ଚାଲିଛି ଭୋଟ: ଦିନ ୧ଟା ସୁଦ୍ଧା ୪୦%  ମତଦାନ 
by Argus News
Fri, Apr 19 | 2:58 p.m.

ନୂଆଦିଲ୍ଲୀ:  ଦେଶରେ ପ୍ରଥମ ପର୍ଯ୍ୟାୟ ନିର୍ବାଚନ ପାଇଁ ଚାଲିଛି ଭୋଟିଂ ।  ଦିନ 1ଟା ସୁଦ୍ଧା 40%  ମତଦାନ ହୋଇଛି। ଅରୁଣାଚଳ ପ୍ରଦେଶରେ 37 ପ୍ରତିଶତ, ସିକିମିରେ 36 ପ୍ରତିଶତ, ମିଜୋରାମରେ 37 ପ୍ରତିଶତ, ତାମିଲନାଡୁରେ 39 ପ୍ରତିଶତ, ୟୁପିରେ 37 ପ୍ରତିଶତ ମତଦାନ ହୋଇଛି।  

ପ୍ରଥମ ପର୍ଯ୍ୟାୟରେ ୧୭ ରାଜ୍ୟ ଓ ୪ କେନ୍ଦ୍ରଶାସିତ ଅଞ୍ଚଳର ମୋଟ୍ ୧୦୨ ସିଟ୍ ପାଇଁ ହେଉଛି ଭୋଟିଂ । ତାମିଲନାଡ଼ୁର ସମସ୍ତ ୩୯ ସିଟ୍, ରାଜସ୍ଥାନର ୧୨, ଉତ୍ତର ପ୍ରଦେଶର ୮, ମଧ୍ୟପ୍ରଦେଶର ୬, ଆସାମ-ମହାରାଷ୍ଟ୍ର-ଉତ୍ତରାଖଣ୍ଡର ୫ଟି ଲେଖାଏଁ ସିଟରେ ଭୋଟିଂ ହେଉଛି । ୧୦୨ଟି ଆସନରେ ମୋଟ୍ ୧୬୨୫ ଜଣ ପ୍ରାର୍ଥୀ ରହିଛନ୍ତି।

ଅଧିକ ପଢନ୍ତୁ ଭାରତ ଖବର 

SP
13m ago
ସପା ଓ କଂଗ୍ରେସ ମିଳିତ ଭାବେ ଦୁର୍ନୀତିର ଦୋକାନ ଚଳାଇବାକୁ ଚାହୁଁଛନ୍ତି: ମୋଦି
ଅର୍ଗସ ବ୍ୟୁରୋ: ଉତ୍ତର ପ୍ରଦେଶରେ ମୋଦିଙ୍କ ମାରାଥନ ପ୍ରଚାର । ୟୁପିର ଲାଲଗଞ୍ଜ, ଭଦହୀ, ଜୈନପୁର ଓ ଆଜମଗଡ଼ରେ ନିର୍ବାଚନୀ ଜନସଭାରୁ ବିରୋଧୀ ସମାଜବାଦୀ ପାର୍ଟି ସମେତ ଇଣ୍ଡି ମେଣ୍
HIMANTA
28m ago
ପାଣ୍ଡିଆନ୍ ଲୁଚାଇ ରଖିଛନ୍ତି ରତ୍ନଭଣ୍ଡାର ଚାବି: ହିମନ୍ତ ବିଶ୍ୱଶର୍ମା
ଅର୍ଗସ ବ୍ୟୁରୋ: ପାଣ୍ଡିଆନଙ୍କ ନାଁରେ ସଂଗୀନ ଅଭିଯୋଗ ଆଣିଲେ ଆସାମ ମୁଖ୍ୟମନ୍ତ୍ରୀ ହିମନ୍ତ ବିଶ୍ବଶର୍ମା । ପାଣ୍ଡିଆନ୍ ଲୁଚାଇ ରଖିଛନ୍ତି ରତ୍ନଭଣ୍ଡାର ଚାବି । ଜଟଣୀ ଛତାବରର
TUKUNI
49m ago
ବିଜେପି କର୍ମୀଙ୍କୁ ଆକ୍ରମଣ କଲେ ଟୁକୁନିଙ୍କ ଗୁଣ୍ଡା !
ଅର୍ଗସ ବ୍ୟୁରୋ: ଟୁକୁନି ସାହୁଙ୍କ ଗୁଣ୍ଡାଙ୍କ ଆତଙ୍କରାଜ୍ ! ବିଜେପି କର୍ମୀଙ୍କୁ ଆକ୍ରମଣ କଲେ ଟୁକୁନିଙ୍କ ଗୁଣ୍ଡା ! ପୁଣି ସୀମା ଟପିଲେ ମନ୍ତ୍ରୀ ଟୁକୁନି ସାହୁଙ୍