ଜୀବନ ହାରିଦେଲେ ନୃତ୍ୟ ଗୁରୁ ସାନ୍ତା ରାଓ
by Argus News
Thu, Aug 15 | 5:40 p.m.

ଖୋର୍ଦ୍ଧା: ଖୋର୍ଦ୍ଧା- ଓଡିଶୀ ନୃତ୍ୟ ଗୁରୁଙ୍କ ଆତ୍ମହତ୍ୟା । ଜଟଣୀ ଥାନା ଅଧିନ ମଧୁସୂଦନ ନଗର ସ୍ଥିତ ନିଜର ନୃତ୍ୟ ପ୍ରଭା ଡ୍ୟାନ୍ସ ଏକାଡେମୀରେ ବେକରେ ଓଢ଼ଣି ଲଗାଇ ନୃତ୍ୟ ଗୁରୁ ସାନ୍ତା ରାଓ ଆତ୍ମହତ୍ୟା କରିଥିବା ସୂଚନା ମିଳିଛି । ଘଟଣାସ୍ଥଳରେ ଜଟଣୀ ଥାନା ପୋଲିସ ପହଞ୍ଚି ମୃତ ଶରୀରକୁ ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରକୁ ପଠାଇ ତଦନ୍ତ ଆରମ୍ଭ କରିଛି । ଆତ୍ମହତ୍ୟାର କାରଣ ଅସ୍ପଷ୍ଟ ରହିଛି ।
 

ଗ୍ୟାସ ସିଲିଣ୍ଡର
ଗ୍ୟାସ ସିଲିଣ୍ଡର ବିସ୍ଫୋରଣ: ୬ ମୃତ
ଅର୍ଗସ ବ୍ୟୁରୋ: ଉତ୍ତର ପ୍ରଦେଶ ସିକନ୍ଦରାବାଦର ଆଶାପୁରୀ କଲୋନୀରେ ଏକ ଘରେ ଘଟିଥିବା ସିଲିଣ୍ଡର ବିସ୍ଫୋରଣରେ ଅତି କମରେ ୬ଜଣଙ୍କର ମୃତ୍ୟୁ ଘଟିଛି। ବୁଲନ୍ଦସହର ଜିଲା ମାଜିଷ୍ଟ୍ରେଟ ଏଏନଆ
ବେଙ୍ଗାଲୁରୁରେ ନିର୍ମାଣ
ବେଙ୍ଗାଲୁରୁରେ ନିର୍ମାଣାଧୀନ କୋଠା ଭୁଶୁଡ଼ିଲା: ଜଣେ ମୃତ
ଅର୍ଗସ ବ୍ୟୁରୋ: ବେଙ୍ଗାଲୁରୁରେ ଗତ କିଛି ଦିନ ହେଲା ପ୍ରବଳ ବର୍ଷା ଜାରି ରହିଛି । ଏଥିପାଇଁ ଜନଜୀବନ ପ୍ରଭାବିତ ହୋଇଛି । ପ୍ରବଳ ବର୍ଷା ଯୋଗୁଁ ସହରରେ ଏକ ନିର୍ମାଣାଧୀନ ବହୁତଳ କୋଠା ଭୁଶୁଡ଼
AUSTRALIA
ଅଷ୍ଟ୍ରେଲିଆରେ କେନ୍ଦ୍ରମନ୍ତ୍ରୀଙ୍କୁ ଭବ୍ୟ ସ୍ୱାଗତ
ଅର୍ଗସ ବ୍ୟୁରୋ: ଅଷ୍ଟ୍ରେଲିଆରେ ପହଞ୍ଚିଲେ କେନ୍ଦ୍ର ଶିକ୍ଷାମନ୍ତ୍ରୀ । ଗତ ଦୁଇ ଦିନ ଧରି ସିଙ୍ଗାପୁରରେ ସମସ୍ତ ସରକାରୀ କାର୍ଯ୍ୟକ୍ରମରେ ଯୋଗଦେବା ପରେ ଆଜି ଅଷ୍ଟ୍ରେଲିଆର ମେଲବର୍ଣ୍ଣର