ନିର୍ବାଚନରେ ବାଧକ ସାଜିପାରେ ବର୍ଷା...
by Argus News
Sat, May 18 | 2:01 p.m.

ଅର୍ଗସ ବ୍ୟୁରୋ: ଆଗାମୀ ୨୨ ତାରିଖ ବେଳକୁ ଦକ୍ଷିଣପଶ୍ଚିମ ବଙ୍ଗୋପସାଗର ଅଞ୍ଚଳରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି l ଏହା ପ୍ରାଥମିକ ସ୍ତରରେ ଉତ୍ତରପୂର୍ବ ଦିଗରେ ଗତି କରିବାର ସମ୍ଭାବନା ଥିବାବେଳେ, କେନ୍ଦ୍ରୀୟ ବଙ୍ଗୋପସାଗର ଅଞ୍ଚଳରେ ଆହୁରି ଘନୀଭୂତ ହୋଇ 24ତାରିଖ ବେଳକୁ ଏକ ଅବପାତରେ ପରିଣତ ହେବାର ସମ୍ଭାବନା ରହିଛି l

ରାଜ୍ୟର ତୃତୀୟ ପର୍ଯ୍ୟାୟ ନିର୍ବାଚନରେ ବାଧକ ସାଜିପାରେ ବର୍ଷା । ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ବଙ୍ଗୋପସାଗରରେ ଲଘୁଚାପ ସୃଷ୍ଟି ନେଇ ପୂର୍ବାନୁମାନ କରିବା ପରେ ଏଭଳି ଆଶଙ୍କା ସୃଷ୍ଟି ହୋଇଛି ।୨୨ ତାରିଖରେ ଦକ୍ଷିଣ-ପଶ୍ଚିମ ବଙ୍ଗୋପସାଗରରେ ଏକ ଲଘୁଚାପ ସୃଷ୍ଟି ହେବା ସମ୍ଭାବନା ରହିଛି । ଏହା ସମୁଦ୍ର ଭିତରେ ଧିରେ ଧିରେ ଦକ୍ଷିଣ-ପୂର୍ବ ଦିଗକୁ ଗତି କରି ଅବପାତର ରୁପ ନେଇପାରେ । ଯାହାର ପ୍ରଭାବରେ ବର୍ଷା ହେବାର ସମ୍ଭାବନା ରହିଛି।

ଅଧିକ ପଢ଼ନ୍ତୁ ଓଡିଶା ଖବର: 

 

ସିଏମ୍ କିଷାନ
କାଲି ସମ୍ବଲପୁରରେ ସିଏମ୍ କିଷାନ ଯୋଜନାର ଶୁଭାରମ୍ଭ
ଭୁବନେଶ୍ୱର: ଗଣପର୍ବ ନୂଆଁଖାଇକୁ ନେଇ ଉତ୍ସବ ମୁଖର ସମଗ୍ର ପଶ୍ଚିମ ଓଡ଼ିଶା। ଇଷ୍ଟଦେବୀଙ୍କୁ ନବାନ୍ନ ଅର୍ପଣ ପରେ ନୁଆଁ ଖାଇବେ ଲୋକେ। କାଲି ସମ୍ବଲପୁରରେ ସିଏମ୍ କିଷାନ ଯୋଜନା
ଧର୍ମେନ୍ଦ୍ର
ତିନି ଦିନିଆ ଓଡ଼ିଶା ଗସ୍ତରେ ଧର୍ମେନ୍ଦ୍ର
ଭୁବନେଶ୍ୱର: ତିନି ଦିନିଆ ଓଡ଼ିଶା ଗସ୍ତରେ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ। ସନ୍ଧ୍ୟାରେ ଭୁବନେଶ୍ବରରେ ପହଞ୍ଚିଛନ୍ତି କେନ୍ଦ୍ରମନ୍ତ୍ରୀ। ଆଜି ଟ୍ରେନ୍ ଯୋଗ
ମହିଳା ଲାଭାର୍ଥୀ
ଓଡିଶା ଇତିହାସର ଗୋଟିଏ ଯୋଜନାରେ ସବୁଠୁ ଅଧିକ ମହିଳା ଲାଭାର୍ଥୀ
ଭୁବନେଶ୍ୱର: ସୁଭଦ୍ରା, ଓଡ଼ିଶା ଇତିହାସରେ ଗୋଟିଏ ଯୋଜନାରେ ସର୍ବାଧିକ ମହିଳା ଲାଭାର୍ଥୀ । ସାରା ରାଜ୍ୟରେ ଉଛୁଳା ଉତ୍ସାହ । ସୁଭଦ୍ରା ରଥର ଉଦଘାଟନ କଲେ ମୁଖ୍ୟମନ୍ତ୍ରୀ, କହିଲେ