ନିର୍ବାଚନୀ ସଭାରେ ପୁଷ୍ପଗୁଚ୍ଛ ଦେବା ସହ ହୁଳହୁଳି ପକାଇଥିବା ଅଭିଯାଗ
by Argus News
Thu, May 02 | 11:12 a.m.

ଅର୍ଗସ ବ୍ୟୁରୋ : ଆଦର୍ଶ ଆଚରଣ ଵିଧି ଉଲଘଂନ ଅଭିଯୋଗରେ ଦୁଇ ଜଣ ମିଶନଶକ୍ତିର ସିଆରପିଙ୍କୁ ନିଲମ୍ବିତ କରିଛନ୍ତି କେନ୍ଦ୍ରାପଡ଼ା ଜିଲ୍ଲାପାଳ ସୂର୍ଯ୍ୟବଂଶୀ ମୟୁର ବିକାଶ । ମହାକାଳପଡ଼ା ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ତାଳସଙ୍ଗା ପଞ୍ଚାୟତରେ ମନ୍ତ୍ରୀ ଅତନୁ ସବ୍ୟସାଚୀ ନାୟକ ରୋଡ଼ ସୋ ଓ ଶକ୍ତି ପ୍ରଦର୍ଶନ ପ୍ରଦର୍ଶନ କରିଥିଲେ । 

ଅଧିକ ପଢନ୍ତୁ ଓଡ଼ିଶା ଖବର

ଏଥିରେ ସିଆରପି ନର୍ମଦା ବସନ୍ତିଆ ଓ ପୁଷ୍ପାଞ୍ଜଳୀ ମହାନ୍ତି ଅତନୁଙ୍କୁ ପୁଷ୍ପ ଗୁଚ୍ଛ ଦେବା ସହ ହୁଳହୁଳି ପକାଇ ଥିଲେ । ଏହି ଖବର ବିଭିନ୍ନ ଗଣ ମାଧ୍ୟମରେ ପ୍ରକାଶ ପରେ ବିଜେପି ମହିଳା ମୋର୍ଚ୍ଚା ପକ୍ଷରୁ ରାଜ୍ୟ ନିର୍ବାଚନ ଅଧିକାରୀଙ୍କୁ ଅଭିଯୋଗ କରିଥିଲେ ।

ପଞ୍ଚାୟତ ସମିତି
ରୋଷଣୀ କରି ଆସିଲେ ତିର୍ତ୍ତୋଲ ବିଜେଡ଼ି ବିଧାୟକ ରମାକାନ୍ତ ଭୋଇ
ଜଗତସିଂହପୁର: ପଞ୍ଚାୟତ ସମିତି ବୈଠକକୁ ରୋଷଣୀ କରି ଆସିଲେ ତିର୍ତ୍ତୋଲ ବିଜେଡ଼ି ବିଧାୟକ ରମାକାନ୍ତ ଭୋଇ । ତିର୍ତ୍ତୋଲ ବ୍ଲକ ସମ୍ମିଳନୀ କକ୍ଷରେ ଚତୁର୍ଥ ପଞ୍ଚାୟତ ସମିତି ସାଧାର
TUMBBAD
Tumbbad: 2018ରେ ଯେତିକି କମେଇ ଥିଲା ତା ଠୁ ଅଧିକ ରି-ରିଲିଜ୍ ରେ କମେଇ ସାରିଲାଣି
ଅର୍ଗସ ବ୍ୟୁରୋ: Tumbbad । ଏହି ଫିଲ୍ମର ନାଁ ଶୁଣିବା ମାତ୍ରେ ସମସ୍ତଙ୍କ ମୁହଁରେ ଗୋଟିଏ କଥା । ମୁଭି ଟା ମାଷ୍ଟରପିସ୍ । ପୁରା ପୈସା ଅସୁଲ୍ । ଯିଏ ଥରେ ଦେଖିଛି ସିଏ ବାରମ୍ବାର ଦେଖିବାକ
ACCIDENT
ସେନା ଗାଡ଼ି ଓଲଟି 3 BSF ଯବାନ ସହିଦ, 32 ଯବାନ ଆହତ
ଅର୍ଗସ ବ୍ୟୁରୋ: ଜମ୍ମୁ କାଶ୍ମୀରରେ ବଡ଼ ଦୁର୍ଘଟଣା । ବଡ଼ଗାମରେ ସେନା ଗାଡ଼ି ଓଲଟି ପଡ଼ିବାରୁ 3 ଜଣ BSF ଯବାନ ସହିଦ ହେବା ସହ 32 ଯବାନ ଆହତ ହୋଇଛନ୍ତି । ଦୁର୍ଘଟଣା ପରେ ତୁରନ୍ତ 6