କାଳବୈଶାଖୀର ତାଣ୍ଡବ : ମାର୍ଶାପାଳ ଗାଁରେ ଉଜୁଡିଲା ସୁନାର ଫସଲ
by Argus News
Tue, Apr 02 | 4:56 p.m.

ଅର୍ଗସ ବ୍ୟୁରୋ : କେନ୍ଦୁଝର ଜିଲ୍ଲା ଆନନ୍ଦପୁରରେ କାଳବୈଶାଖୀର ତାଣ୍ଡବ । ଭାଙ୍ଗିଲା ଘର ଉଜୁଡିଲା ଫସଲ । କୁଆପଥର ମାଡ଼ରେ ବ୍ୟାପକ ଫସଲ ଓ ପନିପରିବା ନଷ୍ଟ । ଧକୋଠା ପଞ୍ଚାୟତ ମାର୍ଶାପାଳ ଗାଁରେ ଦାଉ ସାଜିଛି କାଳବୈଶାଖୀ । କୁଆପଥର ମାଡ଼ରେ କିଛି ଲୋକଙ୍କ ଘର ଆଜବେଷ୍ଟ ଭାଙ୍ଗି ଯାଇଛି । ସେପଟେ ଫସଲ ନଷ୍ଟ ହେବାଫଳରେ ଚିନ୍ତାରେ ଚାଷୀକୂଳ । କ୍ଷୟକ୍ଷତିର ଆକଳନ କରି ସହାୟତା ଯୋଗାଇ ଦେବାକୁ ଦାବି କରିଛନ୍ତି ଲୋକେ । 

ଅଧିକ ପଢନ୍ତୁ ଓଡ଼ିଶା ଖବର

BJP
5m ago
ଭୋଟରଙ୍କୁ ପଦ୍ମ ଫୁଲ ଦେଇ ସମର୍ଥନ ଲୋଡିଲେ ଡାକ୍ତର ପୂର୍ଣ୍ଣଚନ୍ଦ୍ର ମହାପାତ୍ର
ଅର୍ଗସ ବ୍ୟୁରୋ : ବାରବାଟୀ-କଟକ ପ୍ରାର୍ଥୀ ଡାକ୍ତର ପୂର୍ଣ୍ଣଚନ୍ଦ୍ର ମହାପାତ୍ରଙ୍କ ନିଆରା ପ୍ରଚାର । ଭୋଟରଙ୍କୁ ପଦ୍ମ ଫୁଲ ଦେଇ ସମର୍ଥନ ଲୋଡିଲେ ଡାକ୍ତର ପୂର୍ଣ୍ଣଚନ୍ଦ୍ର ମହାପାତ୍ର । ଆଜ
MOTHER-IN-LAW
48m ago
ବୋହୂର ମାଡରେ ଶାଶୂ ଗୁରୁତର, ଭାଇରାଲ ହେଉଛି ମାଡ଼ ବେଳର ଦୃଶ୍ୟ
ଅର୍ଗସ ବ୍ୟୁରୋ : ବୋହୂର ମାଡରେ ୬୫ବର୍ଷୀୟ ଶାଶୂ ଗୁରୁତର । ଗୁରୁତର ଶାଶୂଙ୍କୁ ଉଦ୍ଧାର କରି ବାସୁଦେବପୁର ମେଡିକାଲରେ ଗ୍ରାମବାସୀ ମାନେ ଭର୍ତ୍ତି କରିଛନ୍ତି । ସେଠାରେ ତାଙ୍କ ଚିକିତ୍ସା ଜାର
MANMOHAN SAMAL
କାର୍ଯ୍ୟକ୍ରମରେ ଯୋଗଦେବା ସହ ଦଳୀୟ କର୍ମୀ ଓ ପ୍ରାର୍ଥୀଙ୍କ ମନୋବଳକୁ ସୁଦୃଢ କଲେ
ଅର୍ଗସ ବ୍ୟୁରୋ : ଆଜି ଦିନିକିଆ ଗସ୍ତରେ ମୟୂରଭଞ୍ଜ ଗସ୍ତରେ ଅଛନ୍ତି ବିଜେପି ରାଜ୍ୟ ସଭାପତି ମନମୋହନ ସାମଲ । ଦୁଇ ଦୁଇଟି କାର୍ଯ୍ୟକ୍ରମରେ ଯୋଗଦେଇ ଦଳୀୟ କର୍ମୀ ଓ ପ୍ରାର୍ଥୀଙ୍କ ମନବଳକୁ ସୁଦୃ