୧୫ ଜଣିଆ ଟିମ୍‌କୁ ନେଇ ଲେଜର ସ୍କାନିଂ
by Argus News
Tue, Nov 28 | 3:00 p.m.

ପୁରୀ:  ଶ୍ରୀମନ୍ଦିର ରତ୍ନଭଣ୍ଡାର ଲେଜର ସ୍କାନିଂ ଆରମ୍ଭ। ୧୫ ଜଣିଆ ଟିମ୍‌କୁ ନେଇ ଲେଜର ସ୍କାନିଂ। ଆର୍ଟିଷ୍ଟିକ, ସର୍ଭେଲାନ୍ସ, ଫଟୋଗ୍ରାଫି ଟିମ୍‌ ସାମିଲ।  ASI କୋର୍‌ କମିଟି ସଦସ୍ୟ, ଶ୍ରୀମନ୍ଦିର ବୈଷୟିକ ଟିମ୍‌ ଉପସ୍ଥିତ । ରିପୋର୍ଟ ଆସିବା ପରେ ରତ୍ନଭଣ୍ଡାର ପ୍ରସଙ୍ଗରେ ନିଷ୍ପତ୍ତି ନିଆଯିବ । ତେବେ ଏହାକୁ ସରକାର ସମୟ ଗଡାଇବାର ନୂଆ ଚାଲ୍ ବୋଲି ବୁଦ୍ଧିଜୀବୀଙ୍କ ଅଭିଯୋଗ ।

ରତ୍ନଭଣ୍ଡାର ଅସୁରକ୍ଷିତ । ୨୦୧୮ ମସିହାରୁ ଯାଞ୍ଚ ରିପୋର୍ଟରୁ ସ୍ପଷ୍ଟ । ଏକଥା  ସରକାର ବି ଜାଣିଛନ୍ତି । ଏହାସତ୍ତ୍ବେ ଲେଜର ସ୍କାନିଂର ଆବଶ୍ୟକତା ପଡିଲା କାହିଁକି ? । ହାଇକୋର୍ଟଙ୍କ ଚାପ ଯୋଗୁଁ ଏହା ରାଜ୍ୟ ସରକାରଙ୍କ ନୂଆ ଫନ୍ଦି ନୁହେଁ ତ ? ଯଦି ରତ୍ନଭଣ୍ଡାର ମରାମତି ହୁଏ ତାହେଲେ ଗଣତିରେ ଅସୁବିଧା କେଉଁଠି ? । 

ଅଧିକ ପଢନ୍ତୁ  ଓଡ଼ିଶା ଖବର 

ରାଜ୍ୟରେ ଲାଗୁ ହେବ
22m ago
ରାଜ୍ୟରେ ଲାଗୁ ହେବ ଜାତୀୟ ଶିକ୍ଷା ନୀତି 2020
ଅର୍ଗସ ବ୍ୟୁରୋ: ରାଜ୍ୟରେ ଲାଗୁ ହେବ ଜାତୀୟ ଶିକ୍ଷା ନୀତି 2020। ଓଡ଼ିଶାରେ ଜାତୀୟ ଶିକ୍ଷା ନୀତି 2020 ଲାଗୁ କରିବା ପାଇଁ ପୁନଃଗଠିତ ହେଲା ଟାସ୍କ ଫୋର୍ସ । ଅତିରିକ୍ତ ମୁଖ୍ୟ ଶାସନ ସଚିବ ତଥ
LUCKNOW
ଉତ୍ତରପ୍ରଦେଶର ଲକ୍ଷ୍ନୌକୁ ମିଳିବ ପ୍ରଥମ ଅନ୍ତର୍ଜାତୀୟ କନଭେସନ୍ ସେଣ୍ଟର
ଅର୍ଗସ ବ୍ୟୁରୋ: ଉତ୍ତରପ୍ରଦେଶର ଲକ୍ଷ୍ନୌକୁ ମିଳିବ ପ୍ରଥମ ଅନ୍ତର୍ଜାତୀୟ କନଭେସନ୍ ସେଣ୍ଟର। ୩୨ ଏକର ଜାଗାରେ ନିର୍ମାଣ ହେବ ଏହି ଅନ୍ତର୍ଜାତୀୟ ସମ୍ମିଳନୀ କକ୍ଷ । ଆସନ୍ତା
INDIA
ତିକ୍ତ ହେବାରେ ଲାଗୁଛି ଭାରତ ଓ କାନାଡା ସମ୍ପର୍କ
ଅର୍ଗସ ବ୍ୟୁରୋ: ଭାରତ ଓ କାନାଡା ଭିତରେ ସମ୍ପର୍କ ତିକ୍ତ ହେବାରେ ଲାଗୁଛି। ଏଥି ପାଇଁ କେବଳ କାନାଡା ପିଏମ ହିଁ ଦାୟୀ ବୋଲି କଡ଼ା ଜବାବ ରଖିଛି ଭାରତ। ପ୍ରଥମରୁ କନାଡାର