ରଥାରୂଢ ଶ୍ରୀଜୀଉଙ୍କ ଦର୍ଶନ ପାଇଁ ଲକ୍ଷାଧିକ ଭକ୍ତଙ୍କ ଭିଡ
by Argus News
Mon, Jul 08 | 8:28 a.m.

ପୁରୀ: ଅଧାବାଟରେ ଅଟକିଥିବା ୩ ରଥକୁ ଆଜି ପୁଣି ଟାଣିବେ ଶ୍ରଦ୍ଧାଳୁ । ରଥ ଉପରେ ମହାପ୍ରଭୁଙ୍କ ଦର୍ଶନ ପାଇଁ ଆଜି ବଡଦାଣ୍ଡରେ ଲକ୍ଷାଧିକ ଭକ୍ତଙ୍କ ସମାଗମ ହୋଇଛି । ରାଜନଅର ସମ୍ମୁଖରେ ଅଟକିଛି ଦେବୀ ସୁଭଦ୍ରାଙ୍କ ଦର୍ପଦଳନ ରଥ । ସେହିପରି ମରିଚିକୋଟ ଛକରେ ଅଟକିଛି ପ୍ରଭୁ ବଳଭଦ୍ରଙ୍କ ତାଳଧ୍ବଜ ରଥ । ସେହିପରି ସିଂହଦ୍ୱାରରୁ ଦୁଇ ପାଦ ଆଗରେ ଅଟକିଛି ନନ୍ଦିଘୋଷ ରଥ । 

ଭାଇ, ଭଉଣୀଙ୍କୁ ସାଙ୍ଗରେ ଧରି 9 ଦିନିଆ ଯାତ୍ରାରେ କାଳିଆ ସାଆନ୍ତ ।  ଭଜନ, ସଂକୀର୍ତନ, ଘଣ୍ଟନାଦ, ଜୟ ଜଗନ୍ନାଥ ଧ୍ବନିରେ କମ୍ପୁଛି ପୁରା ପରିବେଶ । 

୫ ଦଶନ୍ଧି ପରେ ଏଥର ଏକାଦିନେ ନବଯୌବନ, ନେତ୍ରୋତ୍ସବ ଓ ରଥଯାତ୍ରା ଭଳି ବିରଳ ସଂଯୋଗ ପଡୁଥିବାରୁ ଏଥର ଦୁଇଦିନିଆ ରଥଟଣା । କିଛି ସମୟ ପରେ ପୁଣି ରଥ ଟଣା ଆରମ୍ଭ ହେବ। 


 

ରାପିଡ ରେଲ୍
ଦେଶରେ ଗଡ଼ିଲା ପ୍ରଥମ ନମୋ ଭାରତ ରାପିଡ ରେଲ୍
ଅର୍ଗସ ବ୍ୟୁରୋ: ଦେଶରେ ଗଡ଼ିଲା ପ୍ରଥମ ନମୋ ଭାରତ ରାପିଡ ରେଲ । ଉଦ୍‌ଘାଟନ ପୂର୍ବରୁ ଦେଶର ପ୍ରଥମ ବନ୍ଦେ ଭାରତ ମେଟ୍ରୋ ଟ୍ରେନର ନାମ ବଦଳିଛି। ରେଲୱେ ପକ୍ଷରୁ ଏହି ସୂଚନା ଦିଆଯାଇଛି
ଓ୍ବାକଫ୍ ସଂଶୋଧନ ବିଲ୍
ଆରମ୍ଭ ହେବାକୁ ଯାଉଛି ଓ୍ବାକଫ୍ ସଂଶୋଧନ ବିଲ୍ ପାଇଁ ଗଠିତ ଯୁଗ୍ମ ସଂସଦୀୟ ଦ୍ବିତୀୟ ବୈଠକ
ଅର୍ଗସ ବ୍ୟୁରୋ: ଓ୍ବାକଫ୍ ସଂଶୋଧନ ବିଲ୍ ପାଇଁ ଗଠିତ ଯୁଗ୍ମ ସଂସଦୀୟ କମିଟିର ଦ୍ବିତୀୟ ବୈଠକ ହେବାକୁ ଯାଉଛି । ଆସନ୍ତା 19 ତାରିଖରୁ ପାଟନା ଲ କଲେଜରେ 2 ଦିନିଆ ବୈଠକ ଆରମ୍ଭ ହେବ । ବିଲ
କାଶତଣ୍ଡି
ବାଟୋଇକୁ ହାତ ଠାରି ଡାକୁଛି କାଶତଣ୍ଡି, କହୁଛି ନିଜର ପ୍ରେମ କାହାଣୀ...
ବ୍ରହ୍ମଗିରି: ପ୍ରକୃତିର କାନଭାସ୍ ରେ କାଶତଣ୍ଡି ଯେପରି ଏକ ତୂଳୀର ସ୍ପର୍ଶ । ତା’ର ବାସନା ନାହିଁ ସତ ହେଲେ ତା’ର ଶୁଭ୍ରରୂପ ବଦଳାଇ ଦିଏ ତନୁ ମନ । ସତରେ ବାଟୋଇଟିଏ ହଜିଯା