ସୁଦୃଶ୍ୟ ଲଘୁଚାପରେ ପରିଣତ ହେଲା ଲଘୁଚାପ
by Argus News
Wed, Nov 29 | 4:03 p.m.

ଅର୍ଗସ ବ୍ୟୁରୋ: କାଲିର ଲଘୁଚାପ କ୍ଷେତ୍ର ଆଜି ସୁଦୃଶ ଲଘୁଚାପ କ୍ଷେତ୍ରରେ ପରିଣତ ହୋଇଛି । ଦକ୍ଷିଣ ଆଣ୍ଡାମାନ ସାଗର ଅଞ୍ଚଳରେ ସୃଷ୍ଟି ହୋଇଛି ସଦୃଶ ଲଘୁଚାପ। ଯାହା ବୁଧବାର ସୁଦୃଶ୍ୟ ଲଘୁଚାପରେ ପରିଣତ ହୋଇଛି। ଗୁରୁବାର ସୁଦ୍ଧା ଅବପାତର ରୂପ ନେବ ସୁଦୃଶ୍ର ଲଘୁଚାପ। ପରବର୍ତ୍ତୀ ୪୮ ଘଣ୍ଟାରେ ବାତ୍ୟାର ରୂପ ନେବା ସମ୍ଭାବନା ରହିଛି। 

ସେପଟେ ସମ୍ଭାବ୍ୟ ବାତ୍ୟା ନେଇ ୭ ଜିଲ୍ଲାପାଳଙ୍କୁ ଚିଠି ଲେଖିଛନ୍ତି ସ୍ବତନ୍ତ୍ର ରିଲିଫ କମିଶନର। ସମ୍ଭାବ୍ୟ ବାତ୍ୟା ନେଇ ୭ ଜିଲ୍ଲା ବାଲେଶ୍ବର, ଭଦ୍ରକ, କେନ୍ଦ୍ରାପଡ଼ା, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ଗଞ୍ଜାମର ଜିଲ୍ଲାପାଳଙ୍କୁ src ଚିଠି ଲେଖିଛନ୍ତି। ଡିସେମ୍ବର ୧ ତାରିଖରୁ ସମୁଦ୍ରରେ ପବନ ବହିବ। ଫଳରେ ସମୁଦ୍ର ଅଶାନ୍ତ ରହିବ। ୧ ତାରିଖରୁ ମତ୍ସ୍ୟଜୀବୀଙ୍କୁ ଗଭୀର ସମୁଦ୍ର ମଧ୍ୟରୁ ଯିବାକୁ ବାରଣ ନିର୍ଦ୍ଦେଶ ରହିଛି। ଯେଉଁମାନେ ସମୁଦ୍ର ଭିତରେ ଅଛନ୍ତି ସେମାନେ ୧ ତାରିଖ ପୂର୍ବରୁ ଫେରିବାକୁ ପରାମର୍ଶ ଦିଆଯାଇଛି। 

ଅଧିକ ପଢ଼ନ୍ତୁ ପାଣିପାଗ ଖବର 
 

ସିଏମ୍ କିଷାନ
କାଲି ସମ୍ବଲପୁରରେ ସିଏମ୍ କିଷାନ ଯୋଜନାର ଶୁଭାରମ୍ଭ
ଭୁବନେଶ୍ୱର: ଗଣପର୍ବ ନୂଆଁଖାଇକୁ ନେଇ ଉତ୍ସବ ମୁଖର ସମଗ୍ର ପଶ୍ଚିମ ଓଡ଼ିଶା। ଇଷ୍ଟଦେବୀଙ୍କୁ ନବାନ୍ନ ଅର୍ପଣ ପରେ ନୁଆଁ ଖାଇବେ ଲୋକେ। କାଲି ସମ୍ବଲପୁରରେ ସିଏମ୍ କିଷାନ ଯୋଜନା
ଧର୍ମେନ୍ଦ୍ର
ତିନି ଦିନିଆ ଓଡ଼ିଶା ଗସ୍ତରେ ଧର୍ମେନ୍ଦ୍ର
ଭୁବନେଶ୍ୱର: ତିନି ଦିନିଆ ଓଡ଼ିଶା ଗସ୍ତରେ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ। ସନ୍ଧ୍ୟାରେ ଭୁବନେଶ୍ବରରେ ପହଞ୍ଚିଛନ୍ତି କେନ୍ଦ୍ରମନ୍ତ୍ରୀ। ଆଜି ଟ୍ରେନ୍ ଯୋଗ
ମହିଳା ଲାଭାର୍ଥୀ
ଓଡିଶା ଇତିହାସର ଗୋଟିଏ ଯୋଜନାରେ ସବୁଠୁ ଅଧିକ ମହିଳା ଲାଭାର୍ଥୀ
ଭୁବନେଶ୍ୱର: ସୁଭଦ୍ରା, ଓଡ଼ିଶା ଇତିହାସରେ ଗୋଟିଏ ଯୋଜନାରେ ସର୍ବାଧିକ ମହିଳା ଲାଭାର୍ଥୀ । ସାରା ରାଜ୍ୟରେ ଉଛୁଳା ଉତ୍ସାହ । ସୁଭଦ୍ରା ରଥର ଉଦଘାଟନ କଲେ ମୁଖ୍ୟମନ୍ତ୍ରୀ, କହିଲେ