ଲଳିତେନ୍ଦୁ ବିଦ୍ୟାଧର ମହାପାତ୍ରଙ୍କ ମା'ଶୁଭଲକ୍ଷ୍ମୀ ଦେବୀଙ୍କ ବିୟୋଗରେ କେନ୍ଦ୍ରମନ୍ତ୍ରୀଙ୍କ ଶୋକ
by Argus News
Thu, Apr 04 | 1:03 p.m.

ଅର୍ଗସ ବ୍ୟୁରୋ: ବ୍ରହ୍ମଗିରିର ମାନ୍ୟବର ବିଧାୟକ ଲଳିତେନ୍ଦୁ ବିଦ୍ୟାଧର ମହାପାତ୍ରଙ୍କ ମା'ଙ୍କ ର ଭୁବନେଶ୍ୱର କ୍ୟାପିଟାଲ ହସ୍ପିଟାଲରେ ଆଜି ଦେହାନ୍ତ ହୋଇଯାଇଛି l ୯୩ ବର୍ଷ ବୟସରେ ଶୁଭଲକ୍ଷ୍ମୀ ଦେବୀଙ୍କ ପରଲୋକ ହୋଇଛି। ଏନେଇ ଶୋକ ବ୍ୟକ୍ତ କରିଛନ୍ତି କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ। 

କ୍ୟାପିଟାଲ ହସ୍ପିଟାଲରେ ପହଞ୍ଚି ସୋକସନ୍ତପ୍ତ ପରିବାରବର୍ଗଙ୍କୁ ଭେଟି ସମବେଦନା ଜଣାଇବାସହ ସ୍ବର୍ଗତ ଆତ୍ମାର ସଦଗତି କାମନା କରିଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ। ବିଜେପି ଦଳର ମୁଖ୍ୟ ସଚେତନ ମୋହନ ମାଝି ହସ୍ପିଟାଲରେ ମଧ୍ୟ ପହଞ୍ଚିଥିଲେ।

ଅଧିକ ପଢ଼ନ୍ତୁ ଓଡ଼ିଶା ଖବର 

ରାଜ୍ୟରେ ଲାଗୁ ହେବ
13m ago
ରାଜ୍ୟରେ ଲାଗୁ ହେବ ଜାତୀୟ ଶିକ୍ଷା ନୀତି 2020
ଅର୍ଗସ ବ୍ୟୁରୋ: ରାଜ୍ୟରେ ଲାଗୁ ହେବ ଜାତୀୟ ଶିକ୍ଷା ନୀତି 2020। ଓଡ଼ିଶାରେ ଜାତୀୟ ଶିକ୍ଷା ନୀତି 2020 ଲାଗୁ କରିବା ପାଇଁ ପୁନଃଗଠିତ ହେଲା ଟାସ୍କ ଫୋର୍ସ । ଅତିରିକ୍ତ ମୁଖ୍ୟ ଶାସନ ସଚିବ ତଥ
LUCKNOW
ଉତ୍ତରପ୍ରଦେଶର ଲକ୍ଷ୍ନୌକୁ ମିଳିବ ପ୍ରଥମ ଅନ୍ତର୍ଜାତୀୟ କନଭେସନ୍ ସେଣ୍ଟର
ଅର୍ଗସ ବ୍ୟୁରୋ: ଉତ୍ତରପ୍ରଦେଶର ଲକ୍ଷ୍ନୌକୁ ମିଳିବ ପ୍ରଥମ ଅନ୍ତର୍ଜାତୀୟ କନଭେସନ୍ ସେଣ୍ଟର। ୩୨ ଏକର ଜାଗାରେ ନିର୍ମାଣ ହେବ ଏହି ଅନ୍ତର୍ଜାତୀୟ ସମ୍ମିଳନୀ କକ୍ଷ । ଆସନ୍ତା
INDIA
ତିକ୍ତ ହେବାରେ ଲାଗୁଛି ଭାରତ ଓ କାନାଡା ସମ୍ପର୍କ
ଅର୍ଗସ ବ୍ୟୁରୋ: ଭାରତ ଓ କାନାଡା ଭିତରେ ସମ୍ପର୍କ ତିକ୍ତ ହେବାରେ ଲାଗୁଛି। ଏଥି ପାଇଁ କେବଳ କାନାଡା ପିଏମ ହିଁ ଦାୟୀ ବୋଲି କଡ଼ା ଜବାବ ରଖିଛି ଭାରତ। ପ୍ରଥମରୁ କନାଡାର