GST କାଉନସିଲ ବୈଠକରେ ଯୋଗ ଦେବେ କେଭି ସିଂହଦେଓ 
by Argus News
Fri, Jun 21 | 2:23 p.m.

ଭୁବନେଶ୍ୱର: ୪ ଦିନିଆ ଦିଲ୍ଲୀ ଗସ୍ତରେ ଉପ ମୁଖ୍ୟମନ୍ତ୍ରୀ କେଭି ସିଂହଦେଓ । ଆସନ୍ତାକାଲି GST କାଉନସିଲ ବୈଠକରେ ଯୋଗ ଦେବେ । ରାଜ୍ୟରେ ବିଜେପି ସରକାର ହେବା ପରେ ପ୍ରଥମ ଥର ଦିଲ୍ଲୀ ଗସ୍ତରେ ଆସିଛନ୍ତି ଉପ ମୁଖ୍ୟମନ୍ତ୍ରୀ। ଓଡ଼ିଶାର ବିଭିନ୍ନ ଦାବି ଉପସ୍ଥାପନ କରିବେ ।

ଏହା ସହିତ ରାଷ୍ଟ୍ରପତି, ଉପରାଷ୍ଟ୍ରପତି,  ପ୍ରଧାନମନ୍ତ୍ରୀ, ମନ୍ତ୍ରୀଙ୍କୁ ଭେଟିବାର କାର୍ଯ୍ୟକ୍ରମ ରହିଛି । ଏହାସହିତ GST ବୈଠକ ପୂର୍ବରୁ ଆସନ୍ତାକାଲି ରାଜ୍ୟ ଅର୍ଥ ମନ୍ତ୍ରୀଙ୍କ ସହିତ କେନ୍ଦ୍ର ଅର୍ଥ ମନ୍ତ୍ରୀଙ୍କ ଆଲୋଚନା ରହିଛି । ସେଠାରେ ମଧ୍ୟ ସେ ଅର୍ଥମନ୍ତ୍ରୀଙ୍କ ସହ ଆଲୋଚନା କରିବେ ।
ଅଧିକ ପଢନ୍ତୁ ଓଡ଼ିଶା ଖବର 

ପ୍ଲାଣ୍ଟରେ ବିସ୍ଫୋରଣ
ନିଆଁ ପିଣ୍ଡୁଳା ସଫେଇ ସମୟରେ ଅଘଟଣ; 5 ଗୁରୁତର
ରାଉରକେଲା: ରାଉରକେଲା ଷ୍ଟିଲ୍ ପ୍ଲାଣ୍ଟରେ ବିସ୍ଫୋରଣ । Sms 1 ରେ ଘଟିଛି ବିସ୍ପୋରଣ । ସକାଳ ୯ ସମୟରେ sms 1 ରେ ସେଡ଼ରେ ନିଆଁ ପିଣ୍ଡୁଳା ସଫେଇ ସମୟରେ ଘଟିଛି ବିସ୍ଫୋରଣ । ବିସ୍ଫୋରଣର
ଭରତପୁର ଥାନା ଘଟଣା
ଭରତପୁର ଥାନା ଘଟଣା:ଗୁଜୁରାଟରେ  ୫ ପୋଲିସ ଅଧିକାରୀଙ୍କର ହେବ ପଲିଗ୍ରାଫ ଟେଷ୍ଟ
ଅର୍ଗସ ବ୍ୟୁରୋ:ଭରତପୁର ଥାନା ଘଟଣାକୁ ନେଇ ଏବେବି ଜାରି ରହିଛି ସସ୍ସପେନ୍ସ,ସତ ପାଇଁ ଚାଲିଛି ମହାନାଟକ,କେବେ ଧରାପଡିବ ସତ,ସାଧାରଣରେ ଉଠିଛି ପ୍ରଶ୍ନ। ଫଳାଫଳ ଉପରେ ରହିଛି ସମସ୍ତଙ୍କ ନଜର
ବିଦ୍ୟାଳୟରେ ତାଲା
ଦୁର୍ଗମରେ ଶିକ୍ଷାର ବିକଳ ଚିତ୍ର, ବିଦ୍ୟାଳୟରେ ପଡିଲା ତାଲା
ମାଲକାନଗିରି: ଦୁର୍ଗମରେ ଶିକ୍ଷାର ବିକଳ ଚିତ୍ର । ବିଦ୍ୟାଳୟରେ ପଡିଲା ତାଲା । ଛାତ୍ରଛାତ୍ରୀମାନେ ବାରଣ୍ଡାରେ ବସି ପଢିଲେ ପାଠ । ନାମକୁ ମାତ୍ର ପ୍ରଧାନଶିକ୍ଷକ । ଦିନେ ହେଲେ ମଧ୍