କଣ୍ଟାବାଞ୍ଜି ଅବକାରୀ ବିଭାଗର ଚଢ଼ାଉ; ମଦ ଜବତ , ୨ ଗିରଫ
by Argus News
Tue, Jan 30 | 8:20 p.m.

ବଲାଙ୍ଗୀର: ବଲାଙ୍ଗୀର ଜିଲ୍ଲା କଣ୍ଟାବାଞ୍ଜି ଅବକାରୀ ବିଭାଗ ପକ୍ଷରୁ ଚଢ଼ାଉ କରାଯାଇଛି । ୩୪ ଲିଟର ଦେଶୀ ରନ୍ଧା ମଦ ଜବତ ହୋଇଥିବାବେଳେ ୨ ଜଣ ଗିରଫ ହୋଇଛନ୍ତି । ୨ ଅଭିଯୁକ୍ତମାନେ ହେଲେ ତୁରେକେଲା ଥାନା କୁଶପାଲି ଗାଁ ର ସଯମନି ମାଝୀ ଓ ମକୁନ୍ଦ ମାଝୀ । ଏକ ମାମଲା ରୁଜୁ କରି ମଦ ଜବତ କରିବା ସହ ଅଧିକ ତଦନ୍ତ ଆରମ୍ଭ କରୁଛି ଅବକାରୀ ବିଭାଗ । 

ତେବେ ମଦ ଜବତ କରିବା ସହ ସମ୍ପୃକ୍ତ ଥିବା ଦୁଇ ବ୍ୟବସାୟୀଙ୍କୁ ଗିରଫ କରି କୋର୍ଟ ଚାଲାଣ କରାଯାଇଛି । ଜାମିନ ନାମଞ୍ଜୁର ହେବାରୁ ବିଚାର ବିଭାଗୀୟ ଜେଲ ହାଜତକୁ ଦୁଇ ଜଣଙ୍କୁ ପଠାଯାଇଛି ।
 

ସିଏମ୍ କିଷାନ
କାଲି ସମ୍ବଲପୁରରେ ସିଏମ୍ କିଷାନ ଯୋଜନାର ଶୁଭାରମ୍ଭ
ଭୁବନେଶ୍ୱର: ଗଣପର୍ବ ନୂଆଁଖାଇକୁ ନେଇ ଉତ୍ସବ ମୁଖର ସମଗ୍ର ପଶ୍ଚିମ ଓଡ଼ିଶା। ଇଷ୍ଟଦେବୀଙ୍କୁ ନବାନ୍ନ ଅର୍ପଣ ପରେ ନୁଆଁ ଖାଇବେ ଲୋକେ। କାଲି ସମ୍ବଲପୁରରେ ସିଏମ୍ କିଷାନ ଯୋଜନା
ଧର୍ମେନ୍ଦ୍ର
ତିନି ଦିନିଆ ଓଡ଼ିଶା ଗସ୍ତରେ ଧର୍ମେନ୍ଦ୍ର
ଭୁବନେଶ୍ୱର: ତିନି ଦିନିଆ ଓଡ଼ିଶା ଗସ୍ତରେ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ। ସନ୍ଧ୍ୟାରେ ଭୁବନେଶ୍ବରରେ ପହଞ୍ଚିଛନ୍ତି କେନ୍ଦ୍ରମନ୍ତ୍ରୀ। ଆଜି ଟ୍ରେନ୍ ଯୋଗ
ମହିଳା ଲାଭାର୍ଥୀ
ଓଡିଶା ଇତିହାସର ଗୋଟିଏ ଯୋଜନାରେ ସବୁଠୁ ଅଧିକ ମହିଳା ଲାଭାର୍ଥୀ
ଭୁବନେଶ୍ୱର: ସୁଭଦ୍ରା, ଓଡ଼ିଶା ଇତିହାସରେ ଗୋଟିଏ ଯୋଜନାରେ ସର୍ବାଧିକ ମହିଳା ଲାଭାର୍ଥୀ । ସାରା ରାଜ୍ୟରେ ଉଛୁଳା ଉତ୍ସାହ । ସୁଭଦ୍ରା ରଥର ଉଦଘାଟନ କଲେ ମୁଖ୍ୟମନ୍ତ୍ରୀ, କହିଲେ