ଆଜୀବନ ସଜା ସହ ୧୦ ହଜାର ଟଙ୍କାର ଜରିମାନା
by Argus News
Wed, Jun 26 | 5:49 p.m.

 କଟକ:  ବାପା ହତ୍ୟାକାରୀ ପୁଅକୁ ଆଜୀବନ ସଜା। କଟକ ଜିଲ୍ଲା ଦ୍ଵିତୀୟ ଦୌରା ଜଜ କୋର୍ଟ ଦେଲେ ଏହି ସଜା। ଆଜୀବନ ସଜା ସହ ୧୦ ହଜାର ଟଙ୍କାର ଜୋରିମାନା ଦେବା ପାଇଁ ନିର୍ଦ୍ଦେଶ। ଜରିମାନା ଅନାଦେୟ ଅଧିକ ଏକ ବର୍ଷ କାରାଦଣ୍ଡାଦେଶ ପାଇଁ ନିର୍ଦ୍ଦେଶ ଦେଇଛନ୍ତି କୋର୍ଟ।

ସନ୍ତୋଷ ସାହୁକୁ ଏହି ଆଜୀବନ କାରାଦଣ୍ଡାଦେଶ ପାଇଁ ନିର୍ଦ୍ଦେଶ ଦିଆଯାଇଛି। ଅଗଷ୍ଟ ୨୦୧୮ ମସିହାରେ ସିଡିଏ ସେକ୍ଟର ୭ ରେ ଘଟିଥିଲା ଏହି ହତ୍ୟାକାଣ୍ଡ ଘଟଣା। ବାପାକୁ ପେଟ୍ରୋଲ ଢ଼ାଳି ନିଆଁ ଲଗାଇ ହତ୍ୟା କରିଥିଲା ପୁଅ। ଏ ନେଇ ମର୍କତନଗର ଥାନାରେ ଏତଲା ଦିଆଯାଇଥିଲା। କୋର୍ଟ ୨୪ ଟି ଡକ୍ୟୁମେଣ୍ଟ ଓ ୨୮ ଜଣ ସାକ୍ଷୀଙ୍କ ଆଧାରରେ ଏହି କାରାଦଣ୍ଡାଦେଶ ସଜା ଶୁଣେଇଛନ୍ତି।  

ଅଧିକ ପଢନ୍ତୁ ଓଡ଼ିଶା ଖବର 

ନର୍ସିଂ ସଂଘ
5m ago
୪ ଦିନ ପରେ ଆନ୍ଦୋଳନରୁ ଓହରିଲେ ନର୍ସିଂ ସଂଘ
ଅର୍ଗସ ବ୍ୟୁରୋ : ୪ ଦିନ ପରେ ଆନ୍ଦୋଳନରୁ ଓହରିଲେ ନର୍ସିଂ ସଂଘ। ଶନିବାର ରାତି ୧୧ଟା ୩୦ରେ ଆନ୍ଦୋଳନ ପ୍ରତ୍ୟାହାର କରି ରାଜ୍ୟର ସମସ୍ତ ନର୍ସ କାର୍ଯ୍ୟରେ ଯୋଗ ଦେଇଛନ୍ତି
ଚାଲେଞ୍ଜ
ଦୁର୍ଗାପୂଜାରେ ପୋଲିସ ଆଗରେ ରହିବ ଅନେକ ଚାଲେଞ୍ଜ
ଭୁବନେଶ୍ୱର: ଦୁର୍ଗାପୂଜାରେ ପୋଲିସ ଆଗରେ ରହିବ ଅନେକ ଚାଲେଞ୍ଜ। ପୂଜା ମଣ୍ଡପ ସୁରକ୍ଷା ଠାରୁ ଆରମ୍ଭ କରି ଟ୍ରାଫିକ ନିୟନ୍ତ୍ରଣ, ସବୁକିଛି କିଭଳି ସୁଚାରୁ ରୂପେ ସମାପନ କରାଯି
ନର୍ସିଂ ସଂଘ
ଆଜିଠାରୁ ଆନ୍ଦୋଳନ ପ୍ରତ୍ୟାହାର ପାଇଁ ରାଜି ହେଲା ନର୍ସିଂ ସଂଘ
ଭୁବନେଶ୍ୱର: ଆନ୍ଦୋଳନରୁ ଓହରିବେ ନର୍ସିଂ ସଂଘ। ଆଜିଠାରୁ ଆନ୍ଦୋଳନ ପ୍ରତ୍ୟାହାର ପାଇଁ ରାଜି ହୋଇଛି ନର୍ସିଂ ସଂଘ। ଏ ନେଇ ସୂଚନା ଦେଇଛନ୍ତି ରାଜ୍ୟ ସ୍ବାସ୍ଥ୍ୟମନ୍ତ୍ରୀ ମୁକେ