ଭିଜିବ ଦଶହରା, ଅକ୍ଟୋବର ୬ରେ ଲଘୁଚାପ ସମ୍ଭାବନା
by Argus News
Mon, Sep 30 | 7:37 a.m.

ଅର୍ଗସ ବ୍ୟୁରୋ:  ଭିଜିବ ଦଶହରା। ଅକ୍ଟୋବର ୬ରେ ଲଘୁଚାପ ସମ୍ଭାବନା ନେଇ ସୂଚନା ଦେଲା ଭାରତୀୟ ପାଣିପାଗ ବିଭାଗ। ପ୍ରଭାବରେ ୪ ଓ ୫ ତାରିଖରୁ ବର୍ଷାର ସମ୍ଭାବନା ରହିଛି । ଅକ୍ଟୋବର ଦ୍ବିତୀୟ ସପ୍ତାହ ଅର୍ଥାତ ୬ ତାରିଖ ବେଳକୁ ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗରେ ଓ ତାର ପାଶ୍ବବର୍ତୀ ଅଂଚଳରେ ଲଘୁଚାପ ସୃଷ୍ଟି ହେବାର ପୂର୍ବାନୁମାନ କରିଛି ପାଣିପାଗ ବିଭାଗ। ସେପଟେ ବର୍ତ୍ତମାନ ରାଜ୍ୟରେ କୌଣସି ନିର୍ଦ୍ଧିଷ୍ଟ ନିୟାମକ ସକ୍ରିୟ ନଥିବା ବେଳେ ଆଗାମୀ ୫ ଦିନ ଅର୍ଥାତ ୩ ତାରିଖ 
ଯାଏ ବଡ ବର୍ଷା ସମ୍ଭାବନା ନାହିଁ। କିଛି କିଛି ସ୍ଥାନରେ ବିଜୁଳି ଘଡଘଡି ସହ ହାଲୁକରୁ ମଧ୍ୟମ ଧରଣର ବର୍ଷା  ଜାରି ରହିବ। ପରେ ୪ ତାରିଖ  ପରେ ପୁଣି ବର୍ଷାର ପରିମାଣ ବଢିବ ବୋଲି ପୂର୍ବାନୁମାନ  କରିଛି  ପାଣିପାଗ ବିଭାଗ।

ଅଧିକ ପଢ଼ନ୍ତୁ ଓଡ଼ିଶା ଖବର:

ସକାଳର
26m ago
ସକାଳର ଖବର ସଂକ୍ଷେପରେ....
ଅର୍ଗସ ବ୍ୟୁରୋ: ଭରତପୁର ଥାନାରେ ନିର୍ଯାତନା ମାମଲା... ଗୁଜରାଟରେ କ୍ରାଇମବ୍ରାଞ୍ଚ ଟିମ୍... ଆଜି ହେବ ନିଲମ୍ବିତ ଥାନା ଅଧିକାରୀ ଦୀନକୃଷ୍ଣ ମିଶ୍ରଙ୍କ ସମେତ ଅନ୍ୟ ସସପେଣ୍ଡ୍ ପୋଲି
ମୋହନ ସରକାର
54m ago
ବିଜେପି ସରକାରଙ୍କ ନୂଆ ମଡେଲ୍,ମୋହନ ସରକାରରେ ସମସ୍ୟାର ସମାଧାନ ଅନ୍ ଦି ସ୍ପଟ୍
ଅର୍ଗସ ବ୍ୟୁରୋ:ଚର୍ଚ୍ଚାରେ ମୁଖ୍ୟମନ୍ତ୍ରୀଙ୍କ ନୂଆ ଅନ୍ଦାଜ୍,ସମସ୍ୟା ସମାଧାନ ଅନ ଦି ସ୍ପଟ୍,ନୂଆ ସରକାର,ଶାସନର ତରିକା ବି ଭିନ୍ନ। ବିଜେଡି ଶାସନରେ ଦୀର୍ଘ ବର୍ଷଧରି ବନ୍ଦ କରି ଦିଆଯାଇଥିଲ
ଭରତପୁର ଥାନା
ଭରତପୁର ଥାନା ଘଟଣା; ତଦନ୍ତ ଆରମ୍ଭ କରିବେ ଜଷ୍ଟିସ ଚିତ୍ତରଞ୍ଜନ ଦାସ କମିଶନ
ଭୁବନେଶ୍ୱର: ଭରତପୁର ଥାନା ଘଟଣାରେ ବିଚାର ବିଭାଗୀୟ ତଦନ୍ତ ପ୍ରସଙ୍ଗ । ଆଜି ଠାରୁ ଆରମ୍ଭ ହେବ ବିଚାର ବିଭାଗ ତଦନ୍ତ । ତଦନ୍ତ ଆରମ୍ଭ କରିବେ ଜଷ୍ଟିସ ଚିତ୍ତରଞ୍ଜନ ଦାସ କମିଶନ । ଭୁବନେଶ୍ବ