ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ
by Argus News
Wed, Sep 25 | 8:02 a.m.

ଅର୍ଗସ ବ୍ୟୁରୋ:  ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ। ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ ଅଧିକ ଘନୀଭୂତ ହୋଇ ଲଘୁଚାପରେ ପରିଣତ ହୋଇଛି। ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ଲାଗିରହିଛି । ବିଜୁଳି ଘଡଘଡି ସହ ଅଧିକାଂଶ ଜିଲ୍ଲାରେ ହାଲୁକରୁ ମଧ୍ୟମ ଧରଣର ବର୍ଷା ସମ୍ଭାବନା ରହିଛି । ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ସମ୍ଭାବନା ରହିଛି। କିଛି ସ୍ଥାନରେ ଘଡଘଡି ସହିତ ଅତି ପ୍ରବଳ ବର୍ଷା ହେବା ନେଇ ଆକଳନ କରିଛି ପାଣିପାଗ ବିଭାଗ । ଆଜି ପାଇଁ ୧୧ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ ଜାରି କରାଯାଇଛି  । ଆଜି ପୂର୍ବାହ୍ନ ସୁଦ୍ଧା ଉପକୂଳ ଓଡ଼ିଶା ସମେଚ ସୁନ୍ଦରଗଡ଼, ବରଗଡ଼, ସମ୍ବଲପୁର, ଦେବଗଡ଼, ଅନୁଗୁଳ, ଢେଙ୍କାନାଳ, କେନ୍ଦୁଝର, ମୟୂରଭଞ୍ଜ, ନୟାଗଡ଼, ଗଜପତି ଜିଲ୍ଲାରେ ଘଡ଼ଘଡ଼ି ସହ ପ୍ରବଳ ବର୍ଷା ହୋଇପାରେ ।  ଲଘୁଚାପ ପ୍ରଭାବରେ ଆଗାମୀ ୨୬ ତାରିଖ ଯାଏ ପ୍ରବଳ ବର୍ଷା ସମ୍ଭାବନା ରହିଛି ।

ଅଧିକ ପଢ଼ନ୍ତୁ ଓଡିଶା ଖବର:

ବିଲୁଆ
now
ବିଲୁଆ ଆକ୍ରମଣରେ ୨୦ରୁ ଉର୍ଦ୍ଧ୍ୱ ଆହତ
ବ୍ରହ୍ମପୁର: ଗଞ୍ଜାମ ଜିଲ୍ଲା ପୋଲସରା ରେଞ୍ଜ ଅଧିନସ୍ଥ ହାତୀଓଟ, ଯେମାଦେଇପୁର, ପ୍ରାଣପୁରଦେଇପୁର ଗ୍ରାମରେ ବିଲୁଆ ଆକ୍ରମଣରେ ୨୦ ରୁ ଉର୍ଦ୍ଧ୍ୱ ଆହତ ହୋଇଛନ୍ତି । ସକାଳେ ଏଭଳି ଘଟଣ
ଆସୁଛନ୍ତି ନଡ୍ଡା
2m ago
ଦିନିକିଆ ଓଡିଶା ଗସ୍ତରେ ଆସୁଛନ୍ତି ନଡ୍ଡା
ଅର୍ଗସ ବ୍ୟୁରୋ: ଆସନ୍ତାକାଲି ଓଡ଼ିଶା ଗସ୍ତରେ ଆସୁଛନ୍ତି ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେ.ପି. ନଡ୍ଡା । ସଦସ୍ୟତା ଅଭିଯାନ ନେଇ ଗୁରୁତ୍ୱପୂର୍ଣ୍ଣ ବୈଠକରେ ଯୋଗଦେବେ । ରାଜ୍ୟ ପଦାଧିକାରୀ
ଜାହାଜ କାରଖାନା
5m ago
୯୩୪.୫୪ କୋଟି ଟଙ୍କା ବିନିଯୋଗରେ ଭଦ୍ରକରେ ହେବ ଜାହାଜ କାରଖାନା
ଅର୍ଗସ ବ୍ୟୁରୋ: ଓଡ଼ିଶାରେ ତିଆରି ହେବ ଜାହାଜ । ଭଦ୍ରକ ଜିଲ୍ଲାରେ ‌ନେପ୍‌ଚୁନ୍‌ସ ସିପ୍‌ ବିଲ୍‌ଡର୍ସ ଆଣ୍ଡ ରିସାଇକ୍ଲର୍ସ ପ୍ରାଇଭେଟ୍ ଲିମିଟେଡ୍‌ ୯୩୪.୫