ଦିନିକିଆ ଓଡିଶା ଗସ୍ତରେ ଲୋକସଭା ବାଚସ୍ପତି  ଓମ୍ ବିର୍ଲା
by Argus News
Sun, Oct 27 | 10:27 a.m.

ଅର୍ଗସ ବ୍ୟୁରୋ:  ଦିନିକିଆ ଓଡିଶା ଗସ୍ତରେ ଆସି ଭୁବନେଶ୍ବର ବିମାନବନ୍ଦରରେ ପହଞ୍ଚିଲେ ଲୋକସଭା ବାଚସ୍ପତି  ଓମ୍ ବିର୍ଲା । ଆଜି ଏକ ବିଶ୍ଵବିଦ୍ୟାଳୟର କାର୍ଯ୍ୟକ୍ରମରେ ଯୋଗଦାନ କରିବା ସହ ବିଦ୍ୟାର୍ଥୀମାନଙ୍କ ସହ କରିବେ ଆଲୋଚନା। ଭାରତୀୟ  ଯୁବକଙ୍କ ରାଷ୍ଟ୍ର ଗଠନରେ କଣ ଯୋଗଦାନ ରହିଛି ସେ ନେଇ ଆଲୋଚନା ହେବ । ଏହା ସହ ଭୁବନେଶ୍ୱରରେ କିଛି ଲୋକପ୍ରତିନିଧିଙ୍କ ସହ ଭେଟିବାର କାର୍ଯ୍ୟକ୍ରମ ମଧ୍ୟ ରହିଛି  । ଓମ୍‌ ବିର୍ଲାଙ୍କ ସୁରକ୍ଷାକୁ ଦୃଷ୍ଟିରେ ରଖି ସୁରକ୍ଷା ବ୍ୟବସ୍ଥା କଡାକଡି କରାଯାଇଛି।

ଅଧିକ ପଢ଼ନ୍ତୁ ଓଡିଶା ଖବର:

ଘନ କୁହୁଡ଼ି
ଘନ କୁହୁଡ଼ି ଘେରରେ ନୀଳଗିରି
ଅର୍ଗସ ବ୍ୟୁରୋ: ଘନ କୁହୁଡି ଘେରରେ ନୀଳଗିରି। ଘର ଦ୍ୱାର ରାସ୍ତା ଘାଟ ସବୁଠି ଘନ କୁହୁଡି ଆସ୍ତରଣରେ ଆଚ୍ଛାଦିତ ହୋଇ ରହିଛି। କୁହୁଡି ଫଳରେ ରାସ୍ତାରେ ଯାତାୟାତରେ ଜନସାଧାରଣ ସହ ସ୍କୁଲ କଲେ
ଜାଆଁଳା ପିଲା ..
ଏହି ଗାଁ ରେ ଖାଲି ଜାଆଁଳା ପିଲା ..
ନୂଆଦିଲ୍ଲୀ: ଆଜି ଆମେ ଆପଣଙ୍କୁ ଭାରତର ଏକ ଅଭୂତ ଗାଁ ବିଷୟରେ କହିବୁ , ଯାହା ଜାଣିବା ପରେ ଆପଣ ବି ଆଶ୍ଚର୍ଯ୍ୟ ଓ ଚକିତ ହେବେ । କାରଣ ଇଏ ଏମିତି ଏକ ଗାଁ, ଯେଉଁଠି ପିଲା ଜନ୍ମ ହେବ
ଦୋଷା
ଦିଓ୍ୱାଲୀ ପାଇଁ ନାଗପୁରରେ ନନଷ୍ଟପ୍ ଦୋଷା
ନୂଆଦିଲ୍ଲୀ: ଦିଓ୍ବାଲୀ ପାଇଁ ନାଗପୁରରେ ନନଷ୍ଟପ୍ ଦୋଷା। ହଁ ଦର୍ଶକବଦ୍ଧୁ ନାଗପୁରର ବିଷ୍ଣୁ ମନୋହର ନାମକ ଜଣେ ସେଫ୍ ୨୪ ଘଣ୍ଟା ଧରି ନନଷ୍ଟପ୍ ଦୋଷା ତିଆରି କରି ସୃଷ୍ଟି କରିଛନ୍ତ