ୱାଏନାଡରୁ ନାମାଙ୍କନ ଦାଖଲ କଲେ ରାହୁଲ ଗାନ୍ଧୀ
by Argus News
Wed, Apr 03 | 2:36 p.m.

ଅର୍ଗସ ବ୍ୟୁରୋ: କଂଗ୍ରେସ ନେତା ରାହୁଲ ଗାନ୍ଧି କେରଳର ୱାଏନାଡ ଆସନରୁ ଆଜି ନାମାଙ୍କନ ଦାଖଲ କରିଛନ୍ତି । ଏହି ଆସନରେ ଦ୍ବିତୀୟ ପର୍ଯ୍ୟାୟ ଅର୍ଥାତ 26 ଏପ୍ରିଲରେ ମତଦାନ ହେବ । ପ୍ରାର୍ଥୀପତ୍ର ଦାଖଲ ବେଳେ କଂଗ୍ରେସ ସାଧାରଣ ସମ୍ପାଦିକା ପ୍ରିୟଙ୍କା ଗାନ୍ଧି ମଧ୍ୟ ଉପସ୍ଥିତ ରହିଥିଲେ । ୱାଏନାଡରୁ ଦ୍ବିତୀୟ ଥର ପାଇଁ ନିର୍ବାଚନ ଲଢିବାକୁ ଯାଉଛନ୍ତି ରାହୁଲ ଗାନ୍ଧି । ତାଙ୍କ ବିରୋଧରେ ବିଜେପି ପକ୍ଷରୁ କେରଳ ରାଜ୍ୟ ସଭାପତିଙ୍କୁ ପ୍ରାର୍ଥୀ କରାଯାଇଛି । ସେହିପରି ଏଲଡିଏଫ ତରଫରୁ ସିପିଆଇ ପ୍ରାର୍ଥୀ ଏନଇ ରାଜା ନିର୍ବାଚନ ଲଢୁଛନ୍ତି ।

ଆହୁରି ପଢନ୍ତୁ ରାଜନୀତି ଖବର...

ଭୟାବହ ଅଗ୍ନିକାଣ୍ଡ
12m ago
ଅନ୍ନପୂର୍ଣ୍ଣା ଫାଇନାନ୍ସ କାର୍ଯ୍ୟାଳୟରେ ଭୟାବହ ଅଗ୍ନିକାଣ୍ଡ
ବାଲେଶ୍ୱର: ରେମୁଣା ଗୋଲେଇ ସ୍ଥିତ ଅନ୍ନପୂର୍ଣ୍ଣା ଫାଇନାନ୍ସ କାର୍ଯ୍ୟାଳୟରେ ଭୟାବହ ଅଗ୍ନିକାଣ୍ଡ । ସର୍ଟସର୍କିଟରୁ ନିଆଁ ଲାଗିଥିବା ସନ୍ଦେହ କରାଯାଉଛି । ଏହି ଦୁର୍ଘଟଣାର
TANKA
13m ago
ଶଙ୍ଖ ଚିହ୍ନରେ ଭୋଟ ଦେବାକୁ କହି ୨୦୦ ଟଙ୍କା ଦିଆ ଯାଇଛି
ଅର୍ଗସ ବ୍ୟୁରୋ: ର୍ନିବାଚନ ଯେତେ ପାଖେଇ ଆସୁଛି ବର୍ତ୍ତମାନ ସେତେ ଜୋରରେ ପ୍ରଚାର ପ୍ରସାର କରାଯାଉଛି । ଆଉ ଭୋଟରଙ୍କୁ କିଣିବା ପାଇଁ ସଭାରେ ପୁଳା ପୁଳା ଟଙ୍କା ଵଣ୍ଟା ଯାଉଛି । ନବୀନଙ୍
TIGER
23m ago
ଧରାପଡିଲା ସହରୀ ବାଘ
ଅର୍ଗସ ବ୍ୟୁରୋ: ଧରାପଡିଲା ସହରୀ ବାଘ । ଏହା ଏକ କଲରା ପତରିଆ ବାଘ ବୋଲି ପ୍ରତ୍ୟକ୍ଷଦର୍ଶୀ ଙ୍କ ପକ୍ଷରୁ ସୂଚନା ମିଳିଛି । ଆଜି ସକାଳ ୬.୪୦ ମିନିଟ ସମୟରେ ସହରର ଭଞ୍ଜପୁ