ଗଣତନ୍ତ୍ରର ମହାନ ପର୍ବରେ ସାମିଲ ହେଲେ ସଦଗୁରୁ
by Argus News
Fri, Apr 19 | 12:13 p.m.

ଅର୍ଗସ ବ୍ୟୁରୋ: ଭୋଟ ଦେଲେ ଆଧ୍ୟାତ୍ମିକ ଗୁରୁ ଓ ଇସା ପାଉଣ୍ଡେସନର ଫାଉଣ୍ଡର୍ ସଦଗୁରୁ । ଗଣତନ୍ତ୍ରର ମହାନ ପର୍ବରେ ସାମିଲ ହେଲେ ସଦଗୁରୁ । ତାମିଲନାଡ଼ୁର କୋଏମ୍ବାଟୁରରେ ନିଜର ମତ ସାବ୍ୟସ୍ତ କରିଛନ୍ତି ସଦଗୁରୁ ଜାଗି ବାସୁଦେବ । 

 

ଗଣତନ୍ତ୍ରର ମହାପର୍ବ । ଦେଶରେ ପ୍ରଥମ ପର୍ଯ୍ୟାୟ ନିର୍ବାଚନ ପାଇଁ ଚାଲିଛି ଭୋଟିଂ ।  ଗଣତନ୍ତ୍ରର ମହାପର୍ବରେ ସାମିଲ ହେଉଛନ୍ତି ଜନତା । ପ୍ରଥମ ପର୍ଯ୍ୟାୟରେ ୧୭ ରାଜ୍ୟ ଓ ୪ କେନ୍ଦ୍ରଶାସିତ ଅଞ୍ଚଳର ମୋଟ୍ ୧୦୨ ସିଟ୍ ପାଇଁ ହେଉଛି ଭୋଟିଂ । ତାମିଲନାଡ଼ୁର ସମସ୍ତ ୩୯ ସିଟ୍, ରାଜସ୍ଥାନର ୧୨, ଉତ୍ତର ପ୍ରଦେଶର ୮, ମଧ୍ୟପ୍ରଦେଶର ୬, ଆସାମ-ମହାରାଷ୍ଟ୍ର-ଉତ୍ତରାଖଣ୍ଡର ୫ଟି ଲେଖାଏଁ ସିଟରେ ଚାଲିଛି ଭୋଟିଂ । ସେହିପରି ପୁଡ଼ୁଚେରୀ, ଲାକ୍ଷଦ୍ୱୀପ, ଜମ୍ମୁକାଶ୍ମୀର, ଆଣ୍ଡାମାନ ଓ ନିକୋବର ଦ୍ବୀପପୁଞ୍ଜର ଗୋଟିଏ ଲେଖାଏଁ ସିଟରେ ବି ମତଦାନ କରୁଛନ୍ତି ଜନତା । 
 

ଆହୁରି ପଢନ୍ତୁ ରାଜନୀତି ଖବର...

ପଞ୍ଚାୟତ ସମିତି
ରୋଷଣୀ କରି ଆସିଲେ ତିର୍ତ୍ତୋଲ ବିଜେଡ଼ି ବିଧାୟକ ରମାକାନ୍ତ ଭୋଇ
ଜଗତସିଂହପୁର: ପଞ୍ଚାୟତ ସମିତି ବୈଠକକୁ ରୋଷଣୀ କରି ଆସିଲେ ତିର୍ତ୍ତୋଲ ବିଜେଡ଼ି ବିଧାୟକ ରମାକାନ୍ତ ଭୋଇ । ତିର୍ତ୍ତୋଲ ବ୍ଲକ ସମ୍ମିଳନୀ କକ୍ଷରେ ଚତୁର୍ଥ ପଞ୍ଚାୟତ ସମିତି ସାଧାର
TUMBBAD
Tumbbad: 2018ରେ ଯେତିକି କମେଇ ଥିଲା ତା ଠୁ ଅଧିକ ରି-ରିଲିଜ୍ ରେ କମେଇ ସାରିଲାଣି
ଅର୍ଗସ ବ୍ୟୁରୋ: Tumbbad । ଏହି ଫିଲ୍ମର ନାଁ ଶୁଣିବା ମାତ୍ରେ ସମସ୍ତଙ୍କ ମୁହଁରେ ଗୋଟିଏ କଥା । ମୁଭି ଟା ମାଷ୍ଟରପିସ୍ । ପୁରା ପୈସା ଅସୁଲ୍ । ଯିଏ ଥରେ ଦେଖିଛି ସିଏ ବାରମ୍ବାର ଦେଖିବାକ
ACCIDENT
ସେନା ଗାଡ଼ି ଓଲଟି 3 BSF ଯବାନ ସହିଦ, 32 ଯବାନ ଆହତ
ଅର୍ଗସ ବ୍ୟୁରୋ: ଜମ୍ମୁ କାଶ୍ମୀରରେ ବଡ଼ ଦୁର୍ଘଟଣା । ବଡ଼ଗାମରେ ସେନା ଗାଡ଼ି ଓଲଟି ପଡ଼ିବାରୁ 3 ଜଣ BSF ଯବାନ ସହିଦ ହେବା ସହ 32 ଯବାନ ଆହତ ହୋଇଛନ୍ତି । ଦୁର୍ଘଟଣା ପରେ ତୁରନ୍ତ 6