୨୨ରେ କେନ୍ଦ୍ରୀୟ ବଙ୍ଗୋପସାଗରରେ ଲଘୁଚାପ ସୃଷ୍ଟି ହେବା ସମ୍ଭାବନା
by Argus News
Fri, Oct 18 | 3:48 p.m.

ଅର୍ଗସ ବ୍ୟୁରୋ : ଆସନ୍ତା ୨୦ ତାରିଖରେ ଉତ୍ତର ଆଣ୍ଡମାନ ସାଗରରେ ସୃଷ୍ଟି ହେବ ଏକ ଘୂର୍ଣ୍ଣିବଳୟ ।ଏହାର ପ୍ରଭାବରେ ୨୨ ତାରିଖ ବେଳକୁ କେନ୍ଦ୍ରୀୟ ବଙ୍ଗୋପସାଗରରେ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ରହିଛି।ଯାହାକି ପରବର୍ତ୍ତୀ ପର୍ଯ୍ୟାୟ ରେ ଉତ୍ତର ପଶ୍ଚିମ ଦିଗକୁ ଗତି କରି ୨୪ ତାରିଖ ରେ ଏକ ଅବପାତ ରେ ପରିଣତ ହେବାର ସମ୍ଭାବନା ରହିଛି।ଯାହାର ପ୍ରଭାବରେ ୨୩ ତାରିଖରୁ ରାଜ୍ୟରେ ବର୍ଷା।

ଅଧିକ ପଢନ୍ତୁ : ୨୧ ତାରିଖରେ ବଙ୍ଗୋପସାଗରରେ ସୃଷ୍ଟି ହୋଇପାରେ ଘୂର୍ଣ୍ଣିବଳୟ

ଉପକୂଳ ଓଡ଼ିଶା ସମେତ ଆଭ୍ୟନ୍ତରିଣ ଓଡିଶାରେ ହେବ ପ୍ରବଳ ବର୍ଷା। କିନ୍ତୁ କୌଣସି ୱାର୍ଣୀଙ୍ଗ ଏବେ ସୁଦ୍ଧା ଦିଆଯାଇନଥିବା ବେଳେ ପାଣିପାଗ ବିଭାଗ ସିଷ୍ଟମ ଉପରେ ନଜର ରଖିଛି।ବର୍ତ୍ତମାନ ପର୍ଯ୍ୟନ୍ତ ବାତ୍ୟାର କୌଣସି ଆକଳନ କରାଯାଇ ନାହିଁ ଚିତ୍ର ସ୍ପଷ୍ଟ ହେଲେ ତାହା ଜଣାଇ ଦିଆଯିବ ବୋଲି କହିଛନ୍ତି ଆଂଚଳିକ ପାଣିପାଗ ବିଭାଗର ନିର୍ଦ୍ଦେଶିକା ମନୋରମା ମହାନ୍ତି।

ଶାସ୍ତ୍ରୀୟ ଭାଷା
4m ago
'ଆମର ଭାଷାଗତ ଐତିହ୍ୟକୁ ସଂରକ୍ଷଣ କରିବା ପାଇଁ ସବୁ ପ୍ରକାର ପ୍ରୟାସ ହେଉଛି'
ନୂଆଦିଲ୍ଲୀ/ଭୁବନେଶ୍ୱର: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଅଧ୍ୟକ୍ଷତାରେ ନିକଟରେ ଅନୁଷ୍ଠିତ କେନ୍ଦ୍ର କ୍ୟାବିନେଟ୍ ବୈଠକରେ ପାଲି, ପ୍ରାକୃତ, ମରାଠୀ, ଆସାମୀ(ଅହମିୟା) ଏବଂ ବଙ୍ଗଳ
ଭୃଷଙ୍ଗ ପତ୍ର
17m ago
ଔଷଧୀୟ ଗୁଣରେ ଭରପୂର ଭୃଷଙ୍ଗ ପତ୍ର
ଅର୍ଗସ ବ୍ୟୁରୋ: ଯଦି ଆପଣ ମଧ୍ୟ ଭାବୁଛନ୍ତି ଯେ ଔଷଧୀୟ ଗୁଣରେ ଭରପୂର ଭୃଷଙ୍ଗ ପତ୍ର କେବଳ ଖାଦ୍ୟର ସ୍ୱାଦ ବଢାଇବା ପାଇଁ ବ୍ୟବହାର ହୁଏ, ତେବେ ଆପଣ ଏହି ଭୁଲ ଧାରଣାକୁ ହଟାଇବା ଉଚିତ୍ ଭୃଷଙ୍
ଆଦିବାସୀ
21m ago
ନୟାଗଡ ଜିଲ୍ଲାରେ ଆଦିବାସୀ ଗାଁରେ ଦନନୀୟ ସ୍ଥିତି
ନୟାଗଡ: ନୟାଗଡ ଜିଲ୍ଲାରେ ଆଦିବାସୀ ଗାଁରେ ଦନନୀୟ ସ୍ଥିତି । ଜିଲ୍ଲାର ୧୬୭୨ଟି ଆଦିବାସୀ ଗାଁରେ ଏଯାଏଁ ପହଂଚିନି ମୈଳିକ ସୁବିଧା । ସ୍ୱାଧୀନତାର ସାତ ଦଶନ୍ଧି ବିତି ଯାଇଥିଲେବି କେଉଁଠ