ପଡ଼ିଆରେ ମ୍ୟାଚ ଚାଲୁଥିବାବେଳେ ବଜ୍ରପାତ
by Argus News
Tue, Feb 13 | 11:34 a.m.

ଅର୍ଗସ ବ୍ୟୁରୋ: ଇଣ୍ଡୋନେସିଆରୁ ଏକ ହୃଦୟ ବିଦାରକ ଖବର ଆସିଛି। ଏକ ଲାଇଭ ମ୍ୟାଚ ସମୟରେ ବଜ୍ରପାତରେ ଖେଳାଳିଙ୍କର ମୃତ୍ୟୁ ଘଟିଛି। ଏହି ଘଟଣାର ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେଉଛି। 

ଇଣ୍ଡୋନେସିଆରେ ଏକ ଫ୍ରେଣ୍ଡଲି ଫୁଟବଲ ମ୍ୟାଚ ସମୟରେ ଶନିବାର ଏହି ଘଟଣା ଘଟିଛି। ଏହି ଘଟଣାର ଭିଡିଓ ସୋସିଆଲ ମିଡିଆରେ ଅଧିକ ଭାଇରାଲ ହେବାରେ ଲାଗିଛି। ଭିଡିଓରେ ଆପଣ ଦେଖିପାରିବେ ଯେ, ଖରାପ ପାଗରେ ମ୍ୟାଚ ଖେଳାଯାଉଛି। ଏବଂ ସମସ୍ତ ଖେଳାଳି ପ୍ରତି ଧ୍ୟାନ ଦେଉଛନ୍ତି। ଏହି ସମୟ ମଧ୍ୟରେ ଜଣେ ଖେଳାଳିଙ୍କୁ ବିଜୁଳି ମାରିଛି। ଆଉ ସେ ତଳେ ପଡ଼ିଯାଇଛନ୍ତି। 

ଅଧିକ ପଢ଼ନ୍ତୁ କ୍ରୀଡ଼ା ଖବର 
 

ସିଏମ୍ କିଷାନ
କାଲି ସମ୍ବଲପୁରରେ ସିଏମ୍ କିଷାନ ଯୋଜନାର ଶୁଭାରମ୍ଭ
ଭୁବନେଶ୍ୱର: ଗଣପର୍ବ ନୂଆଁଖାଇକୁ ନେଇ ଉତ୍ସବ ମୁଖର ସମଗ୍ର ପଶ୍ଚିମ ଓଡ଼ିଶା। ଇଷ୍ଟଦେବୀଙ୍କୁ ନବାନ୍ନ ଅର୍ପଣ ପରେ ନୁଆଁ ଖାଇବେ ଲୋକେ। କାଲି ସମ୍ବଲପୁରରେ ସିଏମ୍ କିଷାନ ଯୋଜନା
ଧର୍ମେନ୍ଦ୍ର
ତିନି ଦିନିଆ ଓଡ଼ିଶା ଗସ୍ତରେ ଧର୍ମେନ୍ଦ୍ର
ଭୁବନେଶ୍ୱର: ତିନି ଦିନିଆ ଓଡ଼ିଶା ଗସ୍ତରେ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ। ସନ୍ଧ୍ୟାରେ ଭୁବନେଶ୍ବରରେ ପହଞ୍ଚିଛନ୍ତି କେନ୍ଦ୍ରମନ୍ତ୍ରୀ। ଆଜି ଟ୍ରେନ୍ ଯୋଗ
ମହିଳା ଲାଭାର୍ଥୀ
ଓଡିଶା ଇତିହାସର ଗୋଟିଏ ଯୋଜନାରେ ସବୁଠୁ ଅଧିକ ମହିଳା ଲାଭାର୍ଥୀ
ଭୁବନେଶ୍ୱର: ସୁଭଦ୍ରା, ଓଡ଼ିଶା ଇତିହାସରେ ଗୋଟିଏ ଯୋଜନାରେ ସର୍ବାଧିକ ମହିଳା ଲାଭାର୍ଥୀ । ସାରା ରାଜ୍ୟରେ ଉଛୁଳା ଉତ୍ସାହ । ସୁଭଦ୍ରା ରଥର ଉଦଘାଟନ କଲେ ମୁଖ୍ୟମନ୍ତ୍ରୀ, କହିଲେ