୧ କେଜି ୮୦ ଗ୍ରାମ ବ୍ରାଉନସୁଗାର ସହ ଜଣେ ଗିରଫ
by Argus News
Tue, Dec 19 | 3:05 p.m.

ଅର୍ଗସ ବ୍ୟୁରୋ : ଏସଟିଏଫ ପଞ୍ଝାରେ ବ୍ରାଉନ ସୁଗାର ପେଡିଲର । କେନ୍ଦୁଝର ଏନ୍‌ଏଚ୍-୨୦ର କୋଭିଡ ନିକଟରୁ ଏସ୍‌ଟିଏଫ୍ ୧ କେଜି ୮୦ ଗ୍ରାମ ବ୍ରାଉନସୁଗାର ଜବତ କରିବା ସହ ଜଣକୁ ଗିରଫ କରିଛି । ଅଭିଯୁକ୍ତ ହେଲା କେନ୍ଦୁଝର ଟାଉନ ଥାନା ଅନ୍ତର୍ଗତ ପୁରୁଣାବଜାର ଅଞ୍ଚଳର ରାଜେନ୍ଦ୍ର କୁମାର ମାଝୀ । 

ଅଧିକ ପଢନ୍ତୁ ଓଡ଼ିଶା ଖବର

ଏହି ଘଟଣାରେ ସମ୍ପୃକ୍ତ ଅନ୍ୟଜଣେ ଅଭିଯୁକ୍ତ ଶଙ୍କରପୁରର ମୁନା ବାରିକ ଫେରାର ହୋଇଯାଇଛି । ଜବତ ହୋଇଥିବା ବ୍ରାଉନସୁଗାରର ମୂଲ୍ୟ ୮୦ ଲକ୍ଷ ଟଙ୍କା ହେବ ବୋଲି ଜଣାପଡ଼ିଛି । ତେବେ ୨୦୨୦ରୁ ଏ ପର୍ଯ୍ୟନ୍ତ ୭୪ କେଜି ବ୍ରାଉନ ସୁଗାର ଜବତ କଲାଣି ଏସଟିଏଫ୍ ।

ସିଏମ୍ କିଷାନ
କାଲି ସମ୍ବଲପୁରରେ ସିଏମ୍ କିଷାନ ଯୋଜନାର ଶୁଭାରମ୍ଭ
ଭୁବନେଶ୍ୱର: ଗଣପର୍ବ ନୂଆଁଖାଇକୁ ନେଇ ଉତ୍ସବ ମୁଖର ସମଗ୍ର ପଶ୍ଚିମ ଓଡ଼ିଶା। ଇଷ୍ଟଦେବୀଙ୍କୁ ନବାନ୍ନ ଅର୍ପଣ ପରେ ନୁଆଁ ଖାଇବେ ଲୋକେ। କାଲି ସମ୍ବଲପୁରରେ ସିଏମ୍ କିଷାନ ଯୋଜନା
ଧର୍ମେନ୍ଦ୍ର
ତିନି ଦିନିଆ ଓଡ଼ିଶା ଗସ୍ତରେ ଧର୍ମେନ୍ଦ୍ର
ଭୁବନେଶ୍ୱର: ତିନି ଦିନିଆ ଓଡ଼ିଶା ଗସ୍ତରେ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ। ସନ୍ଧ୍ୟାରେ ଭୁବନେଶ୍ବରରେ ପହଞ୍ଚିଛନ୍ତି କେନ୍ଦ୍ରମନ୍ତ୍ରୀ। ଆଜି ଟ୍ରେନ୍ ଯୋଗ
ମହିଳା ଲାଭାର୍ଥୀ
ଓଡିଶା ଇତିହାସର ଗୋଟିଏ ଯୋଜନାରେ ସବୁଠୁ ଅଧିକ ମହିଳା ଲାଭାର୍ଥୀ
ଭୁବନେଶ୍ୱର: ସୁଭଦ୍ରା, ଓଡ଼ିଶା ଇତିହାସରେ ଗୋଟିଏ ଯୋଜନାରେ ସର୍ବାଧିକ ମହିଳା ଲାଭାର୍ଥୀ । ସାରା ରାଜ୍ୟରେ ଉଛୁଳା ଉତ୍ସାହ । ସୁଭଦ୍ରା ରଥର ଉଦଘାଟନ କଲେ ମୁଖ୍ୟମନ୍ତ୍ରୀ, କହିଲେ