ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗର ସମସ୍ତ ଅଧିକାରୀ ଓ କର୍ମଚାରୀମାନଙ୍କ ଛୁଟି ବାତିଲ୍
by Argus News
Tue, Oct 22 | 6:11 p.m.

ଅର୍ଗସ ବ୍ୟୁରୋ: ସମ୍ଭାବ୍ୟ ବାତ୍ୟା ପରିସ୍ଥିତିକୁ ଦୃଷ୍ଟିରେ ରଖି ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗର ସମସ୍ତ ଅଧିକାରୀ ଓ କର୍ମଚାରୀମାନଙ୍କ ଛୁଟି ଅକ୍ଟୋବର ୨୩-୨୫ ପର୍ଯ୍ୟନ୍ତ ବାତିଲ୍ କରାଯାଇଛି । ଏଥିସହିତ ଆବଶ୍ୟକସ୍ଥଳେ ଜିଲ୍ଲା ପ୍ରଶାସନ ଜିଲ୍ଲାର ଶିକ୍ଷକ, ଶିକ୍ଷୟିତ୍ରୀ ଓ କର୍ମଚାରୀମାନଙ୍କୁ ବାତ୍ୟା ପରିଚାଳନା କାର୍ଯ୍ୟରେ ନିୟୋଜିତ କରିପାରିବେ ‌। 

23 ରୁ 25 ଶିମିଳିପାଳ ବନ୍ଦ ଘୋଷଣା

ସେପଟେ ସମ୍ଭାବ୍ୟ ବାତ୍ୟା ପାଇଁ ଟ୍ରେନ ବାତିଲ ହୋଇଛି । ୮୫ ଅପ୍ ଓ ୯୩ ଟି ଡାଉନ ଟ୍ରେନ ବାତିଲ ହୋଇଛି । ଟ୍ରେନ୍ ବାତିଲ ନେଇ ରେଲଓ୍ୱେ ପକ୍ଷରୁ ସୂଚନା ଦିଆଯାଇଛି । ୨୩, ୨୪, ୨୫ ତାରିଖ ମଧ୍ୟରେ ମୋଟ୍ ୯୩ଟି ଟ୍ରେନ୍ ବାତିଲ -ହାଓ୍ୱଡା-ସିକନ୍ଦରାବାଦ, ସାଲିମାର-ପୁରୀ, ନୂଆଦିଲୀ- ଭୁବନେଶ୍ୱର ଟ୍ରେନ୍ ବାତିଲ ଘୋଷଣା ହୋଇଛି । 

ଦାନା ଭୟରେ କଞ୍ଚା ଧାନ ଅମଳ

 

ଗ୍ୟାସ ସିଲିଣ୍ଡର
ଗ୍ୟାସ ସିଲିଣ୍ଡର ବିସ୍ଫୋରଣ: ୬ ମୃତ
ଅର୍ଗସ ବ୍ୟୁରୋ: ଉତ୍ତର ପ୍ରଦେଶ ସିକନ୍ଦରାବାଦର ଆଶାପୁରୀ କଲୋନୀରେ ଏକ ଘରେ ଘଟିଥିବା ସିଲିଣ୍ଡର ବିସ୍ଫୋରଣରେ ଅତି କମରେ ୬ଜଣଙ୍କର ମୃତ୍ୟୁ ଘଟିଛି। ବୁଲନ୍ଦସହର ଜିଲା ମାଜିଷ୍ଟ୍ରେଟ ଏଏନଆ
ବେଙ୍ଗାଲୁରୁରେ ନିର୍ମାଣ
ବେଙ୍ଗାଲୁରୁରେ ନିର୍ମାଣାଧୀନ କୋଠା ଭୁଶୁଡ଼ିଲା: ଜଣେ ମୃତ
ଅର୍ଗସ ବ୍ୟୁରୋ: ବେଙ୍ଗାଲୁରୁରେ ଗତ କିଛି ଦିନ ହେଲା ପ୍ରବଳ ବର୍ଷା ଜାରି ରହିଛି । ଏଥିପାଇଁ ଜନଜୀବନ ପ୍ରଭାବିତ ହୋଇଛି । ପ୍ରବଳ ବର୍ଷା ଯୋଗୁଁ ସହରରେ ଏକ ନିର୍ମାଣାଧୀନ ବହୁତଳ କୋଠା ଭୁଶୁଡ଼
AUSTRALIA
ଅଷ୍ଟ୍ରେଲିଆରେ କେନ୍ଦ୍ରମନ୍ତ୍ରୀଙ୍କୁ ଭବ୍ୟ ସ୍ୱାଗତ
ଅର୍ଗସ ବ୍ୟୁରୋ: ଅଷ୍ଟ୍ରେଲିଆରେ ପହଞ୍ଚିଲେ କେନ୍ଦ୍ର ଶିକ୍ଷାମନ୍ତ୍ରୀ । ଗତ ଦୁଇ ଦିନ ଧରି ସିଙ୍ଗାପୁରରେ ସମସ୍ତ ସରକାରୀ କାର୍ଯ୍ୟକ୍ରମରେ ଯୋଗଦେବା ପରେ ଆଜି ଅଷ୍ଟ୍ରେଲିଆର ମେଲବର୍ଣ୍ଣର