କାଲି ସମ୍ବଲପୁରରେ ସିଏମ୍ କିଷାନ ଯୋଜନାର ଶୁଭାରମ୍ଭ 
by Argus News
Sat, Sep 07 | 9:48 p.m.

 ଭୁବନେଶ୍ୱର:  ଗଣପର୍ବ ନୂଆଁଖାଇକୁ ନେଇ ଉତ୍ସବ ମୁଖର ସମଗ୍ର ପଶ୍ଚିମ ଓଡ଼ିଶା। ଇଷ୍ଟଦେବୀଙ୍କୁ ନବାନ୍ନ ଅର୍ପଣ ପରେ ନୁଆଁ ଖାଇବେ ଲୋକେ। କାଲି ସମ୍ବଲପୁରରେ ସିଏମ୍ କିଷାନ ଯୋଜନାର ଶୁଭାରମ୍ଭ କରିବେ ମୁଖ୍ୟମନ୍ତ୍ରୀ।

ମାଆ ସମଲେଶ୍ବରୀଙ୍କ ଦର୍ଶନ ସହ ନବାନ୍ନ ଗ୍ରହଣ କାର୍ଯ୍ୟକ୍ରମ॥ ସାଙ୍ଗରେ ଉପସ୍ଥିତ ରହିବେ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ॥ ମନ୍ତ୍ରୀ ସୂର୍ଯ୍ୟବଂଶୀ, ସୁରେଶ ପୂଜାରୀ, ରବି ନାଏକ ବି ହେବେ ସାମିଲ। 

ଅଧିକ ପଢନ୍ତୁ ଓଡ଼ିଶା ଖବର 

ରାପିଡ ରେଲ୍
ଦେଶରେ ଗଡ଼ିଲା ପ୍ରଥମ ନମୋ ଭାରତ ରାପିଡ ରେଲ୍
ଅର୍ଗସ ବ୍ୟୁରୋ: ଦେଶରେ ଗଡ଼ିଲା ପ୍ରଥମ ନମୋ ଭାରତ ରାପିଡ ରେଲ । ଉଦ୍‌ଘାଟନ ପୂର୍ବରୁ ଦେଶର ପ୍ରଥମ ବନ୍ଦେ ଭାରତ ମେଟ୍ରୋ ଟ୍ରେନର ନାମ ବଦଳିଛି। ରେଲୱେ ପକ୍ଷରୁ ଏହି ସୂଚନା ଦିଆଯାଇଛି
ଓ୍ବାକଫ୍ ସଂଶୋଧନ ବିଲ୍
ଆରମ୍ଭ ହେବାକୁ ଯାଉଛି ଓ୍ବାକଫ୍ ସଂଶୋଧନ ବିଲ୍ ପାଇଁ ଗଠିତ ଯୁଗ୍ମ ସଂସଦୀୟ ଦ୍ବିତୀୟ ବୈଠକ
ଅର୍ଗସ ବ୍ୟୁରୋ: ଓ୍ବାକଫ୍ ସଂଶୋଧନ ବିଲ୍ ପାଇଁ ଗଠିତ ଯୁଗ୍ମ ସଂସଦୀୟ କମିଟିର ଦ୍ବିତୀୟ ବୈଠକ ହେବାକୁ ଯାଉଛି । ଆସନ୍ତା 19 ତାରିଖରୁ ପାଟନା ଲ କଲେଜରେ 2 ଦିନିଆ ବୈଠକ ଆରମ୍ଭ ହେବ । ବିଲ
କାଶତଣ୍ଡି
ବାଟୋଇକୁ ହାତ ଠାରି ଡାକୁଛି କାଶତଣ୍ଡି, କହୁଛି ନିଜର ପ୍ରେମ କାହାଣୀ...
ବ୍ରହ୍ମଗିରି: ପ୍ରକୃତିର କାନଭାସ୍ ରେ କାଶତଣ୍ଡି ଯେପରି ଏକ ତୂଳୀର ସ୍ପର୍ଶ । ତା’ର ବାସନା ନାହିଁ ସତ ହେଲେ ତା’ର ଶୁଭ୍ରରୂପ ବଦଳାଇ ଦିଏ ତନୁ ମନ । ସତରେ ବାଟୋଇଟିଏ ହଜିଯା