ଓଡିଶା ପାଇଁ ବିଜେପିର ଷ୍ଟାର ପ୍ରଚାରକ ତାଲିକା
by Argus News
Tue, Apr 23 | 5:53 p.m.

ଅର୍ଗସ ବ୍ୟୁରୋ :  ବିଜେପିର ଷ୍ଟାର କ୍ୟାମ୍ପେନର ।ଉଭୟ ଲୋକସଭା ବିଧାନସଭା ପାଇଁ ପ୍ରଚାର ତାଲିକା ଘୋଷଣା କଲା ବିଜେପି । ତାଲିକାର ଏକ ନମ୍ବରରେ ରହିଛନ୍ତି ପ୍ରଧାନମନ୍ତ୍ରୀ ମୋଦି । ୪୦ ଜଣିଆ ଷ୍ଟାର ପ୍ରଚାରକ ତାଲିକା ଘୋଷଣା କରିଛି ବିଜେପି । ଧର୍ମେନ୍ଦ୍ର ପ୍ରଧାନ, ନୀତିନ ଗଡକରି, ଯୋଗୀ ଆଦିତ୍ୟନାଥ , ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡା, ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ, ସ୍ୱରାଷ୍ଟ୍ର ମନ୍ତ୍ରୀ ଅମିତ ଶାହ ଆଦି ନାଁ ଘୋଷଣା ।

ଅଧିକ ପଢନ୍ତୁ ଓଡିଶା ଖବର

ସେହିପରି ୪ ରାଜ୍ୟର ମୁଖ୍ୟମନ୍ତ୍ରୀଙ୍କ ନାଁ ସାମିଲ ରହିଛି । ଯୋଗୀ ଆଦିତ୍ୟନାଥ, ମୋହନ ଯାଦବ, ହିମନ୍ତ ବିଶ୍ୱଶର୍ମା, ବିଷ୍ଣୁଦେଓ ସାଏ । ସ୍ମୃତି ଇରାନୀ, ବୈଜୟନ୍ତ ପଣ୍ଡା, ଅଶ୍ୱିନୀ ବୈଷ୍ଣବ , ଧର୍ମେନ୍ଦ୍ର ପ୍ରଧାନ, ମନମୋହନ ସାମଲ, ଅପରାଜିତା ଷଡ଼ଙ୍ଗୀ ତାଲିକାରେ 
ବି ତାଲିକାରେ । 

 

ସିଏମ୍ କିଷାନ
କାଲି ସମ୍ବଲପୁରରେ ସିଏମ୍ କିଷାନ ଯୋଜନାର ଶୁଭାରମ୍ଭ
ଭୁବନେଶ୍ୱର: ଗଣପର୍ବ ନୂଆଁଖାଇକୁ ନେଇ ଉତ୍ସବ ମୁଖର ସମଗ୍ର ପଶ୍ଚିମ ଓଡ଼ିଶା। ଇଷ୍ଟଦେବୀଙ୍କୁ ନବାନ୍ନ ଅର୍ପଣ ପରେ ନୁଆଁ ଖାଇବେ ଲୋକେ। କାଲି ସମ୍ବଲପୁରରେ ସିଏମ୍ କିଷାନ ଯୋଜନା
ଧର୍ମେନ୍ଦ୍ର
ତିନି ଦିନିଆ ଓଡ଼ିଶା ଗସ୍ତରେ ଧର୍ମେନ୍ଦ୍ର
ଭୁବନେଶ୍ୱର: ତିନି ଦିନିଆ ଓଡ଼ିଶା ଗସ୍ତରେ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ। ସନ୍ଧ୍ୟାରେ ଭୁବନେଶ୍ବରରେ ପହଞ୍ଚିଛନ୍ତି କେନ୍ଦ୍ରମନ୍ତ୍ରୀ। ଆଜି ଟ୍ରେନ୍ ଯୋଗ
ମହିଳା ଲାଭାର୍ଥୀ
ଓଡିଶା ଇତିହାସର ଗୋଟିଏ ଯୋଜନାରେ ସବୁଠୁ ଅଧିକ ମହିଳା ଲାଭାର୍ଥୀ
ଭୁବନେଶ୍ୱର: ସୁଭଦ୍ରା, ଓଡ଼ିଶା ଇତିହାସରେ ଗୋଟିଏ ଯୋଜନାରେ ସର୍ବାଧିକ ମହିଳା ଲାଭାର୍ଥୀ । ସାରା ରାଜ୍ୟରେ ଉଛୁଳା ଉତ୍ସାହ । ସୁଭଦ୍ରା ରଥର ଉଦଘାଟନ କଲେ ମୁଖ୍ୟମନ୍ତ୍ରୀ, କହିଲେ