ବଜ୍ରପାତରୁ ଅଳ୍ପକେ ବର୍ତ୍ତିଲେ ପରିବାରର 6 ସଦସ୍ୟ  
by Argus News
Sun, Apr 07 | 1:38 p.m.

ବାଲେଶ୍ୱର:  ଜଳେଶ୍ଵରରେ ଘର ଉପରେ ପଡ଼ିଲା ବଜ୍ର । ଅଳ୍ପକେ ବର୍ତ୍ତିଲେ ପରିବାରର 6 ସଦସ୍ୟ । ବଜ୍ରପାତରେ ଭାଙ୍ଗିଗଲା ଆଜବେଷ୍ଟ, ଟିଭି ନଷ୍ଟ, ବିଦ୍ୟୁତ୍ ସଂଯୋଗ ବିଚ୍ଛିନ୍ନ ହୋଇଛି ।

ଜଳେଶ୍ଵରର ଚାଲନ୍ତି ଗାଁରେ ଜଣଙ୍କ ଘର ଉପରେ ସକାଳୁ ବଜ୍ରପାତ ହୋଇଥିଲା । ସ୍ଥାନୀୟ ଅଞ୍ଚଳରେ ଆଜି ସକାଳେ ବର୍ଷା ସହ ବଜ୍ରପାତ ହୋଇଛି  । 

ଅଧିକ ପଢନ୍ତୁ ଓଡ଼ିଶା ଖବର 

LUCKNOW
ଉତ୍ତରପ୍ରଦେଶର ଲକ୍ଷ୍ନୌକୁ ମିଳିବ ପ୍ରଥମ ଅନ୍ତର୍ଜାତୀୟ କନଭେସନ୍ ସେଣ୍ଟର
ଅର୍ଗସ ବ୍ୟୁରୋ: ଉତ୍ତରପ୍ରଦେଶର ଲକ୍ଷ୍ନୌକୁ ମିଳିବ ପ୍ରଥମ ଅନ୍ତର୍ଜାତୀୟ କନଭେସନ୍ ସେଣ୍ଟର। ୩୨ ଏକର ଜାଗାରେ ନିର୍ମାଣ ହେବ ଏହି ଅନ୍ତର୍ଜାତୀୟ ସମ୍ମିଳନୀ କକ୍ଷ । ଆସନ୍ତା
INDIA
ତିକ୍ତ ହେବାରେ ଲାଗୁଛି ଭାରତ ଓ କାନାଡା ସମ୍ପର୍କ
ଅର୍ଗସ ବ୍ୟୁରୋ: ଭାରତ ଓ କାନାଡା ଭିତରେ ସମ୍ପର୍କ ତିକ୍ତ ହେବାରେ ଲାଗୁଛି। ଏଥି ପାଇଁ କେବଳ କାନାଡା ପିଏମ ହିଁ ଦାୟୀ ବୋଲି କଡ଼ା ଜବାବ ରଖିଛି ଭାରତ। ପ୍ରଥମରୁ କନାଡାର
SAMEER
ନିର୍ବାଚନ ଲଢ଼ିବେ ସମୀର ୱାଙ୍ଖଡେ
ଅର୍ଗସ ବ୍ୟୁରୋ: ନିର୍ବାଚନ ଲଢ଼ିବେ ସମୀର ୱାଙ୍ଖଡେ। ବଲିଉଡ୍ ସୁପରଷ୍ଟାର ଶାହରୁଖ ଖାନଙ୍କ ପୁଅ ଆର୍ଯନଙ୍କୁ ଗିରଫ କରି ଚର୍ଚ୍ଚାକୁ ଆସିଥିଲେ। ଏକ ଡ୍ରଗ୍ସ ଡିଲ୍ ମାମଲାରେ 2021