ବଙ୍ଗୋପସାଗରରେ ବାତ୍ୟା ସମ୍ଭାବନା: ୨୯ରେ ନେବ ଅବପାତ ରୂପ
by Argus News
Mon, Nov 27 | 2:29 p.m.

ଅର୍ଗସ ବ୍ୟୁରୋ: ଦକ୍ଷିଣ ଆଣ୍ଡାମାନ ସାଗର ଓ ସଂଲଗ୍ନ ଦକ୍ଷିଣ ଥାଇଲାଣ୍ଡ ଅଞ୍ଚଳରେ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି। ଏହା ସୋମବାର ଦକ୍ଷିଣ-ପୂର୍ବ ବଙ୍ଗୋପସାଗର ଅଞ୍ଚଳରେ ଲଘୁଚାପ ରୂପ ନେବ। ପରେ ୨୯ ତାରିଖ ବେଳକୁ ଘନୀଭୂତ ହୋଇ ଅବପାତ ରୂପ ନେଇପାରେ। ତେବେ ରାଜ୍ୟକୁ ଏହାର ପ୍ରଭାବ ପଡ଼ିବନି ବୋଲି ପାଣିପାଗ ବିଶେଷଜ୍ଞ ମାନେ ଆକଳନ କରିଛନ୍ତି। 

୨୮ ତାରିଖରେ ଦକ୍ଷିଣ ଓଡ଼ିଶାର କୋରାପୁଟ, ମାଲକାନଗିରି, ନବରଙ୍ଗପୁର, ରାୟଗଡ଼ା, ଗଜପତି, କଳାହାଣ୍ଡି, କନ୍ଧମାଳ, ନୂଆପଡ଼ା ଆଦି ଜିଲ୍ଲାର ବିଭିନ୍ନ ସ୍ଥାନରେ ସ୍ବଳ୍ପରୁ ମଧ୍ୟମ ଧରଣର ବର୍ଷା ହେବ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି। ଆଜି ପାଗ ଶୁଖିଲା ରହିବ। ସେହିପରି ଆସନ୍ତା ୪ରୁ ୫ଦିନ ଯାଏ ରାତି ତାପମାତ୍ରାରେ କୌଣସି ପରିବର୍ତ୍ତନ ହେବନି ବୋଲି କୁହାଯାଇଛି। 

ଅଧିକ ପଢ଼ନ୍ତୁ ପାଣିପାଗ ଖବର 
 

ସିଏମ୍ କିଷାନ
କାଲି ସମ୍ବଲପୁରରେ ସିଏମ୍ କିଷାନ ଯୋଜନାର ଶୁଭାରମ୍ଭ
ଭୁବନେଶ୍ୱର: ଗଣପର୍ବ ନୂଆଁଖାଇକୁ ନେଇ ଉତ୍ସବ ମୁଖର ସମଗ୍ର ପଶ୍ଚିମ ଓଡ଼ିଶା। ଇଷ୍ଟଦେବୀଙ୍କୁ ନବାନ୍ନ ଅର୍ପଣ ପରେ ନୁଆଁ ଖାଇବେ ଲୋକେ। କାଲି ସମ୍ବଲପୁରରେ ସିଏମ୍ କିଷାନ ଯୋଜନା
ଧର୍ମେନ୍ଦ୍ର
ତିନି ଦିନିଆ ଓଡ଼ିଶା ଗସ୍ତରେ ଧର୍ମେନ୍ଦ୍ର
ଭୁବନେଶ୍ୱର: ତିନି ଦିନିଆ ଓଡ଼ିଶା ଗସ୍ତରେ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ। ସନ୍ଧ୍ୟାରେ ଭୁବନେଶ୍ବରରେ ପହଞ୍ଚିଛନ୍ତି କେନ୍ଦ୍ରମନ୍ତ୍ରୀ। ଆଜି ଟ୍ରେନ୍ ଯୋଗ
ମହିଳା ଲାଭାର୍ଥୀ
ଓଡିଶା ଇତିହାସର ଗୋଟିଏ ଯୋଜନାରେ ସବୁଠୁ ଅଧିକ ମହିଳା ଲାଭାର୍ଥୀ
ଭୁବନେଶ୍ୱର: ସୁଭଦ୍ରା, ଓଡ଼ିଶା ଇତିହାସରେ ଗୋଟିଏ ଯୋଜନାରେ ସର୍ବାଧିକ ମହିଳା ଲାଭାର୍ଥୀ । ସାରା ରାଜ୍ୟରେ ଉଛୁଳା ଉତ୍ସାହ । ସୁଭଦ୍ରା ରଥର ଉଦଘାଟନ କଲେ ମୁଖ୍ୟମନ୍ତ୍ରୀ, କହିଲେ