ନନ୍ଦିଘୋଷରେ ବିଜେହେଲେ ପ୍ରଭୁ ଶ୍ରୀ ଜଗନ୍ନାଥ
by Argus News
Sun, Jul 07 | 3:49 p.m.

ଅର୍ଗସ ବ୍ୟୁରୋ: ନନ୍ଦିଘୋଷରେ ବିଜେକଲେ ପ୍ରଭୁ ଶ୍ରୀ ଜଗନ୍ନାଥ । ଧାଡି ପହଣ୍ଡିରେ ଆସି ରଥରେ ବିଜେ କଲେ ମହାପ୍ରଭୁ । ଝୁଲି ଝୁଲି ଆସି ରଥରେ ବିରାଜ କଲେ କାଳିଆ ଠାକୁର । ଘଣ୍ଟ, ଘଣ୍ଟା, ମୃଦଙ୍ଗ, ହରିବୋଲ, ହୁଳହୁଳି ନାଦରେ ପ୍ରକମ୍ପିତ ହେଲା ପରିବେଶ । 

ରଥାରୂଢହେଲେ ୩ ଠାକୁର । ତାଳଧ୍ୱଜରେ ବଡ ଠାକୁର, ଦର୍ପଦଳନରେ ମା ସୁଭଦ୍ରା ବିଜେ କରିଛନ୍ତି । ରଥାରୂଢ ଠାକୁରଙ୍କୁ ଦେଖିବାକୁ ବଡଦାଣ୍ଡରେ ଲାଗିଛି ଭକ୍ତଙ୍କ ଗହଳି। 

ଅଧିକ ପଢ଼ନ୍ତୁ ଓଡ଼ିଶା ଖବର 
 

ଗ୍ୟାସ୍‌ ଲିକ୍
କେମିକାଲ ଫ୍ୟାକ୍ଟ୍ରିରୁ ଗ୍ୟାସ୍‌ ଲିକ୍ , ବର୍ତ୍ତମାନ ସ୍ଥିତି ନିୟନ୍ତ୍ରଣ
ଅର୍ଗସ ବ୍ୟୁରୋ : କେମିକାଲ ଫ୍ୟାକ୍ଟ୍ରିରୁ ଗ୍ୟାସ୍‌ ଲିକ୍‌ ଘଟଣା। ସଘଟଣା ସ୍ଥଳରେ ପହଞ୍ଚିଲେ ଅତିରିକ୍ତ ଜିଲ୍ଲାପାଳ। ଘଟଣା ସ୍ଥଳରେ ପହଞ୍ଚି ସ୍ଥିତି ପରଖିବାଛନ୍ତି। ଅଗ୍ନିଶମ
ମଟନ୍ ବିରିୟାନୀ
ଜେଲରେ କଏଦୀଙ୍କୁ ମିଳିବ ମଟନ୍ ବିରିୟାନୀ
ଅର୍ଗସ ବ୍ୟୁରୋ : କଏଦୀଙ୍କ ପାଇଁ ଦଶହରା ଭେଟି । ଜେଲରେ ମିଳିବ ବିରିୟାନୀର ମଜା । ପଶ୍ଚିମବଙ୍ଗ ସରକାରଙ୍କ ନିଷ୍ପତ୍ତି । ଅକ୍ଟୋବର ୯ରୁ ୧୨ ତାରିଖ ଯାଏଁ ଜେଲରେ କଏଦୀଙ୍କୁ ମିଳିବ ସ୍ବାଦିଷ୍
ହରିୟାଣା ନିର୍ବାଚନ
ହରିୟାଣା ନିର୍ବାଚନ ; ସଂଧ୍ୟା ୬ଟା ସୁଦ୍ଧା ହୋଇଛି ୬୫ ପ୍ରତିଶତ ମତଦାନ
ଅର୍ଗସ ବ୍ୟୁରୋ : ଶେଷ ହୋଇଛି ହରିୟାଣା ନିର୍ବାଚନ । ନିର୍ବାଚନ କମିଶନ ତଥ୍ୟ ଅନୁସାରେ ସଂଧ୍ୟା 6ଟା ସୁଦ୍ଧା ହୋଇଛି 65 ପ୍ରତିଶତ ମତଦାନ । ଗତ 1 ତାରିଖରେ ଜମ୍ମୁ କାଶ୍ମୀର ନିର୍ବାଚନ ଶେଷ ହେବ