ୍ଦୁ ଧର୍ମାବଲମ୍ବୀ । ସେହିପରି ବିଭିନ୍ନ ସ୍ଥାନରେ ବୋଇତ ବନ୍ଦାଣ ଉତ୍ସବ ମଧ୍ୟ ମହାସମାରୋହରେ ଅନୁଷ୍ଠିତ ହେଉଛି ।  ଉତ୍କଳର ଗୌରବମୟ ନୌବାଣିଜ୍ୟ ପରମ୍ପରାକୁ ଉଜ୍ଜୀବିତ କରି ରଖିବାକୁ ବୋଇତ ବନ୍ଦାଣ ଉତ୍ସବ ଆୟୋଜିତ ହୋଇଆସୁଛି ।

ଅଧିକ ପଢ଼ନ୍ତୁ ଓଡ଼ିଶା ଖବର:

ପ୍ରଥମ ଟେଷ୍ଟ
ଆସନ୍ତାକାଲି ଭାରତ -ବାଲାଂଦେଶ ପ୍ରଥମ ଟେଷ୍ଟ
ନୂଆଦିଲ୍ଲୀ: ଆସନ୍ତାକାଲି ଭାରତ -ବାଲାଂଦେଶ ପ୍ରଥମ ଟେଷ୍ଟ। ଚେନ୍ନାଇର ଏମଏ ଚିଦାମ୍ବରମ ଷ୍ଟାଡିୟମରେ ଦୁଇ ଦଳ ମଧ୍ୟର ଟକ୍କର । ରୋହିତ ଶର୍ମାଙ୍କ ନେତୃତ୍ବର
ମଙ୍କିପକ୍ସ
ଭାରତରେ ଆଉ ଜଣେ ମଙ୍କିପକ୍ସ ଆକ୍ରାନ୍ତ ଚିହ୍ନଟ
ନୂଆଦିଲ୍ଲୀ: ଭାରତରେ ଆଉଜଣେ ମଙ୍କିପକ୍ସ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଆକ୍ରାନ୍ତଙ୍କ ଘର କେରଳରେ । ସେ କିଛି ଦିନତଳେ ୟୁଏଇରୁ ଫେରିଛନ୍ତି । ତାଙ୍କୁ ଆଇସୋଲେସନରେ ରଖ
ଚନ୍ଦ୍ରଯାନ
ଚନ୍ଦ୍ରଯାନ ୪ର ମିଶନ ପାଇଁ କେନ୍ଦ୍ର କ୍ୟାବିନେଟ୍‌ର ମଂଜୁରୀ
ନୂଆଦିଲ୍ଲୀ: ମହାକାଶରେ ଆହୁରି ଶକ୍ତିଶାଳୀ ହେବ ଭାରତ । ଚନ୍ଦ୍ରଯାନ ୪ ମିଶନକୁ କେନ୍ଦ୍ର କ୍ୟାବିନେଟର ମିଳିଛି ମଂଜୁରୀ । ବହୁ ପ୍ରତିକ୍ଷୀତ ଏହି ମିଶନ ପାଇଁ ୨୧୦୪କୋଟି ଟଙ୍କା ବ୍ୟ